ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ବରଗଡ: ବୋଲବମ୍ ଧ୍ବନିରେ କମ୍ପୁଥିଲା ଗାଇସିମା ଶିବ ମନ୍ଦିର – ସମୀକ୍ଷା ଖବର

ବରଗଡ: ବୋଲବମ୍ ଧ୍ବନିରେ କମ୍ପୁଥିଲା ଗାଇସିମା ଶିବ ମନ୍ଦିର

ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ ସମୀକ୍ଷା ନିଉଜ: ବରଗଡ ଜିଲ୍ଲା ଅନ୍ତର୍ଗତ ଗାଇସିମା ଗ୍ରାମରେ ଅବସ୍ଥିତ ବାବା ବରାଡ ବାଲୁଙ୍କେଶ୍ୱର ଶିବ ମନ୍ଦିର ଏକ ପ୍ରାଚୀନ ଏବଂ ପ୍ରସିଦ୍ଧ ଶୈବପୀଠ ଏହା ଜିରା ନଦୀ କୂଳରେ ବରଗଡ ସହର କୁ ପ୍ରାୟ ୧୩ କିଲୋମିଟର ଦୂରରେ ଅବସ୍ଥିତ ଏହି ପୀଠ ପଚିମ ଓଡ଼ିଶା ର ପ୍ରସିଦ୍ଧ ଅଷ୍ଟସମ୍ଭୁ ମନ୍ଦିର ମଧ୍ୟ ରୁ ଅନ୍ୟତମ ମନ୍ଦିର ଇତିହାସ ଏବଂ ମହତ୍ବ ସମ୍ବଲପୁର ର ରାଜା ଅଭୟ ସିଂହ ୧୭୨୫…

Read More
ମୟୂରଭଞ୍ଜ: ସପ୍ତାହଟେ ଭିତରେ ଦୁଇ ଦୁଇଥର ବର୍ଷା ଓ ବନ୍ୟା ଆକ୍ରମଣ କଲାଣି କଲବଲ – ସମୀକ୍ଷା ଖବର

ମୟୂରଭଞ୍ଜ: ସପ୍ତାହଟେ ଭିତରେ ଦୁଇ ଦୁଇଥର ବର୍ଷା ଓ ବନ୍ୟା ଆକ୍ରମଣ କଲାଣି କଲବଲ

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ସମୀକ୍ଷା ନ୍ୟୁଜ/ବଡ଼ସାହି, ୧୭/୮: ସପ୍ତାହଟେ ନହେଉଣୁ ମୟୂରଭଞ୍ଜ ଜିଲ୍ଲାକୁ ଦୁଇ ଦୁଇଥର ରେଡ଼ ଆଲର୍ଟ ସତର୍କ । ୧୬ ତାରିଖ ପୂର୍ବ ସୂଚନା କ୍ରମେ ସୋମବାର ପୁଣିଥରେ ପ୍ରଥମ ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା । ପରିସ୍ଥିତି ସଜାଡ଼ିବାରେ ସଭିଙ୍କର ସବୁ ଶ୍ରମ ବୃଥା ହେବାରେ ଲାଗିଛି । ଘର, ଚାଷଜମି, ରାସ୍ତାଘାଟ ସବୁ ଉଜାଡ଼ିବାକୁ ପିଛା ଛାଡୁନାହିଁ ଏ ସପ୍ତାହ ଭିତରେ ଲାଗି ରହିଥିବା…

Read More
ଭାରତୀୟ ମଜଦୁର ସଂଘ (ବିଏମ୍‌ଏସ୍‌)ର ଦେଶବ୍ୟାପୀ ଆନ୍ଦୋଳନ: ମାଲକାନଗିରି ଜିଲ୍ଲାପାଳଙ୍କୁ ୧୧ ଦଫା ଦାବିପତ୍ର ପ୍ରଦାନ – ସମୀକ୍ଷା ଖବର

