ବରଗଡ଼ରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଫ୍ଲାଗ୍-ଅଫ୍, ଅଯୋଧ୍ୟା-ବାରାଣସୀ ଯିବେ ୧୨୭ ତୀର୍ଥଯାତ୍ରୀ
ସାନନ୍ଦ ମହାପାତ୍ର/ ସ୍ଵତନ୍ତ୍ର ପ୍ରତିନିଧ/ ବରଗଡ / ସମୀକ୍ଷା ନିଉଜ : ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଦ୍ୱାରା ପରିଚାଳିତ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ ଅନ୍ତର୍ଗତ ଏକ ସ୍ୱତନ୍ତ୍ର ତୀର୍ଥଯାତ୍ରୀ ଦଳର ଫ୍ଲାଗ୍-ଅଫ୍ କାର୍ଯ୍ୟକ୍ରମ ସୋମବାର ବରଗଡ଼ସ୍ଥିତ ବିଜୁ ପଟ୍ଟନାୟକ ଟାଉନ୍ ହଲ୍ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଯୋଜନାରେ ବରଗଡ଼ ଜିଲ୍ଲାରୁ ସର୍ବମୋଟ ୧୨୭ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଏବଂ ସେମାନଙ୍କ ସହାୟତା ପାଇଁ ୪ ଜଣ ଏସ୍କର୍ଟ ଅଫିସର ଯୋଗଦେଇଛନ୍ତି। ଏହି…