ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଆଶିଷ କୁମାର ସିଂହ; ଇଣ୍ଟେଲିଜେନ୍ସ ଆଇଜିପି ଭାବେ ଯୋଗଦେବେ ସତ୍ୟବ୍ରତ ଭୋଇ ​ତାଳଚେର – ସମୀକ୍ଷା ଖବର

ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଆଶିଷ କୁମାର ସିଂହ; ଇଣ୍ଟେଲିଜେନ୍ସ ଆଇଜିପି ଭାବେ ଯୋଗଦେବେ ସତ୍ୟବ୍ରତ ଭୋଇ ​ତାଳଚେର

ପୁଲକେଶ୍ୱର ମିଶ୍ର/ ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ୍/ତାଳଚେର: ଉତ୍ତର କେନ୍ଦ୍ରାଞ୍ଚଳ (ତାଳଚେର) ପୋଲିସ ମୁଖ୍ୟାଳୟରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ଆଇଜିପି ଶ୍ରୀ ସତ୍ୟବ୍ରତ ଭୋଇ (୨୦୦୪ ବ୍ୟାଚ୍ ଆଇପିଏସ୍) ନୂତନ ଡିଆଇଜି ଶ୍ରୀ ଆଶିଷ କୁମାର ସିଂହଙ୍କୁ ଆନୁଷ୍ଠାନିକ ଭାବେ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ​ଶ୍ରୀ ସତ୍ୟବ୍ରତ ଭୋଇ ଉତ୍ତର କେନ୍ଦ୍ରାଞ୍ଚଳର ଆଇଜିପି ଭାବେ ନିଜ କାର୍ଯ୍ୟକାଳ ମଧ୍ୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଅପରାଧ ନିୟନ୍ତ୍ରଣ ଦିଗରେ…

Read More
ଚିକିଟୀ: ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ରେ ରୁଦ୍ର ପ୍ରଥମ, ଶାନ୍ତୁନୁ ଦ୍ଵିତୀୟ – ସମୀକ୍ଷା ଖବର

ଚିକିଟୀ: ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ରେ ରୁଦ୍ର ପ୍ରଥମ, ଶାନ୍ତୁନୁ ଦ୍ଵିତୀୟ

ଅକ୍ଷୟ କୁମାର ସାହୁ/ସମୀକ୍ଷା ପ୍ରତିନିଧି / ଚିକିଟୀ: ଚିକିଟୀ – ଗଞ୍ଜାମ ଜିଲ୍ଲା ଚିକିଟୀ ବ୍ଲକର ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ୨୦୨୩-୨୪ ଓ ୨୦୨୪-୨୫ ର ଫଳାଫଳ ପ୍ରକାଶ ପାଇଛି l ଏଥିରେ ନୂଆପଡା ଗ୍ରାମ ସ୍ଥିତ ସାନ୍ଦୀପନି ବିଦ୍ୟା ନିକେତନ ର ଛାତ୍ର ୨୦୨୩-୨୪ ରେ ଶାନ୍ତୁନୁ କୁମାର ପାଣିଗ୍ରାହୀ ଦ୍ଵିତୀୟ ସ୍ଥାନ ରଖିଥିବା ବେଳେ ୨୦୨୪-୨୫ ରେ ଛାତ୍ର ରୁଦ୍ର ପ୍ରସାଦ ସାହୁ ପ୍ରଥମ ସ୍ଥାନ ରଖିଥିବା ବିଇଓ ଙ୍କ କାର୍ଯ୍ୟାଳୟରୁ…

Read More
ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ: ଗୋଟିଏ ଦିନରେ ୨ ଶିଶୁଙ୍କ ମୃତ୍ୟୁ: ଭୁଲ ଚିକିତ୍ସା ଯୋଗୁଁ ଜୀବନ ଯାଇଥିବା ଅଭିଯୋଗ – ସମୀକ୍ଷା ଖବର

ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ: ଗୋଟିଏ ଦିନରେ ୨ ଶିଶୁଙ୍କ ମୃତ୍ୟୁ: ଭୁଲ ଚିକିତ୍ସା ଯୋଗୁଁ ଜୀବନ ଯାଇଥିବା ଅଭିଯୋଗ

କୀର୍ତ୍ତି ଚନ୍ଦ୍ର ସାହୁ/ ଦକ୍ଷିଣ ଓଡିଶା ମୁଖ୍ୟ/ କାଶୀପୁର/ସମୀକ୍ଷା ନ୍ୟୁଜ , ୨୩/୦୮ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ କୁଚେଇପଦର ପଞ୍ଚାୟତ ଅନ୍ତର୍ଗତ ଯୁବାପଦର ଗାଁରେ ଗୋଟିଏ ଦିନରେ ଦୁଇ ଶିଶୁଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଭୁଲ ଚିକିତ୍ସା ଓ ଇଞ୍ଜେକସନ୍‌ ଦେବା ଯୋଗୁଁ ଦୁଇ ଶିଶୁଙ୍କ ଜୀବନ ଯାଇଥିବା ମୃତକଙ୍କ ପରିବାର ଅଭିଯୋଗ କରିଛନ୍ତି। ମୃତ ଶିଶୁ ଦୁଇଜଣ ହେଲେ ଯୁବାପଦର ଗ୍ରାମର ଖଗେଶ୍ୱର ମାଝୀଙ୍କ ୬ ବର୍ଷର ପୁଅ ସୁବାସ ମାଝୀ…

Read More
ବାଲିମେଳା-ଚିତ୍ରକୋଣ୍ଡା ଘାଟି ରାସ୍ତାରେ ୫ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର – ସମୀକ୍ଷା ଖବର

ବାଲିମେଳା-ଚିତ୍ରକୋଣ୍ଡା ଘାଟି ରାସ୍ତାରେ ୫ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୫/୦୮/୨୬: ଗତ କାଲି ରାତିରେ ମାଲକାନଗିରି ଜିଲ୍ଲା ର ବାଲିମେଳା ରୁ ଚିତ୍ରକୋଣ୍ଡା ଅଂଚଳ କୁ ଯୋଗାଯୋଗ କରୁଥବା ଘାଟି ରାସ୍ତା ରେ ୫ ଫୁଟ ଲମ୍ବର ଏକ କୁମ୍ଭୀର ଥିବା ସୂଚନା ପାଇ ବନବିଭାଗ ର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ ଓ କୁମ୍ଭୀରଟିକୁ ସୁରକ୍ଷିତ ଭାବରେ ଉଦ୍ଧାର କରିଥିଲେ।କିଛିଦିନ ତଳେ ଗାଁ ବନ୍ଧରୁ କୁମ୍ଭୀରଟିଏ ଉଦ୍ଧାର କରାଯାଇଥିଲା ଏବେ ରାସ୍ତା ଉପରୁ ପ୍ରବଳ ବର୍ଷା ଯୋଗୁ…

Read More
ଚାଷୀଙ୍କ ସ୍ବପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ; ଉପମୁଖ୍ୟମନ୍ତ୍ରୀ: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୬୫ତମ ପ୍ରତିଷ୍ଠା ଦିବସ – ସମୀକ୍ଷା ଖବର

ଚାଷୀଙ୍କ ସ୍ବପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ; ଉପମୁଖ୍ୟମନ୍ତ୍ରୀ: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୬୫ତମ ପ୍ରତିଷ୍ଠା ଦିବସ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର, ୨୪ ଅଗଷ୍ଟ ୨୦୨୬: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୬୫ତମ ପ୍ରତିଷ୍ଠା ଦିବସ ବିଶ୍ୱବିଦ୍ୟାଳୟ ପରିସରସ୍ଥିତ କୃଷି ଶିକ୍ଷା ସଦନଠାରେ ଆଜି ଅନୁଷ୍ଠିତ ହୋଇଛି। ଉଦଘାଟନୀ ଅବସରରେ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ଓୟୁଏଟିର ଉପ-କୁଳାଧିପତି ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦେଇ ନିଜ ଉଦବୋଧନରେ କହିଛନ୍ତି, ଚାଷୀଙ୍କ ସ୍ବପ୍ନ ପୁରା କରିବା ପାଇଁ ସରକାର ସଂକଳ୍ପବଦ୍ଧ I ବର୍ତ୍ତମାନ ସମୟରେ ଚାଷୀଙ୍କ ଅଭାବ…

