କେନ୍ଦ୍ରାପଡ଼ା ଜିଲ୍ଲାରେ ‘ଅଙ୍ଗନ କା ଉତ୍ସବ–୨୦୨୬’ ପାଳିତ
ନମିତା ନାୟକ/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ କେନ୍ଦ୍ରାପଡ଼ା:କେନ୍ଦ୍ରାପଡ଼ା ଜିଲ୍ଲାରେ ‘ଅଙ୍ଗନ କା ଉତ୍ସବ–୨୦୨୬’ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଛି। ଏହି ଅବସରରେ ଜିଲ୍ଲାପାଳ ରଘୁରାମ ଆର. ଆୟର ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି ଆୟୋଧ୍ୟାନଗର, ବଡ଼ହାଟ ଓ ବଟାପୁର ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ କରି ଉତ୍ସବରେ ଯୋଗଦେଇଥିଲେ।ଏହି ଅବସରରେ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକରେ ଅଭିଭାବକ, ଅଦ୍ୱିକା ବାଳିକା, ସୁଭଦ୍ରା ହିତାଧିକାରୀ, ପ୍ରାକ୍-ବିଦ୍ୟାଳୟ ଶିଶୁ, ସ୍ଥାନୀୟ ଜନପ୍ରତିନିଧି ଓ ସମୁଦାୟର ବିଭିନ୍ନ ସଦସ୍ୟମାନେ…