ନୂଆପଡ଼ାରେ ଛାତ୍ର ସଂସଦ ନିର୍ବାଚନ ପ୍ରସ୍ତୁତି ବୈଠକ
ତେଜୁରାମ ନାଏକ /ସ୍ୱତନ୍ତ୍ର ପ୍ରତିନିଧି /ନୂଆପଡା/ସମୀକ୍ଷା ନ୍ୟୁଜ: ୦୭/୧୦ ଅବାଧ, ନିରପେକ୍ଷ ଓ ହିଂସାମୁକ୍ତ ନିର୍ବାଚନ ଉପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଗୁରୁତ୍ୱ ଆସନ୍ତା ୧୫ ଅକ୍ଟୋବର ୨୦୨୬ରେ ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ପରିପ୍ରେକ୍ଷୀରେ ନୂଆପଡ଼ା ଜିଲ୍ଲାରେ ନିର୍ବାଚନ ପ୍ରସ୍ତୁତି ଓ ଆଇନଶୃଙ୍ଖଳା ବ୍ୟବସ୍ଥା ସମ୍ପର୍କରେ ଏକ ସମନ୍ୱୟ ବୈଠକ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛିl ଉକ୍ତ…