ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
କେନ୍ଦୁଝରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହେଲା ଆନ୍ତର୍ଜାତୀୟ ସାକ୍ଷରତା ଦିବସ – ସମୀକ୍ଷା ଖବର

କେନ୍ଦୁଝରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହେଲା ଆନ୍ତର୍ଜାତୀୟ ସାକ୍ଷରତା ଦିବସ

ବିଜୟ ରତ୍ନ ପତି /ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର: କେନ୍ଦୁଝର,୮/୯,ଆନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ କେନ୍ଦୁଝର ଜିଲ୍ଲାରେ ଜିଲ୍ଲାସ୍ତରୀୟ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ ଆଜି ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେନ୍ଦୁଝରଠାରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ସମାଜର ପ୍ରତ୍ୟେକ ନାଗରିକଙ୍କୁ ସାକ୍ଷର କରିବା ଏବଂ “ସମସ୍ତଙ୍କ ପାଇଁ ଶିକ୍ଷା”ର ମହତ୍ତ୍ୱପୂର୍ଣ୍ଣ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।କାର୍ଯ୍ୟକ୍ରମର ଶୁଭାରମ୍ଭରେ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରୁ ଏକ…

Read More
ପାଟଣା:ସବୁଜବନାନୀ କ୍ଲବର ୧୭ତମ ବାର୍ଷିକ ଫୁଟବଲ ପ୍ରତିଯୋଗିତା ଉଦଯାପିତ: ନେହା ଏଫ୍‌ସି ହିରାପଶି ଚମ୍ପିୟାନ, ବୋଲବମ୍ ବାଉଁଶୂଳୀ ରନର୍ସଅପ୍ – ସମୀକ୍ଷା ଖବର

ପାଟଣା:ସବୁଜବନାନୀ କ୍ଲବର ୧୭ତମ ବାର୍ଷିକ ଫୁଟବଲ ପ୍ରତିଯୋଗିତା ଉଦଯାପିତ: ନେହା ଏଫ୍‌ସି ହିରାପଶି ଚମ୍ପିୟାନ, ବୋଲବମ୍ ବାଉଁଶୂଳୀ ରନର୍ସଅପ୍

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର: କେନ୍ଦୁଝର, ୭/୯: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ଗ୍ରାମ ପଞ୍ଚାୟତର ଜମୁନାଳିଆଠାରେ ସବୁଜବନାନୀ କ୍ଲବ ପକ୍ଷରୁ ଆୟୋଜିତ ୧୭ତମ ତ୍ରିଦିବସୀୟ ବାର୍ଷିକ ଫୁଟବଲ ପ୍ରତିଯୋଗିତା ସୋମବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌କୁ ନେଇ ଖେଳପ୍ରେମୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଓ ଉତ୍କଣ୍ଠା ପରିଲକ୍ଷିତ ହୋଇଥିଲା।ଉଦଯାପନୀ ସମାରୋହରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ମୁଖ୍ୟଅତିଥି ଏବଂ ବିଧାୟକଙ୍କ ପ୍ରତିନିଧି କମଳାକାନ୍ତ ଦାସ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଏହି…

Read More
୭୧ଟି ନୂତନ ଭାବେ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କ ନିମନ୍ତେ ଏକ ଦିବସୀୟ ଦିଗଦର୍ଶନ କାର୍ଯ୍ୟକ୍ରମ – ସମୀକ୍ଷା ଖବର

୭୧ଟି ନୂତନ ଭାବେ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କ ନିମନ୍ତେ ଏକ ଦିବସୀୟ ଦିଗଦର୍ଶନ କାର୍ଯ୍ୟକ୍ରମ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର:ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ୭୧ଟି ନୂତନ ଭାବେ ଉନ୍ନୀତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ-ତଥା-ଅଧ୍ୟକ୍ଷମାନଙ୍କ ପାଇଁ ଭୁବନେଶ୍ୱରସ୍ଥିତ ବି.ଜେ.ବି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଗୋଟିଏ ଦିନିଆ ଦିଗଦର୍ଶନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଅନଲାଇନ୍ ନାମଲେଖା ପ୍ରକ୍ରିୟା, ଅତିଥି ଅଧ୍ୟାପକ ଚୟନ ଏବଂ ଅନ୍ୟାନ୍ୟ ଶୈକ୍ଷିକ ଓ ପ୍ରଶାସନିକ କାର୍ଯ୍ୟାବଳୀ ସହିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଚାଳନାର ଗୁରୁତ୍ୱପୂର୍ଣ୍ଣ ଦିଗ ବିଷୟରେ ଅବଗତ…

