ପାଟଣା:ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରକ୍ତଦାନ ଶିବିର
ବିଜୟ ରତ୍ନ ପତି /ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର: ପାଟଣା:୮/୯,ପାଟଣା ବ୍ଲକ ଅନ୍ତର୍ଗତ ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ୍ ବାହିନୀ ଓ ରେଡ ରିବନ କ୍ଲବ ସହଯୋଗରେ ତଥା କେନ୍ଦୁଝର ଜିଲ୍ଲା ରକ୍ତଦାତା ପରିବାର , ରାଜ୍ୟ ରକ୍ତଦାତା ମହାସଂଘ, କେନ୍ଦୁଝର ଜିଲ୍ଲା ଶାଖା ଓ ଏଚଡିଏଫ୍ସି ବ୍ୟାଙ୍କ ଆନ୍ଦପୁରର ପ୍ରୋତ୍ସାହନରେ ଭୀମକୁଣ୍ଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଏକ ରକ୍ତଦାନ ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ୭୩ ଜଣ ରକ୍ତଦାତା ରକ୍ତଦାନ କରି…