ମୟୂରଭଞ୍ଜର କବିଶ୍ରୀ ରାଜେନ୍ଦ୍ର ଦାସଙ୍କୁ ସମ୍ମାନସୂଚକ ଡକ୍ଟରେଟ୍
ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ: ବଡ଼ସାହି, ୧୩/୧୦/୨୭ – ମୟୂରଭଞ୍ଜ ମାଟିର ସନ୍ତାନ ତଥା ମୋରଡା ବ୍ଲକ ଅନ୍ତର୍ଗତ ପାଟପୁର ଗ୍ରାମର କବିଶ୍ରୀ ରାଜେନ୍ଦ୍ର ଦାସଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ମେ ଫେୟାର କନଭେନ୍ସନ୍ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସମାରୋହରେ ମାନବାଧିକାର ସୁରକ୍ଷା ପରିଷଦ ପକ୍ଷରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ସମାରୋହରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି…