ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ ନୂଆପଡ଼ା
ଘାଟବାସୁଳୀ ଗ୍ରାମରେ ବର୍ଷାଜନିତ ପରିସ୍ଥିତିର ସ୍ଥିତି ସମୀକ୍ଷା କଲେ ନବରଙ୍ଗପୁର ଜିଲ୍ଲାପାଳ: ଗ୍ରାମବାସୀଙ୍କ ସମସ୍ୟା ଶୁଣି ତ୍ୱରିତ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ – ସମୀକ୍ଷା ଖବର

ଘାଟବାସୁଳୀ ଗ୍ରାମରେ ବର୍ଷାଜନିତ ପରିସ୍ଥିତିର ସ୍ଥିତି ସମୀକ୍ଷା କଲେ ନବରଙ୍ଗପୁର ଜିଲ୍ଲାପାଳ: ଗ୍ରାମବାସୀଙ୍କ ସମସ୍ୟା ଶୁଣି ତ୍ୱରିତ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର, ତା. ୨୫.୦୮.୨୦୨୬: ନବରଙ୍ଗପୁର ଜିଲ୍ଲାରେ ଗତ କିଛି ଦିନ ଧରି ହେଉଥିବା ପ୍ରବଳ ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତି ଓ ଜନସାଧାରଣଙ୍କ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ସମୀକ୍ଷା କରିବା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡ. ମହେଶ୍ୱର ସ୍ୱାଇଁ ଆଜି କୋଷାଗୁମୁଡ଼ା ବ୍ଲକ୍ ଅନ୍ତର୍ଗତ ଉକିଆପାଲ୍ଲୀ ଗ୍ରାମପଞ୍ଚାୟତର ଘାଟବାସୁଳୀ ଗ୍ରାମ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରବଳ ବର୍ଷା ଯୋଗୁଁ ଗତକାଲି…

Read More
ପାପଡ଼ାହାଣ୍ଡିରେ ଶହୀଦ ସ୍ମୃତି ଦିବସ ପାଳିତ:ଅମର ଶହୀଦଙ୍କ ତ୍ୟାଗ, ବୀରତ୍ୱ ଓ ଦେଶପ୍ରେମକୁ ସ୍ମରଣ କଲା ନବରଙ୍ଗପୁର – ସମୀକ୍ଷା ଖବର

ପାପଡ଼ାହାଣ୍ଡିରେ ଶହୀଦ ସ୍ମୃତି ଦିବସ ପାଳିତ:ଅମର ଶହୀଦଙ୍କ ତ୍ୟାଗ, ବୀରତ୍ୱ ଓ ଦେଶପ୍ରେମକୁ ସ୍ମରଣ କଲା ନବରଙ୍ଗପୁର

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର:ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡିସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଶ୍ରଦ୍ଧା, ସମ୍ମାନ ଓ ଦେଶପ୍ରେମର ଭାବନାରେ ଶହୀଦ ସ୍ମୃତି ଦିବସ ପାଳିତ ହୋଇଛି। ମାତୃଭୂମିର ସୁରକ୍ଷା, ସ୍ୱାଧୀନତା ଓ ଜନସାଧାରଣଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଅମର ଶହୀଦମାନଙ୍କ ତ୍ୟାଗ, ସାହସ, ବୀରତ୍ୱ ଓ ଦେଶପ୍ରେମକୁ ଏହି ଅବସରରେ ଗଭୀର ଶ୍ରଦ୍ଧାର ସହ ସ୍ମରଣ କରାଯାଇଛି।ଏହି ଐତିହାସିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

Read More
ଆକସ୍ମିକ କ୍ଷେତ୍ର ପରିଦର୍ଶନ କରି ଶିକ୍ଷା ଓ ସ୍ୱାସ୍ଥ୍ୟ ସେବାର ସମୀକ୍ଷା କଲେ ଜିଲ୍ଲାପାଳ ଡ. ମହେଶ୍ୱର ସ୍ୱାଇଁ – ସମୀକ୍ଷା ଖବର

