ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ଦେଶର ପ୍ରଥମ ଆଇଜିବିସି ପ୍ଲାଟିନମ୍-ସାର୍ଟିଫାଏଡ ସବୁଜ କ୍ୟାମ୍ପସ୍ ହେଲା ଓଡ଼ିଶା ଲୋକଭବନ – ସମୀକ୍ଷା ଖବର

ଦେଶର ପ୍ରଥମ ଆଇଜିବିସି ପ୍ଲାଟିନମ୍-ସାର୍ଟିଫାଏଡ ସବୁଜ କ୍ୟାମ୍ପସ୍ ହେଲା ଓଡ଼ିଶା ଲୋକଭବନ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ: ଭୁବନେଶ୍ୱର, ସେପ୍ଟେମ୍ବର ୧: ଭୁବନେଶ୍ୱରସ୍ଥିତ ଓଡ଼ିଶା ଲୋକ ଭବନ ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନସିଲ୍ (ଆଇଜିବିସି)ର ଗ୍ରୀନ୍ କ୍ୟାମ୍ପସ ରେଟିଂ ସିଷ୍ଟମ୍ ଅଧୀନରେ ପ୍ଲାଟିନମ୍ ପ୍ରମାଣପତ୍ର ହାସଲ କରି ଦେଶର ପ୍ରଥମ ପ୍ଲାଟିନମ୍ ପ୍ରମାଣପତ୍ରପ୍ରାପ୍ତ ଲୋକ ଭବନ ହୋଇଛି। ଏହା ସ୍ଥାୟୀ ଓ ପରିବେଶ ଅନୁକୂଳ ଭିତ୍ତିଭୂମି ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ। ମଙ୍ଗଳବାର ଦିନ ଲୋକ ଭବନର ନ୍ୟୁ ଅଭିଷେକ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇଜିବିସିର ଜାତୀୟ ଅଧ୍ୟକ୍ଷ…

Read More
“ଦ କ୍ଲେ କଣ୍ଟିନ୍ୟୁଅମ ” ଟେରାକୋଟା ପ୍ରଦର୍ଶନୀ ଉଦ୍ଘାଟିତ: ପାରମ୍ପରିକ ଓ ସମସାମୟିକ ଶିଳ୍ପୀଙ୍କ ଅପୂର୍ବ ସମନ୍ୱୟ – ସମୀକ୍ଷା ଖବର

“ଦ କ୍ଲେ କଣ୍ଟିନ୍ୟୁଅମ ” ଟେରାକୋଟା ପ୍ରଦର୍ଶନୀ ଉଦ୍ଘାଟିତ: ପାରମ୍ପରିକ ଓ ସମସାମୟିକ ଶିଳ୍ପୀଙ୍କ ଅପୂର୍ବ ସମନ୍ୱୟ

ଆଦର୍ଶ କୁମାର ମହାନ୍ତି / ସିଟି ରିପୋର୍ଟର /ଭୁବନେଶ୍ୱର ୨/୦୯/୨୬- ରାଷ୍ଟ୍ରୀୟ ଲଳିତ କଳା ଏକାଡେମୀ ଆଞ୍ଚଳିକ କେନ୍ଦ୍ର,ଖାରବେଳ ନଗରଠାରେ ଉଦ୍ଘାଟିତ ହୋଇଯାଇଛି ପାରମ୍ପରିକ ଓ ସମସାମୟିକ ଟେରାକୋଟା ପ୍ରଦର୍ଶନୀ ” ଦ କ୍ଲେ କଣ୍ଟିନ୍ୟୁଅମ୍”।ପ୍ରଦର୍ଶନୀକୁ ଅନ୍ୟ ଅତିଥିମାନଙ୍କ ସହ ମୁଖ୍ୟ ଅତିଥି ଭାବେ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଚିତ୍ରଶିଳ୍ପୀ ବିନୋଦ ମହାରଣା ଯୋଗଦେଇ ଓଡ଼ିଶାର ପାରମ୍ପରିକ କାଳରୁ ସମସାମୟିକ କଳା ପ୍ରସ୍ତୁତ ହେଲେ କଳାର ପ୍ରକୃତ ଉନ୍ନତି ସାଧିତ ହେବ ବୋଲି କହିଥିଲେ। ସମ୍ମାନିତ ଅତିଥି…

