କୋମନା :ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ତେଜୁରାମ ନାଏକ / ସ୍ୱତନ୍ତ୍ର ପ୍ରତିନିଧି / ନୂଆପଡା /ସମୀକ୍ଷା ନ୍ୟୁଜ:ନୂଆପଡା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ମାନିଗୁଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ଗାଁରେ ପ୍ରଶାସନ ଗ୍ରାମପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ପବିତ୍ର କୁମାର ସାମଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ, କୋମନା ଶିବିରର ସଭାପତି ଭାବେ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ସମ୍ମାନିତ ଅତିଥି ଭାବେ ଯୋଗେନ୍ଦ୍ର ବାଗ ସରପଞ୍ଚ, କୃଷ୍ଣ ଚନ୍ଦ୍ର ବେମାଲ ସମିତି ସଭ୍ୟ,…