ବରଗଡ଼: ଧନୁଯାତ୍ରା ମହୋତ୍ସବ ସମିତିର ଉପଦେଷ୍ଟା ଓ କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ
ସାନନ୍ଦ ମହାପାତ୍ର /ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ ସମୀକ୍ଷା ନ୍ୟୁଜ : ୧୩.୧୦.୨୬ ଆସନ୍ତା ଧନୁଯାତ୍ରା ଆୟୋଜନ, ବ୍ୟୟ ଅଟକଳ ଏବଂ କଂସ ଚୟନ ପ୍ରକ୍ରିୟା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଧନୁଯାତ୍ରା ୨୦୨୬-୨୭ ପାଇଁ ତାରିଖ ଧାର୍ଯ୍ୟ ,ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଉପଦେଷ୍ଟା କମିଟି ଏବଂ କାର୍ଯ୍ୟକାରୀ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ୭୮ତମ ବର୍ଷ ଆୟୋଜନ ପରିପ୍ରେକ୍ଷୀରେ ଅନୁଷ୍ଠିତ ଏହି ବୈଠକରେ ୨୦୨୫-୨୬ ବର୍ଷର ଆୟ-ବ୍ୟୟ…