Read More
କାଲିମେଳା:ଏମଭି-୭୯ ପୋଲିସ ଦ୍ୱାରା ସଡ଼କ ସୁରକ୍ଷା ସଚେତନତା ରାଲି – ସମୀକ୍ଷା ଖବର

କାଲିମେଳା:ଏମଭି-୭୯ ପୋଲିସ ଦ୍ୱାରା ସଡ଼କ ସୁରକ୍ଷା ସଚେତନତା ରାଲି

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୮/୦୯/୨୬ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମଭି-୭୯ ଠାରେ ସୋମବାର ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏମଭି-୭୯ ସ୍ଥିତ ଡାକ୍ତର ଶ୍ୟାମା ପ୍ରସାଦ ଜୁନିଅର କଲେଜ ଠାରୁ ଏମଭି-୭୯ ବଜାର ପର୍ଯ୍ୟନ୍ତ ଏକ ସଚେତନତା ରାଲି ଆୟୋଜନ କରାଯାଇଥିଲା । ଏହି ରାଲିରେ ଏମଭି-୭୯ ଥାନା ଅଧିକାରିଣୀ ପୂର୍ଣିମା ଟେଟେଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ ଏବଂ କଲେଜର ପ୍ରାୟ…

Read More
ମାଲକାନଗିରି:ଗାଁ କଲ୍ୟାଣ ସମିତିର ଦାୟିତ୍ୱ ଓ ଭୂମିକା ନେଇ ସଚେତନତା ଶିବିର – ସମୀକ୍ଷା ଖବର

ମାଲକାନଗିରି:ଗାଁ କଲ୍ୟାଣ ସମିତିର ଦାୟିତ୍ୱ ଓ ଭୂମିକା ନେଇ ସଚେତନତା ଶିବିର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୮/୦୯/୨୬ମାଲକାନଗିରି ଜିଲ୍ଲାର ସୀମାବର୍ତ୍ତୀ ପଡିଆ ବ୍ଲକ ବାପନପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ଡେମଗୁଡା ଗ୍ରାମରେ ଆଇଟିସି ମିଶନ ସୁନହରାକାଲ ସହଯୋଗରେ ପରିଚାଳିତ ଆଇଜିଡି ଏନଜିଓ ପକ୍ଷରୁ ଗାଁ କଲ୍ୟାଣ ସମିତି ସଦସ୍ୟଙ୍କୁ ନେଇ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। କର୍ମଶାଳାରେ ଗାଁ କଲ୍ୟାଣ ସମିତିର ଉଦ୍ଦେଶ୍ୟ, ଦାୟିତ୍ୱ ଓ ଭୂମିକା ସମ୍ପର୍କରେ ସଦସ୍ୟମାନଙ୍କୁ ସଚେତନ କରାଯାଇଥିଲା। ବିଶେଷକରି ମାତୃ ଓ ଶିଶୁ ସ୍ୱାସ୍ଥ୍ୟ, ଗର୍ଭବତୀଙ୍କ ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷା, ଶିଶୁଙ୍କ ଟୀକାକରଣ,…

Read More
ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ – ସମୀକ୍ଷା ଖବର

ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୮/୦୯/୨୬ଆଜି ଅନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ ମାଲକାନଗିରି ଜିଲ୍ଲାର ସମସ୍ତ ୭ଟି ବ୍ଲକ ଯଥା ମାଲକାନଗିରି, ମାଥିଲି, ଖଇରପୁଟ, କୋରୁକୋଣ୍ଡା, କାଲିମେଳା, ପଡିଆ ଓ ଚିତ୍ରକୋଣ୍ଡାରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା, ମାଲକାନଗିରି ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣରେ ବିଦ୍ୟାଳୟ ସ୍ତରରେ ସ୍ଲୋଗାନ୍ ଲେଖନ ପ୍ରତିଯୋଗିତା, ସାକ୍ଷରତା ସଚେତନତା ଉପରେ ପୋଷ୍ଟର ପ୍ରସ୍ତୁତ, ସମସ୍ତ ବ୍ଲକ ସଦର ଓ…

Read More
ଜରଡ଼ା ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ, ବିପୁଳ ପରିମାଣରେ ମଦ ଜବତ – ସମୀକ୍ଷା ଖବର

ଜରଡ଼ା ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ, ବିପୁଳ ପରିମାଣରେ ମଦ ଜବତ