Read More
ଚିତ୍ରକୋଣ୍ଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର:ପ୍ରଶାସନ ନିକଟରେ ପହଞ୍ଚିଲା ୬୨ଟି ଗୁହାରି, ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ – ସମୀକ୍ଷା ଖବର

ଚିତ୍ରକୋଣ୍ଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର:ପ୍ରଶାସନ ନିକଟରେ ପହଞ୍ଚିଲା ୬୨ଟି ଗୁହାରି, ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ସରକାରୀ ସେବାକୁ ଅଧିକ ଜନକଲ୍ୟାଣକାରୀ ଓ ସ୍ୱଚ୍ଛ କରିବା ଉଦ୍ଦେଶ୍ୟରେ ଚିତ୍ରକୋଣ୍ଡା ବ୍ଲକର ଟନେଲକ୍ୟାମ୍ପ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ପ୍ରଥମେଶ ଅରବିନ୍ଦ ରାଜସିର୍କେ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ…

Read More
ମାଲକାନଗିରି:ପ୍ରଥମ ସାଧାରଣ ସଭାରେ ସମସ୍ୟା ସମୀକ୍ଷା ଓ ଏକ ମାସ ମଧ୍ୟରେ ସମାଧାନ ପାଇଁ ଦାବି – ସମୀକ୍ଷା ଖବର

ମାଲକାନଗିରି:ପ୍ରଥମ ସାଧାରଣ ସଭାରେ ସମସ୍ୟା ସମୀକ୍ଷା ଓ ଏକ ମାସ ମଧ୍ୟରେ ସମାଧାନ ପାଇଁ ଦାବି

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ ସଂଘ, ମାଲକାନଗିରିର ପ୍ରଥମ ସାଧାରଣ ସଭା ଆଜି ମାଲ୍ୟବନ୍ତ ଛାତ୍ରାବାସ, ମାଲକାନଗିରିଠାରେ ଅନୁଷ୍ଠିତ ହୋଇଥିଲା। ସଭାରେ ସଂଘର ସଦସ୍ୟମାନଙ୍କ ବିଭିନ୍ନ ସମସ୍ୟା ଉପରେ ବିସ୍ତୃତ ଆଲୋଚନା ଓ ସମୀକ୍ଷା କରାଯାଇ, ସମସ୍ୟାଗୁଡ଼ିକୁ ପ୍ରାଥମିକତା ଭିତ୍ତିରେ ସମାଧାନ କରିବା ପାଇଁ ଠୋସ ପଦକ୍ଷେପ ନେବାକୁ ନିଷ୍ପତ୍ତି ହୋଇଥିଲା।ସଭାରେ ସଂଘର ସଭାପତି ଶ୍ରୀ ନିରଞ୍ଜନ ମହାପାତ୍ର, ଉପସଭାପତି ଶ୍ରୀ କ୍ଷୀରୋଦ ଚନ୍ଦ୍ର ମହାନ୍ତି,…

Read More
ପାପଡ଼ାହାଣ୍ଡିରେ ଶହୀଦ ସ୍ମୃତି ଦିବସ ପାଳିତ:ଅମର ଶହୀଦଙ୍କ ତ୍ୟାଗ, ବୀରତ୍ୱ ଓ ଦେଶପ୍ରେମକୁ ସ୍ମରଣ କଲା ନବରଙ୍ଗପୁର – ସମୀକ୍ଷା ଖବର

ପାପଡ଼ାହାଣ୍ଡିରେ ଶହୀଦ ସ୍ମୃତି ଦିବସ ପାଳିତ:ଅମର ଶହୀଦଙ୍କ ତ୍ୟାଗ, ବୀରତ୍ୱ ଓ ଦେଶପ୍ରେମକୁ ସ୍ମରଣ କଲା ନବରଙ୍ଗପୁର

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର:ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡିସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଶ୍ରଦ୍ଧା, ସମ୍ମାନ ଓ ଦେଶପ୍ରେମର ଭାବନାରେ ଶହୀଦ ସ୍ମୃତି ଦିବସ ପାଳିତ ହୋଇଛି। ମାତୃଭୂମିର ସୁରକ୍ଷା, ସ୍ୱାଧୀନତା ଓ ଜନସାଧାରଣଙ୍କ ଅଧିକାର ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଅମର ଶହୀଦମାନଙ୍କ ତ୍ୟାଗ, ସାହସ, ବୀରତ୍ୱ ଓ ଦେଶପ୍ରେମକୁ ଏହି ଅବସରରେ ଗଭୀର ଶ୍ରଦ୍ଧାର ସହ ସ୍ମରଣ କରାଯାଇଛି।ଏହି ଐତିହାସିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

Read More
ଢେ଼ଙ୍କାନାଳ:ପୂର୍ତ୍ତ ବିଭାଗ ରାସ୍ତା ଉପରେ ଆଣ୍ଠୁଏ ପାଣି – ସମୀକ୍ଷା ଖବର

ଢେ଼ଙ୍କାନାଳ:ପୂର୍ତ୍ତ ବିଭାଗ ରାସ୍ତା ଉପରେ ଆଣ୍ଠୁଏ ପାଣି

ଶଙ୍କର୍ଷଣ ସାହୁ/ରିପୋର୍ଟର/ ପରଜଙ୍ଗ: ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ମୁକ୍ତାପଶି ଠାରୁ ବଡ କମର ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ବାବା ବାଙ୍କ ବିହାରୀ ଆଶ୍ରମ ବଡ଼ଯୋରା ଛକ ନିକଟ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚରେ ପାଣି ଚାଲୁଅଛି। ଲଗାତାର ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେତୁ ନୂତନ ଭାବେ ସମ୍ପସ୍ରାଣ ହୋଇ ଥିବା ପୂର୍ତ୍ତ ବିଭାଗ ରାସ୍ତା ସଠିକ ନିର୍ମାଣ ହୋଇ ନଥିବାରୁ ଏହି ସମସ୍ୟା ହୋଇଥିବା ଅନୁମାନ କରାଯାଇଛି । ପୂର୍ବରୁ ବର୍ଷା ଜଳ…

Read More
କନ୍ଧମାଳ:ଶେଷ ସୋମବାରରେ ବିଭିନ୍ନ ଶୈବ ପୀଠରେ ହର୍ ହର ମହାଦେବ ଧୂନିରେ କମ୍ପିତ ପରିବେଶ – ସମୀକ୍ଷା ଖବର

କନ୍ଧମାଳ:ଶେଷ ସୋମବାରରେ ବିଭିନ୍ନ ଶୈବ ପୀଠରେ ହର୍ ହର ମହାଦେବ ଧୂନିରେ କମ୍ପିତ ପରିବେଶ

ମହେଶ୍ୱର ଦିଗାଳ/ ଡିଭିଜନାଲ ସାମ୍ବାଦିକ /କନ୍ଧମାଳ / ସମୀକ୍ଷା ନିୟୁଜ: ଶ୍ରାବଣ ମାସ ଶେଷ ସୋମବାର ଅବସରରେ କନ୍ଧମାଳ ଜୀଲ୍ଲାର ବାଲିଗୁଡ଼ା ସମେତ ବିଭିନ୍ନ ଅଞ୍ଚଳରେ ଶୈବ ପୀଠରେ ବୋଲ ବମ ଭକ୍ତଙ୍କ ବିପୁଳ ସମାଗମ ହେବାର ଦେଖିବାକୁ ମିଳିଛି ।ଭୋରୁ ଭୋରୁ ଭକ୍ତମାନେ ପବିତ୍ର ଜଳଭାର ଧରି ଶୈବପୀଠ ଅଭିମୁଖେଯାତ୍ରା କରିଥିଲେ । ଶ୍ରଦ୍ଧାକୁଳ ବୋଲବମ ଓ ହରହର ମହାଦେବ ଧିନିରେ ବିଭିନ୍ନ ଅଞ୍ଚଳରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା । ବିଶେଷ କରି କାଉଡ଼ିଆ…

Read More