ଆକସ୍ମିକ କ୍ଷେତ୍ର ପରିଦର୍ଶନ କରି ଶିକ୍ଷା ଓ ସ୍ୱାସ୍ଥ୍ୟ ସେବାର ସମୀକ୍ଷା କଲେ ଜିଲ୍ଲାପାଳ ଡ. ମହେଶ୍ୱର ସ୍ୱାଇଁ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର, ତା ୨୦.୮.୨୦୨୬: ନବରଙ୍ଗପୁର ଜିଲ୍ଲାରେ ସରକାରୀ ଶିକ୍ଷାନୁଷ୍ଠାନ ଓ ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ଉପଲବ୍ଧ ସେବାର ଗୁଣବତ୍ତା, ପରିଚାଳନା ବ୍ୟବସ୍ଥା ଏବଂ ଜନସାଧାରଣଙ୍କୁ ମିଳୁଥିବା ସୁବିଧାର ତଦାରଖ ପାଇଁ ଜିଲ୍ଲାପାଳ ଡ. ମହେଶ୍ୱର ସ୍ୱାଇଁ ନବରଙ୍ଗପୁର ବ୍ଲକର ବିଭିନ୍ନ ଅନୁଷ୍ଠାନକୁ ଆକସ୍ମିକ ପରିଦର୍ଶନ କରିଛନ୍ତି। ଜିଲ୍ଲାପାଳ ନବରଙ୍ଗପୁର ବ୍ଲକ ଅନ୍ତର୍ଗତ ଦିଗାଗୁଡ଼ା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ବିଦ୍ୟାଳୟର ଶିକ୍ଷାଦାନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଥିଲେ। ସେ…

Read More
ନବରଙ୍ଗପୁର : ନବରଙ୍ଗପୁର ନିର୍ବାଚନ ମଣ୍ଡଳି ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ – ସମୀକ୍ଷା ଖବର

ନବରଙ୍ଗପୁର : ନବରଙ୍ଗପୁର ନିର୍ବାଚନ ମଣ୍ଡଳି ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର, ତା. ୧୯.୦୮.୨୦୨୬: ଜିଲ୍ଲାର ନବରଙ୍ଗପୁର ନିର୍ବାଚନ ମଣ୍ଡଳୀର ସାମଗ୍ରିକ ବିକାଶକୁ ଗତିଶୀଳ କରିବା ପାଇଁ ଗତକାଲି ତା ୧୮.୮.୨୦୨୬ ରିଖ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ନବରଙ୍ଗପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଗୌରୀ ଶଙ୍କର ମାଝୀ ଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ମଣ୍ଡଳି ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ରେ ଜିଲ୍ଲାପାଳ ଡ଼ ମହେଶ୍ଵର ସ୍ୱାଇଁ, ଅତିରିକ୍ତ…

Read More
ତେନ୍ତୁଳିଖୁଣ୍ଟି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର

ତେନ୍ତୁଳିଖୁଣ୍ଟି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର, ତା. ୧୭.୦୮.୨୦୨୬: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ଓ ଗୁଣାତ୍ମକ ସମାଧାନ ନିମନ୍ତେ ଆଜି ତେନ୍ତୁଳିଖୁଣ୍ଟି ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ. ପ୍ରମୋଦ କୁମାର…

Read More
ନବରଙ୍ଗପୁର ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ଯୋଜନା ଏବଂ ରାଜ୍ୟ ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମର ଅଗ୍ରଗତିର ସମୀକ୍ଷା – ସମୀକ୍ଷା ଖବର

ନବରଙ୍ଗପୁର ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ଯୋଜନା ଏବଂ ରାଜ୍ୟ ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମର ଅଗ୍ରଗତିର ସମୀକ୍ଷା

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି /ସମୀକ୍ଷା ନିୟୁଜ/ ନବରଙ୍ଗପୁର, ତା. ୦୯.୦୭.୨୦୨୬:(ସମୀକ୍ଷା ନିୟୁଜ) ଜିଲ୍ଲାରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଫ୍ଲାଗ୍‌ସିପ୍ ଯୋଜନା ଏବଂ ରାଜ୍ୟ ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମର ଅଗ୍ରଗତିର ସମୀକ୍ଷା ଏବଂ ଯୋଜନାଗୁଡ଼ିକର ସଫଳ କାର୍ଯ୍ୟାନ୍ୱୟନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି ଜିଲ୍ଲା ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଦିଶା (DISHA) କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ନବରଙ୍ଗପୁର ସାଂସଦ ଶ୍ରୀ ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର…