ହରିଶ୍ଚନ୍ଦ୍ର ସେଠୀ /ସମୀକ୍ଷା ପ୍ରତିନିଧି /ପାତ୍ରପୁର ବ୍ଲକ: ବ୍ରହ୍ମପୁର ଅବକାରୀ ଅଧିକ୍ଷକ ଶ୍ରୀ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ଓ ଅବକାରୀ ଉପ ଅଧିକ୍ଷୀକା ଶ୍ରୀମତୀ ସ୍ନେହଲତା ନାୟକ ଙ୍କ ପ୍ରତ୍ୟକ୍ଷ୍ୟ ତତ୍ୱାବଧାନରେ ଜରଡା ଥାନା ଅନ୍ତର୍ଗତ ଡାହାବାଡ଼, ଗୁଜଲିଙ୍ଗ ଅଞ୍ଚଳର ପାହାଡିଆ ଜଙ୍ଗଲ ଓ ନାଳ ନିକଟବର୍ତ୍ତୀ ଅଞ୍ଚଳରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ଚୋରା ମଦ ଭାଟି ଗୁଡିକୁ ନଷ୍ଟ କରିବା ସହ ମଦ ପ୍ରସ୍ତୁତି ପାଇଁ ବ୍ୟବହୃତ 34800 ଲିଟର ଗୁଡ଼…

Read More
ବିପଦପୂର୍ଣ୍ଣ କୋଠା ବିରୋଧରେ ସରକାରଙ୍କ କଡାକାର୍ଯ୍ୟାନୁଷ୍ଠାନ – ସମୀକ୍ଷା ଖବର

ବିପଦପୂର୍ଣ୍ଣ କୋଠା ବିରୋଧରେ ସରକାରଙ୍କ କଡାକାର୍ଯ୍ୟାନୁଷ୍ଠାନ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଅସୁରକ୍ଷିତ କୋଠା ଚିହ୍ନଟ କରିବ ୧୫ ଦିନିଆ ତଦନ୍ତକାରୀ ଦଳ:ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ ମହାପାତ୍ର। ଭୁବନେଶ୍ୱର, ୮ ସେପ୍ଟେମ୍ବର, ୨୦୨୬:ସହରାଞ୍ଚଳରେ ନାଗରିକଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ବିପଦପୂର୍ଣ୍ଣ ଓ ଅସୁରକ୍ଷିତ କୋଠାଗୁଡ଼ିକ ବିରୋଧରେ କଡ଼ା ପଦକ୍ଷେପ ନେବାକୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକ୍ରିୟା ତ୍ୱରାନ୍ୱିତ କରାଯାଇଛି । ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ଧନଜୀବନ ପ୍ରତି…

Read More
ଦୀର୍ଘ ଦିନର ଅପେକ୍ଷାରେ ଅନ୍ତ, ଆରମ୍ଭ ହେଲା ଡ୍ରେନ ନିର୍ମାଣ, ଦୁଇ ମାସରେ କାମ ସାରିବାକୁ ଅଦାଲତଙ୍କ ନିର୍ଦ୍ଦେଶ – ସମୀକ୍ଷା ଖବର

ଦୀର୍ଘ ଦିନର ଅପେକ୍ଷାରେ ଅନ୍ତ, ଆରମ୍ଭ ହେଲା ଡ୍ରେନ ନିର୍ମାଣ, ଦୁଇ ମାସରେ କାମ ସାରିବାକୁ ଅଦାଲତଙ୍କ ନିର୍ଦ୍ଦେଶ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ୭ା୯: ଦୀର୍ଘଦିନ ଧରି ଜଳ ନିଷ୍କାସନ ସମସ୍ୟାରେ ଜୁଝୁଥିବା ଖୋରଧା ବ୍ଲକ ପୁବୁସାହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କପିଳେଶ୍ୱରପୁର ଗ୍ରାମବାସୀଙ୍କ ପାଇଁ ଆଶ୍ୱସ୍ତିର ଖବର। ଶନି ମନ୍ଦିର ନିକଟରେ ବହୁଦିନ ଧରି ପ୍ରସ୍ତାବିତ ଥିବା ଡ୍ରେନ୍ ନିର୍ମାଣ କାର୍ଯ୍ୟ ଶେଷରେ ଆଜି ଆରମ୍ଭ ହୋଇଛି। ଡ୍ରେନ୍ ନିର୍ମାଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଦୀର୍ଘଦିନ ଧରି ରହିଥିବା ବିବାଦ ଯୋଗୁଁ କାର୍ଯ୍ୟ ଆଗେଇ ପାରୁନଥିଲା।…

Read More