ପାପଡ଼ାହାଣ୍ଡି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର:ଜନସାଧାରଣଙ୍କ ସମସ୍ୟା ଓ ଅଭିଯୋଗର ତ୍ୱରିତ ଶୁଣାଣି, ନିୟମାନୁଯାୟୀ ସମାଧାନ ଏବଂ ସରକାରୀ ସେବାକୁ ଲୋକଙ୍କ ନିକଟତର କରିବା ଉଦ୍ଦେଶ୍ୟରେ ପାପଡ଼ାହାଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍, ନବରଙ୍ଗପୁର ଡ. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ…