ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ଭବାନୀପାଟଣା: ଶିଶୁ ସୁରକ୍ଷା ପାଇଁ ସମନ୍ୱିତ ପଦକ୍ଷେପ ଉପରେ କର୍ମଶାଳା – ସମୀକ୍ଷା ଖବର

ଭବାନୀପାଟଣା: ଶିଶୁ ସୁରକ୍ଷା ପାଇଁ ସମନ୍ୱିତ ପଦକ୍ଷେପ ଉପରେ କର୍ମଶାଳା

ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି: ଭବାନୀପାଟଣା, ୨୫/୦୮: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଭବାନୀପାଟଣା ଠାରେ ମଙ୍ଗଳବାର ପୂର୍ବାହ୍ନ ୧୧ଟା ସମୟରେ ଶିଶୁ ସୁରକ୍ଷା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଜିଲ୍ଲା ପ୍ରଶାସନ କଳାହାଣ୍ଡି ଏବଂ ‘କର୍ତ୍ତବ୍ୟ’ ଅନୁଷ୍ଠାନର ମିଳିତ ସହଯୋଗରେ ଏହି କର୍ମଶାଳା ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଅତିରିକ୍ତ…

Read More
ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାମାଜିକ ନ୍ୟାୟର ପ୍ରତୀକ ସ୍ୱର୍ଗତ ବିନ୍ଦେଶ୍ୱରୀ ପ୍ରସାଦ ମଣ୍ଡଳଙ୍କ ୧୦୮ତମ ଜନ୍ମଜୟନ୍ତୀ ପାଳିତ – ସମୀକ୍ଷା ଖବର

ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାମାଜିକ ନ୍ୟାୟର ପ୍ରତୀକ ସ୍ୱର୍ଗତ ବିନ୍ଦେଶ୍ୱରୀ ପ୍ରସାଦ ମଣ୍ଡଳଙ୍କ ୧୦୮ତମ ଜନ୍ମଜୟନ୍ତୀ ପାଳିତ

ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି -୨୬/୦୮ଭବାନୀପାଟଣା: ଜିଲ୍ଲା ଯାଦବ ମହାସଭା ସଭାପତି ଶ୍ରୀ ଅଙ୍କୁର ଯାଦବଙ୍କ ଆହ୍ୱାନକ୍ରମେ ଜିଲ୍ଲା ଯାଦବ କାର୍ଯ୍ୟାଳୟ, ଭବାନୀପାଟଣାଠାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାମାଜିକ ନ୍ୟାୟର ପ୍ରତୀକ ସ୍ୱର୍ଗତ ବିନ୍ଦେଶ୍ୱରୀ ପ୍ରସାଦ (ବି.ପି.) ମଣ୍ଡଳଙ୍କ ୧୦୮ତମ ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି।ସମ୍ପାଦକ ଶ୍ରୀ ଉମାକାନ୍ତ ବାଗ ସଭାକାର୍ଯ୍ୟ ଆରମ୍ଭ କରିଥିଲେ। ବରିଷ୍ଠ ଉପଦେଷ୍ଟା ଶ୍ରୀ ଅର୍ଜୁନ କୁମାର ଧଙ୍ଗଡ଼ାମାଝୀ, ଶ୍ରୀ ପୂର୍ଣ୍ଣଚନ୍ଦ୍ର ଗୌଡ଼, ଶ୍ରୀ ଶ୍ରବଣ କୁମାର ଗୁପ୍ତ ଓ ଶ୍ରୀ ସୀତାରାମ ଘି ଦୀପ ପ୍ରଜ୍ୱଳନ…

Read More
ନିଆରା ରାକ୍ଷୀ ପୂର୍ଣ୍ଣିମା: ୨୦୦ ଅନ୍ତେବାସିନୀ ଛାତ୍ରୀ ରାକ୍ଷୀ ତିରିଆକରି ବାନ୍ଧିଲେ ରାକ୍ଷୀ – ସମୀକ୍ଷା ଖବର