Read More
ନବରଙ୍ଗପୁର: ଆଗାମୀ ପବିତ୍ର ଘୋଷଯାତ୍ରା/ରଥଯାତ୍ରା-୨୦୨୬ ପ୍ରସ୍ତୁତି ବୈଠକ – ସମୀକ୍ଷା ଖବର

ନବରଙ୍ଗପୁର: ଆଗାମୀ ପବିତ୍ର ଘୋଷଯାତ୍ରା/ରଥଯାତ୍ରା-୨୦୨୬ ପ୍ରସ୍ତୁତି ବୈଠକ

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି /ସମୀକ୍ଷା ନିୟୁଜ/ ନବରଙ୍ଗପୁର, ତା. ୦୮.୦୭.୨୦୨୬: ଆଗାମୀ ପବିତ୍ର ଘୋଷଯାତ୍ରା/ରଥଯାତ୍ରା-୨୦୨୬କୁ ଶୃଙ୍ଖଳିତ, ସୁରକ୍ଷିତ ଓ ସୌହାର୍ଦ୍ୟପୂର୍ଣ୍ଣ ପରିବେଶରେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆଜି ଅପରାହ୍ନରେ ନବରଙ୍ଗପୁର ଜିଲ୍ଲା ମିଶନ ଶକ୍ତି ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡା. ପ୍ରମୋଦ କୁମାର ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଡା. ପୃଷ୍ଟି କହିଥିଲେ ଯେ, ରଥଯାତ୍ରା ଜିଲ୍ଲାର ଏକ ପ୍ରମୁଖ ଧାର୍ମିକ ଓ…

Read More
ନନ୍ଦାହାଣ୍ଡି ବ୍ଲକରେ ନବରଙ୍ଗପୁର ଜିଲ୍ଲାପାଳଙ୍କ କ୍ଷେତ୍ର ପରିଦର୍ଶନ : ପ୍ରଶାସନିକ କାର୍ଯ୍ୟ, ଉନ୍ନୟନମୂଳକ ଯୋଜନା ଓ ଜନସେବା ପ୍ରଦାନର ସମୀକ୍ଷା – ସମୀକ୍ଷା ଖବର

ନନ୍ଦାହାଣ୍ଡି ବ୍ଲକରେ ନବରଙ୍ଗପୁର ଜିଲ୍ଲାପାଳଙ୍କ କ୍ଷେତ୍ର ପରିଦର୍ଶନ : ପ୍ରଶାସନିକ କାର୍ଯ୍ୟ, ଉନ୍ନୟନମୂଳକ ଯୋଜନା ଓ ଜନସେବା ପ୍ରଦାନର ସମୀକ୍ଷା

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି /ସମୀକ୍ଷା ନିୟୁଜ/ ନବରଙ୍ଗପୁର (୦୮.୦୭.୨୦୨୬): ନବରଙ୍ଗପୁର ଜିଲ୍ଲାପାଳ ଡଃ ମହେଶ୍ୱର ସ୍ୱାଇଁ ଆଜି ନନ୍ଦାହାଣ୍ଡି ବ୍ଲକରେ କ୍ଷେତ୍ର ପରିଦର୍ଶନ କରି ବ୍ଲକସ୍ତରରେ ଚାଲିଥିବା ପ୍ରଶାସନିକ କାର୍ଯ୍ୟ, ବିଭିନ୍ନ ଉନ୍ନୟନମୂଳକ ଯୋଜନାର କାର୍ଯ୍ୟାନ୍ୱୟନ ଏବଂ ସାଧାରଣ ଲୋକଙ୍କୁ ପ୍ରଦାନ କରାଯାଉଥିବା ସେବାର ସ୍ଥିତିର ସମୀକ୍ଷା କରିଥିଲେ। ପରିଦର୍ଶନ ସମୟରେ ଜିଲ୍ଲାପାଳ ବ୍ଲକ କାର୍ଯ୍ୟାଳୟ ଏବଂ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିଦର୍ଶନ କରି ବିଭିନ୍ନ ଶାଖାର କାର୍ଯ୍ୟଧାରା, ରେକର୍ଡ ସଂରକ୍ଷଣ, ଫାଇଲ୍ ନିଷ୍ପତ୍ତି,…

Read More