ଗୁରୁ ଦିବସରେ ଶିକ୍ଷକଙ୍କୁ ପଦୋନ୍ନତି ଭେଟ
କୀର୍ତ୍ତି ଚନ୍ଦ୍ର ସାହୁ/ ରାଜ୍ୟ ପ୍ରତିନିଧି/ସମୀକ୍ଷା ନିଉଜ : ରାୟଗଡ଼, ୫/୯/୨୦୨୬: ରାୟଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୋବିନ୍ଦ ଚନ୍ଦ୍ର ଦେବ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଗୁରୁ ଦିବସ ପାଳିତ ହୋଇଛି। ଏହି ଅବସରରେ ଡିଇଓ ଭଜନଲାଲ ମାଝୀ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଶିକ୍ଷକଙ୍କୁ ଦେଶଗଠନର ମେରୁଦଣ୍ଡ ବୋଲି କହିଥିଲେ। ମୁଖ୍ୟବକ୍ତା ଭାବେ ଶିକ୍ଷାବିତ୍ ଡ. ଦୁଷ୍ମନ୍ତ କୁମାର ମହାନ୍ତି ଯୋଗଦେଇ ଶିକ୍ଷା ବ୍ୟବସ୍ଥାରେ…