ନୂଆପଡ଼ାରେ ଆଡାପ୍ଟ-୪-ଆର୍ ପ୍ରକଳ୍ପର ଦ୍ବିତୀୟ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ
ତେଜୁରାମ ନାଏକ/ କୋମନା ରିପୋର୍ଟର/ ସମୀକ୍ଷା ନ୍ୟୁଜ : ନୂଆପଡା/ 03-08-2026: ଜଳବାୟୁ ପରିବର୍ତ୍ତନ ର ପ୍ରଭାବ ନେଇ ଲୋକଙ୍କୁ ସଚେତନ କରିବା ଏବଂ ‘କ୍ଲାଇମେଟ୍ ଚାମ୍ପିଅନ୍’ମାନଙ୍କର ତାଲିମ ଓ ଦକ୍ଷତା ବିକାଶ ଉପରେ ମଧ୍ୟ ନୂଆପଡ଼ା (କୋଶଳ ପ୍ରହରୀ) ନୂଆପଡ଼ା ଜିଲ୍ଲାରେ ଆଡାପ୍ଟ-୪- ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ। ଜଳବାୟୁ ପରିବର୍ତ୍ତନଜନିତ (ADAPT4R-Adaptation for Resilience) ପ୍ରକଳ୍ପର କାର୍ଯ୍ୟାନ୍ଵୟନର ଅଗ୍ରଗତି ଓ ଆଗାମୀ କାର୍ଯ୍ୟଯୋଜନା କରିବା ଦିଗରେ ପ୍ରକଳ୍ପକୁ ଅଧିକ ପ୍ରଭାବଶାଳୀ କରିବାକୁ ସେ ସମୀକ୍ଷା ନେଇ…