ଆବୁଧାବିରେ IBPG ସହ ମୁଖ୍ୟମନ୍ତ୍ରୀଙ୍କ ରାଉଣ୍ଡଟେବୁଲ୍ ଆଲୋଚନା
ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଆବୁଧାବି/ଭୁବନେଶ୍ୱର,ସେପ୍ଟେମ୍ବର ୯, ୨୦୨୬:ଓଡ଼ିଶା ଇନଭେଷ୍ଟର୍ସ ମିଟ୍ର ଅଂଶ ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଇଣ୍ଡିଆନ୍ ବିଜନେସ୍ ଆଣ୍ଡ ପ୍ରଫେସନାଲ୍ ଗ୍ରୁପ୍ (IBPG) ଙ୍କ ସହ ଏକ ରାଉଣ୍ଡଟେବୁଲ୍ ଆଲୋଚନାରେ ଯୋଗଦେଇଛନ୍ତି।ଓଡ଼ିଶା ଓ ୟୁଏଇ ମଧ୍ୟରେ ବାଣିଜ୍ୟ, ରପ୍ତାନି ଓ ବ୍ୟବସାୟିକ ସହଯୋଗ ବୃଦ୍ଧି ଉପରେ ଆଲୋଚନା ହୋଇଥିଲା। ହଳଦୀ, ଅଦା, ସାମୁଦ୍ରିକ ଖାଦ୍ୟ, ଖାଦ୍ୟ ପ୍ରକ୍ରିୟାକରଣ ଓ ପ୍ରମୁଖ ୟୁଏଇ ବ୍ରାଣ୍ଡ ପାଇଁ କଣ୍ଟ୍ରାକ୍ଟ ମ୍ୟାନୁଫାକ୍ଚରିଂ…