Read More
ଲେସ୍‌ ଟେଣ୍ଡରକୁ ନେଇ ଠିକାଦାରଙ୍କ ପୁଣି ବୈଠକ:ସିଡ୍ୟୁଲ୍‌ ଦରରେ ଟେଣ୍ଡର ଦାଖଲ ପାଇଁ ଏକାଠି ହେଲେ ବାଲିମେଳା, କାଲିମେଳା ଓ ଏମ୍‌ଭି-୭୯ ଅଞ୍ଚଳର ଠିକାଦାର – ସମୀକ୍ଷା ଖବର

ଲେସ୍‌ ଟେଣ୍ଡରକୁ ନେଇ ଠିକାଦାରଙ୍କ ପୁଣି ବୈଠକ:ସିଡ୍ୟୁଲ୍‌ ଦରରେ ଟେଣ୍ଡର ଦାଖଲ ପାଇଁ ଏକାଠି ହେଲେ ବାଲିମେଳା, କାଲିମେଳା ଓ ଏମ୍‌ଭି-୭୯ ଅଞ୍ଚଳର ଠିକାଦାର

ଏମ୍.ଅମରେଶ କୁମାର/ଦକ୍ଷିଣ ଓଡ଼ିଶା ମୁଖ୍ୟ/ ସମୀକ୍ଷା ନ୍ୟୁଜ/ମାଲକାନଗିରି: ଟେଣ୍ଡରରେ ଅତ୍ୟଧିକ କମ୍‌ ଦର ଦାଖଲକୁ ନେଇ ବାଲିମେଳା, କାଲିମେଳା ଓ ଏମ୍‌ଭି-୭୯ ଅଞ୍ଚଳର ଠିକାଦାରମାନେ ପୁଣି ଏକାଠି ହୋଇଛନ୍ତି। ବୁଧବାର ଏମ୍‌ଭି-୭୯ଠାରେ ଠିକାଦାରମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇ ଟେଣ୍ଡର ପ୍ରକ୍ରିୟା, ଦର ଓ ନିର୍ମାଣ କାମର ଗୁଣବତ୍ତା ସମ୍ପର୍କରେ ଆଲୋଚନା ହୋଇଥିଲା। ଠିକାଦାରମାନଙ୍କ କହିବାନୁଯାୟୀ, ଅଧିକାଂଶ ଠିକାଦାର ବିଭାଗ ପକ୍ଷରୁ ଧାର୍ଯ୍ୟ ସିଡ୍ୟୁଲ୍‌ ଦର ଅନୁସାରେ ଟେଣ୍ଡର ଦାଖଲ କରୁଥିବାବେଳେ କେତେକ ଠିକାଦାର କାମ ପାଇବା…

Read More
ପାଇକମାଳ:ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ନେଇ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ । – ସମୀକ୍ଷା ଖବର

ପାଇକମାଳ:ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ନେଇ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ।

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ:ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ସହିତ ପାରମ୍ପରିକ ବିହନ ଓ କୃଷି ପରମ୍ପରାର ସୁରକ୍ଷା ଉଦ୍ଦେଶ୍ୟରେ ଆଜି ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର ଉଚ୍ଚ ବିଦ୍ୟାଳୟ ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଓଡ଼ିଶାରେ ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ପ୍ରକଳ୍ପ ଅଧୀନରେ ଦେବଦତ୍ତ କ୍ଲବ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ-ତଥା-ପ୍ରକଳ୍ପ ନିର୍ଦ୍ଦେଶକ, ଆତ୍ମା…

Read More
ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା – ସମୀକ୍ଷା ଖବର

ପାଟଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର: ପାଟଣା, ୨/୯: ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ମାଳତୀ ମହାନ୍ତି ଯୋଗଦାନ କରିଛନ୍ତି। ସେ ଲେଭେଲ୍-୩କୁ ପଦୋନ୍ନତି ପାଇ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଏହି ବିଦ୍ୟାଳୟରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ଶ୍ରୀମତୀ ମହାନ୍ତି ହାଟଡିହି ବ୍ଲକରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ। ନୂତନ ଦାୟିତ୍ୱ ଗ୍ରହଣ କରି ବିଦ୍ୟାଳୟରେ ପହଞ୍ଚିବା ଅବସରରେ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ…

