ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ରୋକିବା ଓ ସ୍ଥାୟୀ ଜୀବିକା ପାଇଁ ଆଇଟିଡିଏ ପକ୍ଷରୁ ବୃହତ ଜାଫ୍ରା ଚାଷର ଶୁଭାରମ୍ଭ
ରୋହିତ କୁମାର କନ୍ଧପାନ/ଜିଲ୍ଲା ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, (୦୮/୦୭/୨୬): ମାଲକାନଗିରି ଜିଲ୍ଲାପାଳ ପ୍ରଥମେ ଅରବିନ୍ଦ ରାଜଶିର୍କେଙ୍କ ନିର୍ଦ୍ଦେଶକ୍ରମେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ ପଦକ୍ଷେପ କ୍ରମେ ଚିତ୍ରକୋଣ୍ଡା ବ୍ଲକର ସ୍ୱାଭିମାନ ଅଞ୍ଚଳରେ ସେତୁ ଯୋଜନା ଅଧୀନରେ ଏକ ବୃହତ ଜାଫ୍ରା ଚାରା ରୋପଣ କାର୍ଯ୍ୟକ୍ରମ ସଫଳତାର ସହ ଆରମ୍ଭ ହୋଇଯାଇଛି। ଗୁଣ୍ଠାୱାଡା ପଞ୍ଚାୟତର ଘାଟୁକୋଣ୍ଡା, ପୋପୁଲୁର ପଞ୍ଚାୟତର ସାଦେରି ଏବଂ କୁର୍ମାନୁର ପଞ୍ଚାୟତର ଆଲୁରକୋଟା ଗ୍ରାମରେ ଏହି କାର୍ଯ୍ୟକ୍ରମ ଏକ ସମୟରେ ଆରମ୍ଭ କରାଯାଇଛି। ଏହି ଅଭିଯାନ…