ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ରାବଣ ପୋଡି ଓ ଭସାଣୀ ରେ ଜଗତସିଂହପୁର ପୌରାଞ୍ଚଳରେ ଭାରୀ ଯାନ ଚଳାଚଳ ଉପରେ କଟକଣା – ସମୀକ୍ଷା ଖବର

ରାବଣ ପୋଡି ଓ ଭସାଣୀ ରେ ଜଗତସିଂହପୁର ପୌରାଞ୍ଚଳରେ ଭାରୀ ଯାନ ଚଳାଚଳ ଉପରେ କଟକଣା

ଭଗବାନ ମହାନ୍ତି/ ଜିଲ୍ଲା ପ୍ରତିନିଧି/ ଜଗତସିଂହପୁର /ସମୀକ୍ଷା ନ୍ୟୁଜ:ଜଗତସିଂହପୁର, ୧୬.୧୦.୨୦୨୬(ନି. ପ୍ର ): ଦଶହରା ଓ ଦୁର୍ଗାପୂଜା ଅବସରରେ ଜନସାଧାରଣଙ୍କ ସୁରକ୍ଷା ଏବଂ ଟ୍ରାଫିକ୍‌ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଜେ. ସୋନାଲ ମୋଟର ଯାନ ଆକ୍ଟ ୧୯୮୮ ର ଧାରା ୧୧୫ ଓ ୧୧୬ ଅନୁଯାୟୀ ଜଗତସିଂହପୁର ପୌରାଞ୍ଚଳରେ ଭାରୀ ମାଲବାହୀ ଯାନ ଚଳାଚଳ ଉପରେ କଟକଣା ଜାରି କରିଛନ୍ତି। ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ ଅନୁଯାୟୀ, ୨୧ ଓ ୨୩…

Read More
ଜଗତସିଂହପୁର : ବାଲିକୁଦା ମହାବିଦ୍ୟାଳୟର ନବ ନିର୍ବାଚିତ ଛାତ୍ର ସଂସଦର ଶପଥ ପାଠ – ସମୀକ୍ଷା ଖବର

ଜଗତସିଂହପୁର : ବାଲିକୁଦା ମହାବିଦ୍ୟାଳୟର ନବ ନିର୍ବାଚିତ ଛାତ୍ର ସଂସଦର ଶପଥ ପାଠ

ଭଗବାନ ମହାନ୍ତି/ ଜିଲ୍ଲା ପ୍ରତିନିଧି/ ଜଗତସିଂହପୁର /ସମୀକ୍ଷା ନ୍ୟୁଜ:ଜଗତସିଂହପୁର, 16/10/26 (ନି. ପ୍ର ): ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଅନ୍ତର୍ଗତ ବାଲିକୁଦା ମହାବିଦ୍ୟାଳୟର ଛାତ୍ର ସଂସଦ ର ନବନିର୍ବାଚିତ ଛାତ୍ର ନେତା ମାନଙ୍କର ଶପଥ ପାଠ ହୋଇଯାଇଛି |ମହାବିଦ୍ୟାଳୟର ଅଧକ୍ଷ ଡ଼ ଖିରୋଦ ପ୍ରସାଦ ନାୟକ ନିର୍ବାଚିତ ଛାତ୍ର ନେତାଙ୍କର ଶପଥ ପାଠ କରାଇଥିଲେ | ଶପଥ ନେଇଥିବା ଛାତ୍ର ଛାତ୍ରୀ ମାନେ ହେଲେ ରୁଦ୍ର ନାରାୟଣ ଦାସ, ଅଭିଷେକ ବିଶ୍ୱାଳ, ସ୍ମୃତି ରେଖା ଜେନା,…

Read More
ଜଗତସିଂହପୁର:ଅବକାରୀ ବିଭାଗକୁ ବଡ ସଫଳତା।୬୧ ଗ୍ରାମର ହେରୋଇନ, ‌ସ୍କୁଟି ସହ ଅଭିଯୁକ୍ତ ଗିରଫ – ସମୀକ୍ଷା ଖବର

