ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ
ମାନବିକତାର ପରିଚୟ ଦେଲେ ସୁଶୀଲ – ସମୀକ୍ଷା ଖବର

ମାନବିକତାର ପରିଚୟ ଦେଲେ ସୁଶୀଲ

ମାମନି ଚକ୍ରବର୍ତ୍ତୀ/ରାଇଘର ସାମ୍ବାଦିକ/ସମୀକ୍ଷା ନ୍ୟୁଜ: ହଜିଯାଇଥିବା ଜଣେ ୬୪ ବର୍ଷର ବୃଦ୍ଧ ଙ୍କୁ ନିଜ ଘର ଠିକଣାରେ ପହଞ୍ଚାଇବା ମାନବିକତା ର ପରିଚୟ ଦେଇଛନ୍ତି ରାଇଘର ଅଞ୍ଚଳର ଜଣେ ଯୁବକ ସୂଚନାଅନୁଯାଇ ରାଇଘର ଅଞ୍ଚଳର ବିଭିନ୍ନ ଗ୍ରାମରେ ଜଣେ ବୃଦ୍ଧ ବ୍ୟାକ୍ତି ବୁଲି ବୁଲି ରହୁଥିବା ବେଳେ ଗ୍ରାମର ଲୋକେ ଠିକଣା ପଚାରିଲେ ଉଦୟପୁର ବୋଲି କହୁଥିଲେ କିନ୍ତୁ ଆଉ କିଛି କହି ପାରୁନଥିଲେ ନିଜ ନାମ ମଧ୍ୟ କହି ପାରୁନଥିଲେ ଗତକାଲି ରାତିରେ ବୃଦ୍ଧ ଜଣକ…

Read More
ଗତ ‘ଗଭୀର ଅବପାତ’ (Deep Depression) ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଲଘୁଚାପ ଜନିତ ପ୍ରବଳ ବର୍ଷା ହୋଇ ବ୍ୟାପକ କ୍ଷତିର ଆକଳନ – ସମୀକ୍ଷା ଖବର

ଗତ ‘ଗଭୀର ଅବପାତ’ (Deep Depression) ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଲଘୁଚାପ ଜନିତ ପ୍ରବଳ ବର୍ଷା ହୋଇ ବ୍ୟାପକ କ୍ଷତିର ଆକଳନ

ନବରଙ୍ଗପୁର : ତା ୦୫-୧୦-୨୦୨୬ଗତ ୨୪-୦୯-୨୦୨୬ ଠାରୁ ୨୬-୦୯-୨୦୨୬ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ‘ଗଭୀର ଅବପାତ’ (Deep Depression) ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଲଘୁଚାପ ଜନିତ ପ୍ରବଳ ବର୍ଷା ହୋଇ ବ୍ୟାପକ କ୍ଷତି ରଚିଥିଲା | ନବରଙ୍ଗପୁର ଜିଲ୍ଲା ପ୍ରଶାସନର ପ୍ରାରମ୍ଭିକ ଆକଳନ ଅନୁସାରେ କୋଡିଙ୍ଗା ତହସିଲରେ ସର୍ବାଧିକ ୧୦୪୪ ଜଣଙ୍କ ଘର ଆଂଶିକ ଭାବରେ ଭାଙ୍ଗିବାର ଆକଳନ କରାଯାଇଛି, ଗୋଟିଏ ଘର ପିଛା ୪୦୦୦ ଟଙ୍କା ହିସାବରେ ମୋଟ ୪୧,୮୨,୫୦୦ ଟଙ୍କା ବର୍ତ୍ତମାନ ଯାଏଁ ହିତାଧିକାରୀଙ୍କ…

Read More
ନବରଙ୍ଗପୁର-ପୁଣି ଆରମ୍ଭ ହେଲାଣି ବାଲିମାଫିଆଙ୍କ ରାଜତ୍ୱ – ସମୀକ୍ଷା ଖବର

ନବରଙ୍ଗପୁର-ପୁଣି ଆରମ୍ଭ ହେଲାଣି ବାଲିମାଫିଆଙ୍କ ରାଜତ୍ୱ

ବସନ୍ତ ପେଗଡ଼/ବରିଷ୍ଠ ସାମ୍ବାଦିକ /କୋରାପୁଟ/ସମୀକ୍ଷା ନ୍ୟୁଜ:ନବରଙ୍ଗପୁର ଜ଼ିଲ୍ଲା କୋଷାଗୁମୁଡା ବ୍ଲକ ଏବଂ କୋଡୀଙ୍ଗା ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ବେଆଇନ ବାଲି ଚାଲାଣ l କିଛି ସମୟ ପୂର୍ବରୁ ପ୍ରଶାସନ କେତେକ ବେଆଇନ ବାଲିଚାଲାଣ କାରୀଙ୍କ ଟିପ୍ପର, ହାଇୱା ଇତ୍ୟାଦି ଜବତ କରିଥିଲେ, ପରବର୍ତ୍ତୀ ସମୟରେ ଜୋରିମାନା ଆଦାୟ କରି ଛାଡିଦିଆଯାଇଥିଲା l ଅଳ୍ପ କେଇଦିନ ଚୁପ ରହିବା ପରେ ପୂଣି ଆରମ୍ଭ ହୋଇଛି ମାଫିଆଙ୍କ ଦ୍ୱାରା ଦିନ ରାତି ଛତିଶଗଡକୁ ଚୋରା ବାଲିଚାଲାଣ l କୋଡୀଙ୍ଗା…