Read More
କେନ୍ଦ୍ରାପଡ଼ା : ୨୫ କି.ଗ୍ରା. ଗଞ୍ଜେଇ ଜବତ, ୨ ଜଣ କୋର୍ଟ ଚାଲାଣ – ସମୀକ୍ଷା ଖବର

କେନ୍ଦ୍ରାପଡ଼ା : ୨୫ କି.ଗ୍ରା. ଗଞ୍ଜେଇ ଜବତ, ୨ ଜଣ କୋର୍ଟ ଚାଲାଣ

ନମିତା ନାୟକ/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ କେନ୍ଦ୍ରାପଡ଼ା : # କେନ୍ଦ୍ରାପଡ଼ା, ୦୧/୦୯: କେନ୍ଦ୍ରାପଡ଼ା ଜିଲ୍ଲାରେ ଅବୈଧ ନିଶାଦ୍ରବ୍ୟ କାରବାର ବିରୋଧରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ ଓ ଧରପଗଡ଼ ଜାରି ରହିଛି। ଜିଲ୍ଲାପାଳ ରଘୁରାମ ଆୟରଙ୍କ ନିର୍ଦ୍ଦେଶକ୍ରମେ ଏବଂ ଅବକାରୀ ଅଧୀକ୍ଷକ, କେନ୍ଦ୍ରାପଡ଼ା ବିପ୍ର ଚରଣ ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇଥିଲା।ଏହି ଚଢ଼ାଉ ସମୟରେ କେଚରପଡ଼ା ଗ୍ରାମରେ କଙ୍ଗୋ ସିଗାରେଟ୍…

Read More
ପାଟଣା: କୁଆପଥର ମାଡ଼ରେ କ୍ଷତିଗ୍ରସ୍ତ ଘର ପାଇଁ ତହସିଲଦାରଙ୍କୁ ଦାବିପତ୍ର – ସମୀକ୍ଷା ଖବର

ପାଟଣା: କୁଆପଥର ମାଡ଼ରେ କ୍ଷତିଗ୍ରସ୍ତ ଘର ପାଇଁ ତହସିଲଦାରଙ୍କୁ ଦାବିପତ୍ର

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର: ପାଟଣା, ୧/୯, ପାଟଣା ତହସିଲ ଅନ୍ତର୍ଗତ ମୂଷାଖୋରୀ ଗ୍ରାମରେ କୁଆପଥର ମାଡ଼ ଯୋଗୁଁ ବହୁ ଚାଳଛପର, ଆଜବେଷ୍ଟସ ଓ ଖପର ଘର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ରାଜସ୍ୱ ବିଭାଗ ପକ୍ଷରୁ କ୍ଷୟକ୍ଷତିର ତାଲିକା ପ୍ରସ୍ତୁତ କରାଯାଇଥିଲେ ମଧ୍ୟ ଏଥିରୁ କିଛି ପରିବାର ବାଦ ପଡ଼ିଥିବା ଅଭିଯୋଗ ହୋଇଛି। କ୍ଷତିଗ୍ରସ୍ତ କିଛି ପରିବାରକୁ ପ୍ରଶାସନ ପକ୍ଷରୁ ପଲିଥିନ୍ ଯୋଗାଇ ଦିଆଯାଇଥିବାବେଳେ ଘର ମରାମତି ପାଇଁ ଏପର୍ଯ୍ୟନ୍ତ କୌଣସି ଆର୍ଥିକ…

Read More
ବଣାଇ ବନଖଣ୍ଡ ର ସଫଳତା ଅଭିଯୁକ୍ତ ଗିରଫ,ବଜ୍ରକାପ୍ତା ଚୋରା ଚାଲାଣ ବେଳେ ମାଡ଼ି ବସିଲା ବନବିଭାଗ – ସମୀକ୍ଷା ଖବର

