ଦଶହରା ଛୁଟି ପୂର୍ବରୁ ମହାତ୍ମା ଗାନ୍ଧୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କ୍ୟାମ୍ପସ ସଫେଇ
ସୁଶାନ୍ତ ପଣ୍ଡା / ଜିଲ୍ଲା ପ୍ରତିନିଧି / ବରଗଡ଼ / ସମୀକ୍ଷା ନ୍ୟୁଜ: ଅମ୍ବାଭୋନା, ୧୭। ୧୦ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତାସ୍ଥିତ ମହାତ୍ମା ଗାନ୍ଧୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦଶହରା ଛୁଟି ପୂର୍ବରୁ ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ୟୁନିଟ୍ ପକ୍ଷରୁ ଏକ କ୍ୟାମ୍ପସ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ସ୍ୱଚ୍ଛ ପରିବେଶ ଓ ସୁସ୍ଥ ଜୀବନର ବାର୍ତ୍ତା ପ୍ରଚାର କରିବା ସହ ବିଦ୍ୟାର୍ଥୀଙ୍କ ମଧ୍ୟରେ ସ୍ୱଚ୍ଛତା ପ୍ରତି ସଚେତନତା ସୃଷ୍ଟି କରିବା…