ଜଗତସିଂହପୁର:ଅବକାରୀ ବିଭାଗକୁ ବଡ ସଫଳତା।୬୧ ଗ୍ରାମର ହେରୋଇନ, ‌ସ୍କୁଟି ସହ ଅଭିଯୁକ୍ତ ଗିରଫ

ଭଗବାନ ମହାନ୍ତି/ ଜିଲ୍ଲା ପ୍ରତିନିଧି/ ଜଗତସିଂହପୁର /ସମୀକ୍ଷା ନ୍ୟୁଜ:ଜଗତସିଂହପୁର,୧୬-୧୦-୨୦୨୬ (ନି. ପ୍ର ): ଜଗତସିଂହପୁର ଥାନା ମଣ୍ଡାସାହି ନିକଟସ୍ଥ ଜାହାନପୁର ଗ୍ରାମରୁ ଜଣେ ନିଶା ମାଫିଆଙ୍କୁ ଗିରଫ କରିଛି ଜଗତସିଂହପୁର ଅବକାରୀ ଭ୍ରାମ୍ୟମାଣ ସଂସ୍ଥା। ଯାଞ୍ଚ ପରେ ତାଙ୍କ ପାଖରୁ ୬୧ ଗ୍ରାମର ହେରୋଇନ୍, ଏକ ମୋବାଇଲ ଫୋନ ଏବଂ ଏକ ହୋଣ୍ଡା ଡିୟୁ ସ୍କୁଟି (ନଂ- ଓଡ଼ି-୨୧-ଟି-୬୫୩୫) ଜବତ କରାଯାଇଛି। ସୂଚନାଯୋଗ୍ଯ ଯେ ଜଗତସିଂହପୁର ଥାନା ଜାହାନପୁର ଗ୍ରାମର ପ୍ରଶାନ୍ତ କୁମାର ସ୍ବାଇଁ ଦୀର୍ଘ ଦିନ…

Read More
ଜଗତସିଂହପୁର :ଜିଲ୍ଲାରେ ସଡ଼କ ସୁରକ୍ଷା ଓ ନାଗରିକ ନିରାପତ୍ତା କୁ ଦୃଷ୍ଟିରେ ରଖି ଭାରୀଯାନ ଚଳାଚଳ ଓ ପାର୍କିଙ୍ଗ କଟକଣା – ସମୀକ୍ଷା ଖବର

ଜଗତସିଂହପୁର :ଜିଲ୍ଲାରେ ସଡ଼କ ସୁରକ୍ଷା ଓ ନାଗରିକ ନିରାପତ୍ତା କୁ ଦୃଷ୍ଟିରେ ରଖି ଭାରୀଯାନ ଚଳାଚଳ ଓ ପାର୍କିଙ୍ଗ କଟକଣା

ଭଗବାନ ମହାନ୍ତି/ ଜିଲ୍ଲା ପ୍ରତିନିଧି/ ଜଗତସିଂହପୁର /ସମୀକ୍ଷା ନ୍ୟୁଜ:ଜଗତସିଂହପୁର,୧୬.୧୦.୨୬ : ଜଗତସିଂହପୁର ଜିଲ୍ଲାରେ ସଡ଼କ ସୁରକ୍ଷା ଓ ନାଗରିକ ନିରାପତ୍ତା କୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଜେ ସୋନାଲ ମୋଟର ଯାନ ଆକ୍ଟ ୧୯୮୮ ର ଧାରା ୧୧୫ ଓ ୧୧୬ ଅନ୍ତର୍ଗତ ଭାରୀ ଯାନ ଚଳାଚଳ ଏବଂ ଗାଡ଼ି ପାର୍କିଂ ଉପରେ କେତେକ କଟକଣା ଲାଗୁ କରିଛନ୍ତି । ଜଗତସିଂହପୁର ପୌର ପରିଷଦ ଅଧୀନରେ ଭାରୀ ଯାନ ଚଳାଚଳ ଯୋଗୁଁ…

Read More
ସାରଥୀ ପଣ୍ଡାଙ୍କୁ ଗାର୍ଡ ଅଫ ଅନର – ସମୀକ୍ଷା ଖବର

ସାରଥୀ ପଣ୍ଡାଙ୍କୁ ଗାର୍ଡ ଅଫ ଅନର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ: ବଡ଼ସାହି, ୧୬/୧୦/୨୬ – ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା, ସୁମିତ୍ରାଦେଇ ପୁର ଗ୍ରାମର କ୍ଷୀରୋଦ ଚନ୍ଦ୍ର ପଣ୍ଡାଙ୍କ ୩୨ ବର୍ଷୀୟ ପୁଅ ସାରଥୀ ପଣ୍ଡା ବୈଶିଙ୍ଗା ଇଲେକ୍ଟ୍ରିକ ଡିଭିଜନରେ ୬ ବର୍ଷ ଧରି ଲାଇନମ୍ୟାନ୍ ଭାବେ କାର୍ଯ୍ୟରତ ଥିଲେ । ଗତ ରବିବାର ଦିନ ଡିଉଟିକୁ ଯାଉଥିବା ସମୟରେ ବାