ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କଲେ ଶ୍ରୀ କରଣ ଆଦାନୀ: ଅକ୍ଷୟ ଶକ୍ତି କ୍ଷେତ୍ରରେ ଥିବା ସମ୍ଭାବନା ବିଷୟରେ ଆଲୋଚନା
ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର, ୧୩ ଅଗଷ୍ଟ, ୨୦୨୬ : ଶ୍ରୀ କରଣ ଆଦାନୀ ଓ ତାଙ୍କ ଟିମ୍ ଆଜି ଖାରବେଳ ଭବନଠାରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରିଛନ୍ତି। ଶକ୍ତି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଶକ୍ତି ବିଭାଗର ବରିଷ୍ଠ ନେତୃବୃନ୍ଦ ଏବଂ ଆଦାନୀ ଗ୍ରୁପର କାର୍ଯ୍ୟନିର୍ବାହୀ ଟିମ୍ ସହ ଶ୍ରୀ କରଣ ଆଦାନୀଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଶକ୍ତି…