ନିଆରା ରାକ୍ଷୀ ପୂର୍ଣ୍ଣିମା: ୨୦୦ ଅନ୍ତେବାସିନୀ ଛାତ୍ରୀ ରାକ୍ଷୀ ତିରିଆକରି ବାନ୍ଧିଲେ ରାକ୍ଷୀ

ଯଶୋବନ୍ତ ପରିଡା/ କପ୍ତିପଦା ଉପଖଣ୍ଡ/(ସମୀକ୍ଷା ନ୍ୟୁଜ) ୨୬୦୮୨୬:​ରାକ୍ଷୀ ପର୍ବ ଓଡ଼ିଶା ସଂସ୍କୃତିର ଏକ ବଳିଷ୍ଠ ପର୍ବ। ଭାଇଭଉଣୀର ଅତୁଟ ସମ୍ପର୍କକୁ ପୁନଃଜୀବିତ କରିବା ପାଇଁ ଏହା ଏକ ପୂରାଣ କାଳରୁ ପ୍ରଚଳିତ ହୋଇଆସୁଥିବା ଉତ୍ସବ। ତେବେ କପ୍ତିପଦା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଏହି ପର୍ବକୁ ଏକ ନିଆରା ଢଙ୍ଗରେ ପାଳନ କରାଯାଏ।​ବିଦ୍ୟାଳୟରେ ଥିବା ୨୦୦ରୁ ଉର୍ଦ୍ଧ୍ୱ ଅନ୍ତେବାସିନୀ ଛାତ୍ରୀ ହଷ୍ଟେଲକୁ ଆସୁଥିବା ଡାଲି, ଚାଉଳ, ଗହମ, ଟିକିଲି ଓ ରିବନ ସହାୟତାରେ ନିଜେ ରାକ୍ଷୀ ତିଆରି…

Read More
ବିଦ୍ୟୁତ ଟ୍ରାନ୍ସଫରମରର ତମ୍ବା କୋଏଲ ଲୁଟିନେଲେ ଲୁଟେରା: କପ୍ତିପଦା ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ – ସମୀକ୍ଷା ଖବର

ବିଦ୍ୟୁତ ଟ୍ରାନ୍ସଫରମରର ତମ୍ବା କୋଏଲ ଲୁଟିନେଲେ ଲୁଟେରା: କପ୍ତିପଦା ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଯଶୋବନ୍ତ ପରିଡା/ କପ୍ତିପଦା ଉପଖଣ୍ଡ/(ସମୀକ୍ଷା ନ୍ୟୁଜ) ୨୬/୦୮/୨୬ : କପ୍ତିପଦା ଉପଖଣ୍ଡରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି। ପୂର୍ବରୁ ଲୁଟେରାମାନେ ଘର ଓ ମନ୍ଦିରକୁ ଟାର୍ଗେଟ୍ କରୁଥିବା ବେଳେ ବର୍ତ୍ତମାନ ସେମାନଙ୍କ ଲକ୍ଷ୍ୟ ପାଲଟିଛି ବିଦ୍ୟାଳୟ ଏବଂ ବିଦ୍ୟୁତ ଟ୍ରାନ୍ସଫରମର।​କିଛି ମାସ ପୂର୍ବରୁ କପ୍ତିପଦା ଥାନା ଅଧୀନ ଦେବଳା ଆଶ୍ରମ ଗ୍ରାମରୁ ଦୁର୍ବୁତ୍ତମାନେ ଏକ ବିଦ୍ୟୁତ ଟ୍ରାନ୍ସଫରମର ଚୋରି କରି ଚମ୍ପଟ ମାରିଥିଲେ। ଏନେଇ ସେତେବେଳେ କପ୍ତିପଦା ଥାନାରେ ଲିଖିତ ଅଭିଯୋଗ…

Read More
ମାଲକାନଗିରି:ଚୋରା ଚାଲାଣ ପାଇଁ ଗଚ୍ଛିତ ଥିବା ୧ ଟନ ୨୫ କେଜି ଗଞ୍ଜେଇ ଜବତ – ସମୀକ୍ଷା ଖବର

ମାଲକାନଗିରି:ଚୋରା ଚାଲାଣ ପାଇଁ ଗଚ୍ଛିତ ଥିବା ୧ ଟନ ୨୫ କେଜି ଗଞ୍ଜେଇ ଜବତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:କାଲିମେଳା ଥାନା ପୋଲିସ ଦ୍ୱାରା ଜବତ ହେଲା ଗଚ୍ଛିତ ଥିବା ଗଞ୍ଜେଇ । କାଲିମେଳା ଥାନା ପୋଲିସ କୌଣସି ଏକ ଗୁପ୍ତ ସୂତ୍ରରୁ ଖବର ପାଇ କାଲିମେଳା ଥାନା ଆଇଆଇସି ଶ୍ରୀଯୁକ୍ତ ପ୍ରଭୁଦତ୍ତ ବିଶ୍ଵାଳ ଏବଂ ତାଙ୍କ ପୋଲିସ ଟିମ୍ କାଲିମେଳା ଥାନା ଅନ୍ତର୍ଗତ କାଙ୍ଗୁରୁକୋଣ୍ଡା ଗ୍ରାମ ପଞ୍ଚାୟତର ଏମ୍ ଭି ୭୩ ଗ୍ରାମ ପାଖରୁ ୧ ଟନ ୨୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ଯାହାର…

