ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ମାଲକାନଗିରି ଜିଲ୍ଲା ପରିଷଦର ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ: ପ୍ରକଳ୍ପ କାର୍ଯ୍ୟର ମାନ ଓ ସ୍ୱଚ୍ଛତା ବଜାୟ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ – ସମୀକ୍ଷା ଖବର

ମାଲକାନଗିରି ଜିଲ୍ଲା ପରିଷଦର ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ: ପ୍ରକଳ୍ପ କାର୍ଯ୍ୟର ମାନ ଓ ସ୍ୱଚ୍ଛତା ବଜାୟ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୯/୦୯/୨୬ଆଜି ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାର ସମସ୍ତ ଉନ୍ନୟନମୂଳକ ଯୋଜନାର ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ତଥା ମୁଖ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦାଶରଥି ସରାବୁ, ଜିଲ୍ଲାର ସମସ୍ତ ୭ଟି ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା…

Read More
ଭୋଟର ତାଲିକା ପର୍ଯ୍ୟବେକ୍ଷକ ମହମ୍ମଦ ସାଦିକ ଆଲାମଙ୍କ ଦ୍ୱାରା ମାଲକାନଗିରିରେ ସୁପର ଚେକିଂ ଓ ଜିଲ୍ଲାସ୍ତରୀୟ ସମୀକ୍ଷା – ସମୀକ୍ଷା ଖବର

ଭୋଟର ତାଲିକା ପର୍ଯ୍ୟବେକ୍ଷକ ମହମ୍ମଦ ସାଦିକ ଆଲାମଙ୍କ ଦ୍ୱାରା ମାଲକାନଗିରିରେ ସୁପର ଚେକିଂ ଓ ଜିଲ୍ଲାସ୍ତରୀୟ ସମୀକ୍ଷା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୯/୦୯/୨୬ ମାଲକାନଗିରି ଜିଲ୍ଲାରେ ଚାଲିଥିବା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାର ସୁପର ଚେକିଂ ଏବଂ କ୍ଷେତ୍ରସ୍ତରୀୟ ଯାଞ୍ଚ କରିଛନ୍ତି ଭୋଟର ତାଲିକା ପର୍ଯ୍ୟବେକ୍ଷକ ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ମହମ୍ମଦ ସାଦିକ ଆଲାମ। ସେ ନିଜେ ସୁପର ଚେକିଂ ଅଧୀନରେ ଦାବି ଓ ଆପତ୍ତି ଗ୍ରହଣ ସମୟରେ ଆସିଥିବା ଆବେଦନଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ଏବଂ ସମ୍ପୃକ୍ତ ମାମଲା ରେକର୍ଡଗୁଡ଼ିକର ପ୍ରତ୍ୟକ୍ଷ ଯାଞ୍ଚ କରିଥିଲେ। ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ…

Read More
ଘରୋଇ ହିଂସାରୁ ସୁରକ୍ଷା ଆଇନ ଉପରେ ମାଲକାନଗିରିରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ – ସମୀକ୍ଷା ଖବର

ଘରୋଇ ହିଂସାରୁ ସୁରକ୍ଷା ଆଇନ ଉପରେ ମାଲକାନଗିରିରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୯/୦୯/୨୬ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ମାଲକାନଗିରି ଅନୁକୂଲ୍ୟରେ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହଠାରେ ମହିଳାମାନଙ୍କୁ ଘରୋଇ ହିଂସାରୁ ସୁରକ୍ଷା ଅଧିନିୟମ, ୨୦୦୫ ସମ୍ପର୍କିତ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ମହିଳାମାନଙ୍କୁ ଘରୋଇ ହିଂସାରୁ ସୁରକ୍ଷା, ସେମାନଙ୍କ ଅଧିକାର ଓ ସଚେତନତା ବୃଦ୍ଧି ସହ ଏହି ଆଇନର ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମ୍ୟକ୍ ଜ୍ଞାନ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଏହି ଶିବିରରେ ଆଇନଗତ ପରିଣାମ,…

Read More
ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କୁ ମିଳିବ ପ୍ରତିଷ୍ଠିତ ସ୍କଚ୍ ଆୱାର୍ଡ; ନୂଆଦିଲ୍ଲୀଠାରେ ହେବେ ସମ୍ମାନିତ – ସମୀକ୍ଷା ଖବର

ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କୁ ମିଳିବ ପ୍ରତିଷ୍ଠିତ ସ୍କଚ୍ ଆୱାର୍ଡ; ନୂଆଦିଲ୍ଲୀଠାରେ ହେବେ ସମ୍ମାନିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୮/୦୯/୨୬ପ୍ରଶାସନିକ ଦକ୍ଷତା ଏବଂ ଜନକଲ୍ୟାଣକାରୀ ଅଭିନବ ପ୍ରୟାସ କ୍ଷେତ୍ରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ଏକ ବଡ଼ ସଫଳତା ହାସଲ କରିଛି। ଜିଲ୍ଲାର ପ୍ରମୁଖ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରଗତି ପଥେ ଯୁବ ମାଲକାନଗିରି ପାଇଁ ଜିଲ୍ଲା ପ୍ରଶାସନକୁ ପ୍ରତିଷ୍ଠିତ ଜାତୀୟ ସ୍କଚ୍ ଆୱାର୍ଡ ପ୍ରଦାନ କରାଯିବ। ସ୍କଚ୍ ଗ୍ରୁପ୍ ପକ୍ଷରୁ କରାଯାଇଥିବା ସମସ୍ତ ଜଟିଳ ଓ ବହୁସ୍ତରୀୟ ମୂଲ୍ୟାୟନ ପ୍ରକ୍ରିୟାରେ ସଫଳ ହେବା ପରେ, ମାଲକାନଗିରି ଜିଲ୍ଲାପାଳ ତଥା ଜିଲ୍ଲା…

Read More
କାଲିମେଳା:ଏମଭି-୭୯ ପୋଲିସ ଦ୍ୱାରା ସଡ଼କ ସୁରକ୍ଷା ସଚେତନତା ରାଲି – ସମୀକ୍ଷା ଖବର

କାଲିମେଳା:ଏମଭି-୭୯ ପୋଲିସ ଦ୍ୱାରା ସଡ଼କ ସୁରକ୍ଷା ସଚେତନତା ରାଲି

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୮/୦୯/୨୬ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମଭି-୭୯ ଠାରେ ସୋମବାର ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏମଭି-୭୯ ସ୍ଥିତ ଡାକ୍ତର ଶ୍ୟାମା ପ୍ରସାଦ ଜୁନିଅର କଲେଜ ଠାରୁ ଏମଭି-୭୯ ବଜାର ପର୍ଯ୍ୟନ୍ତ ଏକ ସଚେତନତା ରାଲି ଆୟୋଜନ କରାଯାଇଥିଲା । ଏହି ରାଲିରେ ଏମଭି-୭୯ ଥାନା ଅଧିକାରିଣୀ ପୂର୍ଣିମା ଟେଟେଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ ଏବଂ କଲେଜର ପ୍ରାୟ…

Read More
ମାଲକାନଗିରି:ଗାଁ କଲ୍ୟାଣ ସମିତିର ଦାୟିତ୍ୱ ଓ ଭୂମିକା ନେଇ ସଚେତନତା ଶିବିର – ସମୀକ୍ଷା ଖବର

ମାଲକାନଗିରି:ଗାଁ କଲ୍ୟାଣ ସମିତିର ଦାୟିତ୍ୱ ଓ ଭୂମିକା ନେଇ ସଚେତନତା ଶିବିର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୮/୦୯/୨୬ମାଲକାନଗିରି ଜିଲ୍ଲାର ସୀମାବର୍ତ୍ତୀ ପଡିଆ ବ୍ଲକ ବାପନପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ଡେମଗୁଡା ଗ୍ରାମରେ ଆଇଟିସି ମିଶନ ସୁନହରାକାଲ ସହଯୋଗରେ ପରିଚାଳିତ ଆଇଜିଡି ଏନଜିଓ ପକ୍ଷରୁ ଗାଁ କଲ୍ୟାଣ ସମିତି ସଦସ୍ୟଙ୍କୁ ନେଇ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। କର୍ମଶାଳାରେ ଗାଁ କଲ୍ୟାଣ ସମିତିର ଉଦ୍ଦେଶ୍ୟ, ଦାୟିତ୍ୱ ଓ ଭୂମିକା ସମ୍ପର୍କରେ ସଦସ୍ୟମାନଙ୍କୁ ସଚେତନ କରାଯାଇଥିଲା। ବିଶେଷକରି ମାତୃ ଓ ଶିଶୁ ସ୍ୱାସ୍ଥ୍ୟ, ଗର୍ଭବତୀଙ୍କ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା, ଶିଶୁଙ୍କ ଟୀକାକରଣ,…