ଭାରତୀୟ ମଜଦୁର ସଂଘ (ବିଏମ୍‌ଏସ୍‌)ର ଦେଶବ୍ୟାପୀ ଆନ୍ଦୋଳନ: ମାଲକାନଗିରି ଜିଲ୍ଲାପାଳଙ୍କୁ ୧୧ ଦଫା ଦାବିପତ୍ର ପ୍ରଦାନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୧୭/୦୮/୨୬: ମାଲକାନଗିରି ଜିଲ୍ଲାରେ ଶ୍ରମିକ ଓ କର୍ମଚାରୀଙ୍କ ହକ୍ ପାଇଁ ଗର୍ଜିଛି ଭାରତୀୟ ମଜଦୁର ସଂଘ (ବିଏମ୍‌ଏସ୍)। ରାଞ୍ଚିଠାରେ ଆହୂତ କେନ୍ଦ୍ରୀୟ କାର୍ଯ୍ୟକାରିଣୀ ବୈଠକର ନିଷ୍ପତ୍ତି ଅନୁସାରେ ଦିଆଯାଇଥିବା ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ କ୍ରମେ ମାଲକାନାଗିରି ଜିଲ୍ଲା ଶାଖା ପକ୍ଷରୁ ଆଜି ହଜାର ହଜାର ଶ୍ରମିକ , ଅଙ୍ଗନାୱାଡ଼ି କର୍ମୀ ଓ ଆଶା କର୍ମୀ ରାଜରାସ୍ତାକୁ ଓହ୍ଲାଇ ସ୍ଥାନିୟ ବସ୍ ଷ୍ଟାଣ୍ଡ ଠାରୁ ବାହାରି ଏକ ରାଲି ମାଧ୍ୟମରେ…

Read More
ତେନ୍ତୁଳିଖୁଣ୍ଟି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର

ତେନ୍ତୁଳିଖୁଣ୍ଟି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର, ତା. ୧୭.୦୮.୨୦୨୬: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ଓ ଗୁଣାତ୍ମକ ସମାଧାନ ନିମନ୍ତେ ଆଜି ତେନ୍ତୁଳିଖୁଣ୍ଟି ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ. ପ୍ରମୋଦ କୁମାର…

Read More
ବିର୍ସା ଆଥେଲେଟିକ ଆସୋସିଏସନର ନୂତନ ଅଫିସ ଉଦ୍ଘାଟନ ଅବସରରେ ରକ୍ତ ଦାନ ଶିବିର – ସମୀକ୍ଷା ଖବର

ବିର୍ସା ଆଥେଲେଟିକ ଆସୋସିଏସନର ନୂତନ ଅଫିସ ଉଦ୍ଘାଟନ ଅବସରରେ ରକ୍ତ ଦାନ ଶିବିର

ସାନନ୍ଦ ମହାପାତ୍ର ସ୍ଵତନ୍ତ୍ର ପ୍ରତିନିଧି ବରଗଡ ସମୀକ୍ଷା ନ୍ୟୁଜ/ତା-୧୪-୦୮-୨୦୨୬ରିଖ (ଶୁକ୍ରବାର): ବରଗଡ଼ ଜିଲ୍ଲା ପଦ୍ମପୁର ଅନ୍ତର୍ଗତ ସାର୍ଗିବାହାଲ ଠାରେ ବିର୍ସା ମୁଣ୍ଡା ଙ୍କ ନାମ ରେ ନାମିତ ବିର୍ସା ଆଥେଲେଟିକ ଆସୋସିଏସନ ର ନୂତନ କାର୍ଯ୍ୟାଳୟ ର ଶୁଭ ଉଦ୍ଘଟାନ ଉତ୍ସଵ ଖୂବ୍ ଧୁମ୍ ଧାମ ରେ ଅନୁଷ୍ଠିତ ହୋଇଥିଲା। ବିର୍ସା ଆଥେଲେଟିକ ଆସୋସିଏସନ ଓ ନିଷ୍ଠା ପରିବାର ର ମିଳିତ ଆନୁକୁଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ଆୟୋଜିତ ହୋଇଥିଲା। ମୁଖ୍ୟ ଅତିଥି ଭାବରେ…

