ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ମାଲକାନଗିରି ବଲାଙ୍ଗୀର ନୂଆପଡ଼ା ରାୟଗଡ଼ା
ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି – ସମୀକ୍ଷା ଖବର

ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

ଅଜିତ କୁମାର ପ୍ରଧାନ / ସାମ୍ବାଦିକ / ନୟାଗଡ଼ / ସମୀକ୍ଷା ନ୍ୟୁଜ : ନୟାଗଡ଼,ତା.୧୨. ୦୯. ୨୦୨୬- ଓଡ଼ିଶା ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ,ପ୍ରଖ୍ୟାତ ସଂଗ୍ରାହକ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ଏବଂ ସମସ୍ତଙ୍କ ପ୍ରିୟ ଦାଶରଥି ପଟ୍ଟନାୟକ ଓରଫ ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଜିଲ୍ଲା ପ୍ରଶାସନ ଏବଂ ଦାସିଆ ଅଜା ସ୍ମୃତି କମିଟି ତରଫରୁ କଚେରୀ ବଜାର ସ୍ଥିତ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ ସହିତ ଗଭୀର…

Read More

ନୟାଗଡ଼: ଜିଲ୍ଲା ପର୍ଯ୍ୟଟନ ବିଭାଗ ଓ ପ୍ରଶାସନ ପକ୍ଷରୁ ଦ୍ୱିତୀୟ ତୀର୍ଥ ଯାତ୍ରୀ ଯୋଜନାର ଶୁଭାରମ୍ଭ

ଅଜିତ କୁମାର ପ୍ରଧାନ / ସାମ୍ବାଦିକ / ନୟାଗଡ଼ / ସମୀକ୍ଷା ନ୍ୟୁଜ : ନୟାଗଡ଼, ତା. ୧୦. ୦୯. ୨୦୨୬- ଆଜି ଅପରାହ୍ନ ଘ. ୨. ୩୦ ମି. ସମୟରେ ଜିଲ୍ଲା ପର୍ଯ୍ୟଟନ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଦ୍ୱିତୀୟ ତୀର୍ଥ ଯାତ୍ରୀ ଯୋଜନାର ଶୁଭାରମ୍ଭ କରାଯାଇଛି l ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ଶ୍ରୀମତୀ ସତ୍ୟଭାମା ବେହେରାଙ୍କ ପୌରହିତ୍ୟରେ ମାନ୍ୟବର ସାଂସଦ ପୁରୀ, ଡା. ସମ୍ବିତ୍ ପାତ୍ର ମୁଖ୍ୟ ଅତିଥି…

Read More

ଶିକ୍ଷା ବିଭାଗର ବିଚିତ୍ର ନୀତି:ଗୋଟିଏ ହାଇସ୍କୁଲରେ ଦୁଇ ସଂସ୍କୃତ ଶିକ୍ଷକ, ଅଞ୍ଚଳରେ ଅସନ୍ତୋଷ

ରବୀନ୍ଦ୍ର କୁମାର ସାହୁ/ ନୂଆଗାଁ ପ୍ରତିନିଧି,/ସମୀକ୍ଷା ନ୍ୟୁଜ୍, /ନୟାଗଡ଼: ନୂଆଗାଁ, ୧୦/୦୯/୨୦୨୬: ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡ଼ାଝୋଲା ପଞ୍ଚାୟତସ୍ଥିତ ବୟେଜ୍ ହାଇସ୍କୁଲରେ ଦୁଇଜଣ ସଂସ୍କୃତ ଶିକ୍ଷକ କାର୍ଯ୍ୟରତ ଥିବାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ସୂଚନା ଅନୁସାରେ, ନୂଆଗାଁ ବ୍ଲକରେ ମୋଟ ୨୩ଟି ହାଇସ୍କୁଲ ରହିଥିବା ବେଳେ ସେଥିମଧ୍ୟରୁ ୯ଟି ବ୍ଲକ ଗ୍ରାଣ୍ଟ ଏବଂ ୧୪ଟି ସରକାରୀ ହାଇସ୍କୁଲ ରହିଛି। ବାହାଡ଼ାଝୋଲା ବୟେଜ୍ ହାଇସ୍କୁଲର ନବମ ଓ ଦଶମ ଶ୍ରେଣୀରେ ମୋଟ ୮୨ଜଣ…

Read More
ନୟାଗଡ / ସମୀକ୍ଷା ନିୟୁଜ/୨୮ ଅଗଷ୍ଟ ୨୦୨୬: ରକ୍ଷା ବନ୍ଧନ ତଥା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ରାକ୍ଷୀ ପିନ୍ଧାଉଛନ୍ତି ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଓ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା – ସମୀକ୍ଷା ଖବର

ନୟାଗଡ / ସମୀକ୍ଷା ନିୟୁଜ/୨୮ ଅଗଷ୍ଟ ୨୦୨୬: ରକ୍ଷା ବନ୍ଧନ ତଥା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ହାତରେ ରାକ୍ଷୀ ପିନ୍ଧାଉଛନ୍ତି ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଓ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା

Read More