Read More
ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ – ସମୀକ୍ଷା ଖବର

ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୮/୦୯/୨୬ଆଜି ଅନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ ମାଲକାନଗିରି ଜିଲ୍ଲାର ସମସ୍ତ ୭ଟି ବ୍ଲକ ଯଥା ମାଲକାନଗିରି, ମାଥିଲି, ଖଇରପୁଟ, କୋରୁକୋଣ୍ଡା, କାଲିମେଳା, ପଡିଆ ଓ ଚିତ୍ରକୋଣ୍ଡାରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା, ମାଲକାନଗିରି ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣରେ ବିଦ୍ୟାଳୟ ସ୍ତରରେ ସ୍ଲୋଗାନ୍ ଲେଖନ ପ୍ରତିଯୋଗିତା, ସାକ୍ଷରତା ସଚେତନତା ଉପରେ ପୋଷ୍ଟର ପ୍ରସ୍ତୁତ, ସମସ୍ତ ବ୍ଲକ ସଦର ଓ…

Read More
ମାଲକାନଗିରି:ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୫୨ଟି ଅଭିଯୋଗ ଗ୍ରହଣ, ସାମଗ୍ରୀ ବଣ୍ଟନ – ସମୀକ୍ଷା ଖବର

ମାଲକାନଗିରି:ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୫୨ଟି ଅଭିଯୋଗ ଗ୍ରହଣ, ସାମଗ୍ରୀ ବଣ୍ଟନ

ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୭/୦୯/୨୬ମାଲକାନଗିରି ଜିଲ୍ଲା ଖଇରପୁଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲା ସ୍ତରୀୟ ମାସିକ ମିଳିତ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳଙ୍କ ସହ ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ, ଜିଲ୍ଲା ବନ ଖଣ୍ଡ ଅଧିକାରୀ ସାଇ କିରଣ ଏବଂ ବିଭାଗୀୟ ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ରହି ସ୍ଥାନୀୟ ଜନସାଧାରଣଙ୍କ ସମସ୍ୟା ଓ ଅଭିଯୋଗ…

Read More
ମାଲକାନଗିରି ଜିଲ୍ଲାରେ ଉଲ୍ଲାସ ସେମିନାର ଅନୁଷ୍ଠିତ – ସମୀକ୍ଷା ଖବର

ମାଲକାନଗିରି ଜିଲ୍ଲାରେ ଉଲ୍ଲାସ ସେମିନାର ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୫/୦୯/୨୬ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନ୍ତର୍ଗତ ଏବଂ ସାକ୍ଷରତା ପକ୍ଷ ପଞ୍ଚମ ଦିବସରେ ଉଲ୍ଲାସ ସେମିନାର ଆଜି ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ମାଲକାନଗିରି ତରଫରୁ ପିଏମ୍ ଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , ସିନ୍ଧରିମାଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲାର ସମସ୍ତ ବ୍ଲକର ଶିକ୍ଷକ ଓ ସ୍ୱେଚ୍ଛାସେବୀ ଶିକ୍ଷକ ମାନେ ଯୋଗ ଦେଇଥିଲେ। ମୁଖ୍ୟ ଆଲୋଚନା ବିଷୟରେ ୧୫ ବର୍ଷରୁ ଉର୍ଦ୍ଧ୍ୱ ନିରକ୍ଷରଙ୍କୁ…

Read More
ମାଲକାନଗିରିରେ ଶିକ୍ଷକ ଦିବସରେ ବଡ଼ ଉପହାର: ୧୭୬ ଶିକ୍ଷକଙ୍କୁ ପଦୋନ୍ନତି – ସମୀକ୍ଷା ଖବର

ମାଲକାନଗିରିରେ ଶିକ୍ଷକ ଦିବସରେ ବଡ଼ ଉପହାର: ୧୭୬ ଶିକ୍ଷକଙ୍କୁ ପଦୋନ୍ନତି

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୫/୦୯/୨୬ଶିକ୍ଷକ ଦିବସ ଅବସରରେ ମାଲକାନଗିରି ଜିଲ୍ଲା ଶିକ୍ଷା ପରିବାର ପାଇଁ ଖୁସିର ଖବର। ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ମାଲକାନଗିରି ତରଫରୁ ଆଜି ୧୭୬ ଜଣ ଲେବଲ୍-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩ କୁ ପଦୋନ୍ନତି ପ୍ରଦାନ କରାଯାଇଛି।ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ଚିଠି ସଂଖ୍ୟା ୫୪୪୭ ଏବଂ ୫୪୫୪ ତା ୩-୯-୨୦୨୬ ମାଧ୍ୟମରେ ପଦୋନ୍ନତି ପାଇବା ଏବଂ ବିଦ୍ୟାଳୟ ନିର୍ଦ୍ଧାରିତ ପାଇଁ ଜିଲ୍ଲାସ୍ତରୀୟ କାଉନସେଲିଂ ପାଇଁ ଆଜି ଆହ୍ୱାନ କରାଯାଇଥିଲା।…

Read More