Read More
ଉମରକୋଟରେ ଆୟୋଜିତ ହେବ ‘ସେବା ଜ୍ୟୋତି ଯାତ୍ରା’ର ମୁଖ୍ୟ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବିସ୍ତୃତ ଆଲୋଚନା – ସମୀକ୍ଷା ଖବର

ଉମରକୋଟରେ ଆୟୋଜିତ ହେବ ‘ସେବା ଜ୍ୟୋତି ଯାତ୍ରା’ର ମୁଖ୍ୟ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବିସ୍ତୃତ ଆଲୋଚନା

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର ନବରଙ୍ଗପୁର, ୦୩ ଅକ୍ଟୋବର ୨୦୨୬:ସେବା ସଂକଳ୍ପ ଅଭିଯାନ ପରିପ୍ରେକ୍ଷୀରେ ଆସନ୍ତା ଅକ୍ଟୋବର ୭ ତାରିଖ ଦିନ ନବରଙ୍ଗପୁର ଜିଲ୍ଲାରେ ଆୟୋଜିତ ହେବାକୁ ଥିବା ସେବା ଜ୍ୟୋତି ଯାତ୍ରା’ର ମୁଖ୍ୟ କାର୍ଯ୍ୟକ୍ରମ ଉମରକୋଟ ବ୍ଲକ୍‌ରେ ଆୟୋଜନ କରାଯିବ। ଏହି ଅବସରରେ ଜିଲ୍ଲାର ସମସ୍ତ ବ୍ଲକ୍ ମୁଖ୍ୟାଳୟରୁ ଯୁବକ-ଯୁବତୀମାନେ ନିଜ ନିଜ ‘ସେବା ଜ୍ୟୋତି’ ଯାନ ଏବଂ ସାଂସ୍କୃତିକ ଦଳ ସହ ଯୋଗଦେଇ ମୁଖ୍ୟ କାର୍ଯ୍ୟକ୍ରମରେ ସାମିଲ…

Read More
ଜେ.ଇ.ଏଲ୍. ସି ଉଚ୍ଚ ବିଦ୍ୟାଳୟଠାରେ ବ୍ଳକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬ କାର୍ଯ୍ୟକ୍ରମ – ସମୀକ୍ଷା ଖବର

ଜେ.ଇ.ଏଲ୍. ସି ଉଚ୍ଚ ବିଦ୍ୟାଳୟଠାରେ ବ୍ଳକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬ କାର୍ଯ୍ୟକ୍ରମ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର: ଅଦ୍ୟ ତା.୨୮.୯.୨୦୨୬ରିଖ ସୋମବାର ଦିନ ସ୍ଥାନୀୟ ଜେ.ଇ.ଏଲ୍. ସି ଉଚ୍ଚ ବିଦ୍ୟାଳୟଠାରେ ବ୍ଳକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ-୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ବରିଷ୍ଠ, କନିଷ୍ଠ ଓ ଉପ-କନିଷ୍ଠବର୍ଗର ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲାଏବଂ ସମାପନ ଉତ୍ସବରେ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ ରୀତା ମହାନ୍ତି ଓ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଜଗବନ୍ଧୁ ସୌରାଓ ଶ୍ରୀମତୀ ନମିତା…

Read More
ପାପଡ଼ାହାଣ୍ଡି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର

ପାପଡ଼ାହାଣ୍ଡି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର:ଜନସାଧାରଣଙ୍କ ସମସ୍ୟା ଓ ଅଭିଯୋଗର ତ୍ୱରିତ ଶୁଣାଣି, ନିୟମାନୁଯାୟୀ ସମାଧାନ ଏବଂ ସରକାରୀ ସେବାକୁ ଲୋକଙ୍କ ନିକଟତର କରିବା ଉଦ୍ଦେଶ୍ୟରେ ପାପଡ଼ାହାଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍, ନବରଙ୍ଗପୁର ଡ. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ…

Read More
ନବରଙ୍ଗପୁରରେ ନଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ – ସମୀକ୍ଷା ଖବର