Read More
ଫୁଲନଖରା: କୋଭେଣ୍ଟ ଗାର୍ଡେନରେ ୮୦ତମ ସ୍ୱାଧୀନତା ଦିବସ ପାଳିତ – ସମୀକ୍ଷା ଖବର

ଫୁଲନଖରା: କୋଭେଣ୍ଟ ଗାର୍ଡେନରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଫୁଲନଖରା/ସମୀକ୍ଷା ନ୍ୟୁଜ୍‌/ ସ୍ୱତନ୍ତ୍ର ପ୍ରତିନିଧି/ ୧୫ ଅଗଷ୍ଟ ୨୦୨୬: ଫୁଲନଖରାସ୍ଥିତ ଅଡାଲିଆ କୋଭେଣ୍ଟ ଗାର୍ଡେନ ପରିସରରେ ଆଜି ୮୦ତମ ସ୍ୱାଧୀନତା ଦିବସ ଆନନ୍ଦ-ଉଲ୍ଲାସ ସହ ପାଳିତ ହୋଇଯାଇଛି। ସକାଳ ୯ ଘଟିକା ସମୟରେ ଅନୁଷ୍ଠିତ ଏହି ଉତ୍ସବରେ ଭାରତୀୟ ନୌସେନା ଭେଟେରାନ୍ କ୍ୟାପଟେନ୍ ଦେବେଶ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ସୋସାଇଟିର ପ୍ରାୟ ୧୦୦ ଜଣ ଅନ୍ତେବାସୀ ଏହି ଉତ୍ସବରେ ସାମିଲ ହୋଇଥିଲେ। ପ୍ରାରମ୍ଭରେ “ବନ୍ଦେ ମାତରଂ” ଓ ପରେ…

Read More
​ତାଳଚେର ପୌରାଞ୍ଚଳ ୨୦ ନମ୍ବର ୱାର୍ଡରେ ୩୫ ବର୍ଷ ପୁରୁଣା କଲୋନୀରେ ନାହିଁ ଡ୍ରେନେଜ୍ ବ୍ୟବସ୍ଥା, ବର୍ଷ ବର୍ଷ ଧରି ଲୋକେ ହନ୍ତସନ୍ତ – ସମୀକ୍ଷା ଖବର

​ତାଳଚେର ପୌରାଞ୍ଚଳ ୨୦ ନମ୍ବର ୱାର୍ଡରେ ୩୫ ବର୍ଷ ପୁରୁଣା କଲୋନୀରେ ନାହିଁ ଡ୍ରେନେଜ୍ ବ୍ୟବସ୍ଥା, ବର୍ଷ ବର୍ଷ ଧରି ଲୋକେ ହନ୍ତସନ୍ତ

ପୁଲକେଶ୍ୱର ମିଶ୍ର/ ସମୀକ୍ଷା ନ୍ୟୁଜ୍‌/ ସ୍ୱତନ୍ତ୍ର ପ୍ରତିନିଧି/ ତାଳଚେର: ​ସ୍ୱଚ୍ଛ ଭାରତ ଓ ସହର ବିକାଶର ବଡ଼ ବଡ଼ ଡିଣ୍ଡିମ ପିଟୁଛି ପ୍ରଶାସନ, ହେଲେ ତାଳଚେର ପୌରାଞ୍ଚଳର ଏହି ଦୃଶ୍ୟ ଦେଖିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ଆଜି ଆମେ ଉପସ୍ଥିତ ଅଛୁ ତାଳଚେର ପୌରପାଳିକାର ୨୦ ନମ୍ବର ୱାର୍ଡରେ।​ଜାତୀୟ ରାଜପଥ (NH) ସହକାରୀ ନିର୍ବାହୀ ଯନ୍ତ୍ରୀ (AEE)ଙ୍କ କାର୍ଯ୍ୟାଳୟ ଓ ନିକଟସ୍ଥ ପାଣି ଟାଙ୍କି ନିକଟରୁ ଆରମ୍ଭ ହୋଇ ରାଜକିଶୋର ଶତପଥୀଙ୍କ ରାସନ ଦୋକାନ ପର୍ଯ୍ୟନ୍ତ…

Read More
୮୦ତମ ସ୍ଵାଧୀନତା ଦିବସ ଅବସରରେ ବାଲିଗୁଡ଼ାର ମିନିଷ୍ଟାଡିୟଠାରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ପ୍ରଣିତା ଦାସ ଯୋଗଦେଇ ଜାତୀୟ ପତକା ଉତ୍ତୋଳନ କଲେ – ସମୀକ୍ଷା ଖବର

୮୦ତମ ସ୍ଵାଧୀନତା ଦିବସ ଅବସରରେ ବାଲିଗୁଡ଼ାର ମିନିଷ୍ଟାଡିୟଠାରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ପ୍ରଣିତା ଦାସ ଯୋଗଦେଇ ଜାତୀୟ ପତକା ଉତ୍ତୋଳନ କଲେ