Read More
ବଡ଼ ମାଓବାଦୀ ଡମ୍ପ ଠାବ: ପିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ବିସ୍ଫୋରକ, କ୍ଲେମୋର ମାଇନ୍ ଓ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ – ସମୀକ୍ଷା ଖବର

ବଡ଼ ମାଓବାଦୀ ଡମ୍ପ ଠାବ: ପିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ବିସ୍ଫୋରକ, କ୍ଲେମୋର ମାଇନ୍ ଓ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୬/୦୮/୨୬ମାଓବାଦୀ ବିରୋଧୀ ଅଭିଯାନରେ ମାଲକାନଗିରି ପୋଲିସକୁ ମିଳିଛି ଏକବଡ଼ ସଫଳତା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ସୁଚନା ଆଧାରରେ ମାଥିଲି ଥାନା ଅଧୀନ ଚେରକୋଟଲା, କିର୍ମିଟି, କୋଟୱାପଦର ଓ କଡ଼ାଭଟା ଜଙ୍ଗଲ ଅଞ୍ଚଳରେ ଡିଭିଏଫ୍ ଟିମ୍ ପକ୍ଷରୁ ଚାଲିଥିବା ସର୍ଚ୍ଚ ଅପରେସନ ସମୟରେ ଏକ ବଡ ମାଓ ଡମ୍ପ ଠାବ କରିଛି ପୋଲିସ୍ । ଏହି ଅଞ୍ଚଳଟି ଛତିଶଗଡ଼ର ବସ୍ତର ଜିଲ୍ଲାର ଦରଭା ଥାନା ଏବଂ ସୁକମା ଜିଲ୍ଲାର…

Read More
ଘାଟବାସୁଳୀ ଗ୍ରାମରେ ବର୍ଷାଜନିତ ପରିସ୍ଥିତିର ସ୍ଥିତି ସମୀକ୍ଷା କଲେ ନବରଙ୍ଗପୁର ଜିଲ୍ଲାପାଳ: ଗ୍ରାମବାସୀଙ୍କ ସମସ୍ୟା ଶୁଣି ତ୍ୱରିତ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ – ସମୀକ୍ଷା ଖବର

ଘାଟବାସୁଳୀ ଗ୍ରାମରେ ବର୍ଷାଜନିତ ପରିସ୍ଥିତିର ସ୍ଥିତି ସମୀକ୍ଷା କଲେ ନବରଙ୍ଗପୁର ଜିଲ୍ଲାପାଳ: ଗ୍ରାମବାସୀଙ୍କ ସମସ୍ୟା ଶୁଣି ତ୍ୱରିତ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର, ତା. ୨୫.୦୮.୨୦୨୬: ନବରଙ୍ଗପୁର ଜିଲ୍ଲାରେ ଗତ କିଛି ଦିନ ଧରି ହେଉଥିବା ପ୍ରବଳ ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତି ଓ ଜନସାଧାରଣଙ୍କ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ସମୀକ୍ଷା କରିବା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡ. ମହେଶ୍ୱର ସ୍ୱାଇଁ ଆଜି କୋଷାଗୁମୁଡ଼ା ବ୍ଲକ୍ ଅନ୍ତର୍ଗତ ଉକିଆପାଲ୍ଲୀ ଗ୍ରାମପଞ୍ଚାୟତର ଘାଟବାସୁଳୀ ଗ୍ରାମ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରବଳ ବର୍ଷା ଯୋଗୁଁ ଗତକାଲି…

Read More
ହସ୍ତତନ୍ତ ରାଖୀ ପ୍ରଦର୍ଶନୀ ଉଦଘାଟିତ: ଆଦିବାସୀ କାରିଗର ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଜୀବିକାକୁ ମିଳିବ ପ୍ରୋତ୍ସାହନ – ସମୀକ୍ଷା ଖବର