ନବରଙ୍ଗପୁରରେ ନଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର: ନଶାମୁକ୍ତ ସମାଜ ଗଠନ ସହ ଯୁବପିଢ଼ିଙ୍କୁ ନିଶାଦ୍ରବ୍ୟର କୁପ୍ରଭାବରୁ ଦୂରେଇ ରଖିବା ଲକ୍ଷ୍ୟରେ ନବରଙ୍ଗପୁରରେ ନଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଂଚାର ବ୍ୟୁରୋ, ଜୟପୁର ଶାଖା ପକ୍ଷରୁ ନବରଙ୍ଗପୁର ସରକାରୀ ପଲିଟେକ୍ନିକ୍ କଲେଜ ପରିସରରେ ଏହି ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।କେନ୍ଦ୍ରୀୟ ସଂଚାର ବ୍ୟୁରୋ ଜୟପୁର ଶାଖାର କ୍ଷେତ୍ର ଅଧିକାରୀ…

Read More
ବର୍ଷାରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଝରିଗାଁ ବିଧାୟକ – ସମୀକ୍ଷା ଖବର

ବର୍ଷାରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଝରିଗାଁ ବିଧାୟକ

ମନୋଜ ହଳଦର/ ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍ ଅନ୍ତର୍ଗତ ବଡ଼ଭୀମାଗୁଡ଼ା ଗ୍ରାମରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଅନେକ ପରିବାର ପ୍ରଭାବିତ ହୋଇଛନ୍ତି। ବର୍ଷା ପ୍ରଭାବରେ କେତେକ ଘର ଭୁଶୁଡ଼ି ପଡ଼ିଥିବା ବେଳେ ଗ୍ରାମବାସୀ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଏଭଳି ସ୍ଥିତିରେ ଝରିଗାଁ ବିଧାୟକ ନରସିଂହ ଭତରା ବଡ଼ଭୀମାଗୁଡ଼ା ଗ୍ରାମ ଗସ୍ତ କରି ବର୍ଷାଜନିତ କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଥିଲେ। ସେ ପ୍ରଭାବିତ ପରିବାରଙ୍କୁ ଭେଟି ସେମାନଙ୍କ ସମସ୍ୟା ବୁଝିବା ସହ…

Read More
ଜିଲ୍ଲା ପ୍ରଶାସନ ତରଫରୁ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ର ବିଭିନ୍ନ ଶିକ୍ଷାନୁଷ୍ଠାନ ଆକସ୍ମିକ ପରିଦର୍ଶନ – ସମୀକ୍ଷା ଖବର

ଜିଲ୍ଲା ପ୍ରଶାସନ ତରଫରୁ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ର ବିଭିନ୍ନ ଶିକ୍ଷାନୁଷ୍ଠାନ ଆକସ୍ମିକ ପରିଦର୍ଶନ

ମନୋଜ ହଳଦର/ ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ: ଶିକ୍ଷାନୁଷ୍ଠାନ ଗୁଡିକୁ ଆକସ୍ମିକ ପରିଦର୍ଶନ କରି ଖାଦ୍ୟର ଗୁଣବତ୍ତା ଓ ଖାଦ୍ୟ ସାମଗ୍ରୀର ମହଜୁଦ ସ୍ଥିତି ଯାଞ୍ଚ କଲେ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ । ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ ନିୟମିତ ତଦାରଖ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ପାପଡ଼ାହାଣ୍ଡି ବ୍ଲକ୍‌ ଅନ୍ତର୍ଗତ ଦଳେଇଗୁଡ଼ା ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ ଅତିରିକ୍ତ ଜିଲ୍ଲାପାଳ…

Read More
ଏଜେନସି ଙ୍କ ସହ ଆଲୋଚନା ପରେ ଧାରଣା ସ୍ଥଗିତ କଲା ସଂଘ – ସମୀକ୍ଷା ଖବର

ଏଜେନସି ଙ୍କ ସହ ଆଲୋଚନା ପରେ ଧାରଣା ସ୍ଥଗିତ କଲା ସଂଘ

ମନୋଜ ହଳଦର/ ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ: ନବରଙ୍ଗପୁର: ଆଠ ଦଫା ଦାବୀ ନେଇ ଦୁଇ ଦିନ ଧରି ଜାରି ରହିଥିବା ଓଡିଶା ହସ୍ପିଟାଲ କର୍ମଚାରୀ ମାନଙ୍କ ଧାରଣା ଅଭିରାମ ଏଜେନସି ର ଏରିଆ ମେନେଜର ଆସି ଆଲୋଚନା କରିଥିଲେ l ଆଠ ଗୋଟି ଦାବୀ ମଧ୍ୟ୍ୟରେ ଧାରଣା କାରି ମଧ୍ୟ୍ୟ ରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ମିଳି ନ ଥିବା ଦରମା ସାତ ଦିନ ମଧ୍ୟରେ ଦେବେ ଓ ଆଗାମୀ ସବୁ ମାସରେ 15 ତାରିଖ…

Read More