ବଣାଇ ବନଖଣ୍ଡ ର ସଫଳତା ଅଭିଯୁକ୍ତ ଗିରଫ,ବଜ୍ରକାପ୍ତା ଚୋରା ଚାଲାଣ ବେଳେ ମାଡ଼ି ବସିଲା ବନବିଭାଗ

ବିନୟ ସାହୁ / ବଣେଇ ସବ୍ ଡିଭିଜନ ରିପୋର୍ଟର /ସମୀକ୍ଷା ନ୍ୟୁଜ: ବଣାଇଗଡ଼ ୧/୯ସୋମବାର ଏକ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଜଣେ ଚାଲାଣକାରୀଙ୍କୁ ଗିରଫ କରିବା ସହ ତାଙ୍କଠାରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି ବଣାଇଁ ବନବିଭାଗ। ଗିରଫ ଅଭିଯୁକ୍ତ ହେଲେ ଲହୁଣୀପଡ଼ା ଥାନା ଅନ୍ତର୍ଗତ ମହୁଲତା ଗ୍ରାମର ରଇବୁ ମୁଣ୍ଡା (୪୧)। ଉଦ୍ଧାର ବଜ୍ରକାପ୍ତାଟି ୩ ଫୁଟ୍‌ ଲମ୍ବର ହୋଇଥିବାବେଳେ ଓଜନ ୩,୫୦୦ କିଗ୍ରା ହେବ। ଏନେଇ ବନବିଭାଗ ରଇବୁବିରୋଧରେ ମାମଲା ରୁଜୁ…

Read More
କେନ୍ଦୁଝର:କ୍ଷେତ୍ରୀୟ ଆଥଲେଟିକ୍ସରେ ତୁରୁମୁଙ୍ଗା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସଫଳତା – ସମୀକ୍ଷା ଖବର

କେନ୍ଦୁଝର:କ୍ଷେତ୍ରୀୟ ଆଥଲେଟିକ୍ସରେ ତୁରୁମୁଙ୍ଗା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସଫଳତା

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର : ପାଟଣା ୨/୯,ପଶ୍ଚିମବଙ୍ଗର କେଶିଆଡ଼ି ଠାରେ ଅନୁଷ୍ଠିତ କ୍ଷେତ୍ରୀୟ ଆଥଲେଟିକ୍ସ ପ୍ରତିଯୋଗିତାରେ ତୁରୁମୁଙ୍ଗା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଦୁଇ ଛାତ୍ରୀ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ନବମ ଶ୍ରେଣୀର ଅର୍ଚ୍ଚିତା ସିଂହ ୩ ହଜାରମିଟର(୩କି.ମି.)ଦୌଡ଼ରେ ଏବଂ ଦଶମ ଶ୍ରେଣୀର ଲିକି ରାଣୀ ମହାନ୍ତ ୮ଶହ ମିଟର ଦୌଡ଼ରେ ପ୍ରଥମ ସ୍ଥାନ ହାସଲ କରି ବିଦ୍ୟାଳୟର ଗୌରବ ବଢ଼ାଇଛନ୍ତି। ଦୁଇ କୃତୀ ଛାତ୍ରୀଙ୍କ ଏହି ସଫଳତା ପାଇଁ ବିଦ୍ୟାଳୟ ପକ୍ଷରୁ…

Read More
ସମୀକ୍ଷାରେ ବ୍ରଏଲର କୁକୁଡ଼ା – ସମୀକ୍ଷା ଖବର

ସମୀକ୍ଷାରେ ବ୍ରଏଲର କୁକୁଡ଼ା

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ସମୀକ୍ଷା ନ୍ୟୁଜ/ବଡ଼ସାହି – ୨/୯/୨୦୨୬:ବହୁ ପୁରାତନ ନୁହେଁ ବରଂ ଏଇ ବିଂଶ ଶତାବ୍ଦୀରେ ପ୍ରାୟତଃ ବ୍ରଏଲର କୁକୁଡ଼ାର ସୃଷ୍ଟି ବା ଆବିଷ୍କାର ହୋଇଛି । କୁହାଯାଏ ଇଂଲଣ୍ଡର White Cornish ଓ ଆମେରିକାର White Plymouth Rock ହେଉଛି ବ୍ରଏଲରର ବାପାମା । ୧୯୨୩ ରେ ଏହା ଆମେରିକାରୁ ଆରମ୍ଭ ହୋଇଥିଲା, ହେଲେ ଭାରତକୁ ପ୍ରାୟ ୧୯୬୦-୭୦ ଦଶକରେ ଆସିଥିବା ଜଣାଯାଏ । ବିଭିନ୍ନ ପର୍ଯ୍ୟାୟ କ୍ରମେ ୧୯୫୨ରେ ଏହି ବ୍ରଏଲର…

Read More