ହସ୍ତତନ୍ତ ରାଖୀ ପ୍ରଦର୍ଶନୀ ଉଦଘାଟିତ: ଆଦିବାସୀ କାରିଗର ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଜୀବିକାକୁ ମିଳିବ ପ୍ରୋତ୍ସାହନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୫/୦୮/୨୬ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି ଆନୁକୂଲ୍ୟରେ ମାଲକାନଗିରି ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ନିକଟରେ ଏକ ସ୍ୱତନ୍ତ୍ର ହସ୍ତତନ୍ତ ରାଖୀ ପ୍ରଦର୍ଶନୀ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ପ୍ରଦର୍ଶନୀ ଓ ବିକ୍ରୟ କେନ୍ଦ୍ରକୁ ମାଲକାନଗିରି ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ ଏବଂ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥୀ ସରାବୁ ମିଳିତ ଭାବେ ଉଦଘାଟନ କରିଛନ୍ତି। ଏହି…

Read More
ଭୁବନେଶ୍ୱର:ଭାସ୍କର୍ଯ୍ୟ ଶିଳ୍ପୀ ବିପ୍ରଚରଣ ମହାନ୍ତିଙ୍କ ୧୭ ତମ ଶ୍ରାଦ୍ଧ ଦିବସ ପାଳିତ – ସମୀକ୍ଷା ଖବର

ଭୁବନେଶ୍ୱର:ଭାସ୍କର୍ଯ୍ୟ ଶିଳ୍ପୀ ବିପ୍ରଚରଣ ମହାନ୍ତିଙ୍କ ୧୭ ତମ ଶ୍ରାଦ୍ଧ ଦିବସ ପାଳିତ

ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର,୨୫/୦୮/୨୬: ପ୍ରଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ବିପ୍ରଚରଣ ମହାନ୍ତି ଓଡ଼ିଶାରେ ବ୍ରୋଞ୍ଜ ପ୍ରତିମୂର୍ତ୍ତି ନିର୍ମାଣର ଜଣକ ଭାବେ ପରିଚିତ।ତାଙ୍କ ଦ୍ୱାରା ନିର୍ମିତ ଶୈଳବାଳା ମହାବିଦ୍ୟାଳୟରେ ୧୯୫୭ ମସିହାରେ ସ୍ଥାପିତ ମଧୁବାବୁଙ୍କ ପ୍ରତିମୂର୍ତ୍ତି ଓଡ଼ିଶାର ପ୍ରଥମ ପୂର୍ଣ୍ଣବୟବ ପ୍ରତିମୂର୍ତ୍ତି।ଭାରତର ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ପୂର୍ଣ୍ଣବୟବ ବ୍ରୋଞ୍ ପ୍ରତିମୂର୍ତ୍ତି ମଧ୍ୟ ସେ ନିର୍ମାଣ କରିଥିଲେ।ପୁରାତନ ସାଂସଦ ଭବନରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସମୟରେ ରାଷ୍ଟ୍ରପତି ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।ବିପ୍ରଚରଣ ମହାନ୍ତି ଫାଉଣ୍ଡେସନ ଟ୍ରଷ୍ଟ ଓ ଓଡ଼ିଆ ଭାଷା,ସାହିତ୍ୟ…

Read More
ଶ୍ରାବଣରେ କାଉଡ଼ିଆଙ୍କ ଭକ୍ତି ଓ ସଉକ – ସମୀକ୍ଷା ଖବର

ଶ୍ରାବଣରେ କାଉଡ଼ିଆଙ୍କ ଭକ୍ତି ଓ ସଉକ

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ସମୀକ୍ଷା ନ୍ୟୁଜ/ବଡ଼ସାହି- ୨୪/୮ ଭଗବାନ ଶିବ ବା ମହାଦେବଙ୍କର ପବିତ୍ର ତଥା ପ୍ରିୟମାସ ଭାବେ ପ୍ରାୟତଃ ଶ୍ରାବଣମାସକୁ ହିଁ ମନାଯାଏ । ତେବେ ଶ୍ରାବଣମାସ ଏବଂ ଶିବଙ୍କ ବାର ଅନୁଯାୟୀ ସୋମବାର ଗୁରୁତ୍ୱ ବହନ କରେ । ପୁଣି ଚଳିତ ଶ୍ରାବଣର ଏହା ଥିଲା ଶେଷ ସୋମବାର । ବିଧି ଅନୁଯାୟୀ ଶ୍ରାବଣ ସୋମବାର ବ୍ରତ ସୂର୍ଯ୍ୟୋଦୟ ପ୍ରାରମ୍ଭରୁ ଆରମ୍ଭ କରି ଦ୍ୱିତୀୟ ପ୍ରହର ପର୍ଯ୍ୟନ୍ତ କରାଯାଏ । ଏହିସମୟ ମଧ୍ୟରେ…

Read More