ଗାଁରେ ପୋଖରୀରୁ ଉଦ୍ଧାର ହେଲା ୪ ଫୁଟ ଲମ୍ବର କୁମ୍ଭୀର
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୧୩/୦୬/୨୬: କିଛି ଦିନ ତଳେ ବାଲିମେଳା ବନ୍ୟାଞ୍ଚଳ ଅଧିନସ୍ଥ ଏମଭି -୧୦୪ ଗ୍ରାମର ମହାଦେବ ମଣ୍ଡଳଙ୍କ ପୋଖରୀରେ ଏକ ୪ ଫୁଟ ଲମ୍ବର କୁମ୍ଭୀର ପ୍ରବେଶ କରିଥିବା ଦେଖିବାକୁ ପାଇଥିଲେ। ସେ ଏ ସମ୍ପର୍କରେ ସ୍ଥାନୀୟ ବନ ବିଭାଗ ସୂଚନା ଦେବା ପରେ ବନକର୍ମଚାରୀମାନେ ଜାଲକୁ ନେଇ ପୋଖରୀ ମଧ୍ୟରେ ପହଞ୍ଚି ଥିଲେ କିନ୍ତୁ କୁମ୍ଭୀରକୁ ଉଦ୍ଧାର କରିବାରେ ସଫଳ ହୋଇ ପାରିନଥିଲେ । ଦୁଇ ଦିନର ଆକ୍ରାନ୍ତ…