ମହେଶ୍ୱର ଦିଗାଳ/ ଡିଭିଜନାଲ ସାମ୍ବାଦିକ/ ସମୀକ୍ଷାନିୟୁଜ/ ବାଲିଗୁଡ଼ା ତା- ୧୫/୦୮/୨୦୨୬ ଦେଶର ୮୦ତମ ସ୍ଵାଧୀନତା ଦିବସ ଅବସରରେ ବାଲିଗୁଡ଼ାର ମିନିଷ୍ଟାଡିୟଠାରେ ଉତ୍ସାହ ଓ ଦେଶାତ୍ମକ ବୋଧର ପରିବେଶରେ ସ୍ୱାଧୀନତା ଦିବସ ପାଳିତ ହୋଇଛି । ଏହି ଉତ୍ସବରେ ବାଲିଗୁଡା ଉପଖଣ୍ଡ ଉପଜିଲ୍ଲାପାଳ ପ୍ରଣିତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତକା ଉତ୍ତୋଳନ କରିଥିଲେ । ପତାକା ଉତ୍ତୋଳନ ପରେ ଜାତୀୟ ସଙ୍ଗିତ ଗାନ କରାଯାଇଥିଲା । ଏହା ପରେ ସ୍ୱାଧିନତା ସଂଗ୍ରାମୀ ସଂଗ୍ରାମୀ…

Read More
ସୁବର୍ଣ୍ଣପୁର: ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ – ସମୀକ୍ଷା ଖବର

ସୁବର୍ଣ୍ଣପୁର: ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ

ରଞ୍ଜନ ହୋତା/ସ୍ୱତନ୍ତ୍ର ପ୍ରତିନିଧି /ସୁବର୍ଣ୍ଣପୁର, ୧୬-୦୮: ସ୍ବାଧୀନତା ଦିବସ ଅବସରରେ ଗତ କାଲି ସୁବର୍ଣ୍ଣପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ଜିଲ୍ଲା ପ୍ରଶାସନ ଏକାଦଶ ଓ ନଗରପାଳ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼.ନୃପ ରାଜ ସାହୁ , ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପଧାନ, ଅତିରିକ୍ତ ଏସପି କେ କେ ହରିପ୍ରସାଦ ଓ ପୌର ପରିଷଦ ଅଧ୍ଯକ୍ଷା ତାମସୀ ତମସ୍ମିତା…

Read More
ସମୀକ୍ଷା ନ୍ୟୁଜ୍‌ର ପ୍ରଭାବ: ତାଳଚେର ବାଘୁଆବୋଲ ଛକରେ ଜଳିଲା ହାଇମାଷ୍ଟ ଲାଇଟ୍‌ – ସମୀକ୍ଷା ଖବର

ସମୀକ୍ଷା ନ୍ୟୁଜ୍‌ର ପ୍ରଭାବ: ତାଳଚେର ବାଘୁଆବୋଲ ଛକରେ ଜଳିଲା ହାଇମାଷ୍ଟ ଲାଇଟ୍‌

ପୁଲକେଶ୍ୱର ମିଶ୍ର /ସ୍ୱତନ୍ତ୍ର ପ୍ରତିନିଧି, ସମୀକ୍ଷା ନ୍ୟୁଜ୍‌/ ତାଳଚେର, ଅନୁଗୋଳ: ​ତାଳଚେର ବ୍ଲକ ଅନ୍ତର୍ଗତ ପ୍ରମୁଖ ବାଘୁଆବୋଲ ଛକରେ ଦୀର୍ଘ ଦିନ ଧରି ଅଚଳ ହୋଇ ପଡ଼ିରହିଥିବା ହାଇମାଷ୍ଟ ଲାଇଟ୍‌ ଶେଷରେ କାର୍ଯ୍ୟକ୍ଷମ ହୋଇଛି। ପ୍ରକାଶ ଥାଉକି, ମାତ୍ର ୫ ଦିନ ପୂର୍ବରୁ ଏହି ସମସ୍ୟା ଉପରେ ‘ସମୀକ୍ଷା ନ୍ୟୁଜ୍‌’ ଖବରକାଗଜରେ ଏକ ସ୍ୱତନ୍ତ୍ର ଖବର ପ୍ରକାଶ ପାଇଥିଲା। ଲାଇଟ୍ ସ୍ଥାପନ କରାଯାଇଥିଲେ ମଧ୍ୟ ଏହା କାର୍ଯ୍ୟକ୍ଷମ ହୋଇନଥିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ଦେଖାଦେଇଥିଲା। ଖବର ପ୍ରସାରଣ…

Read More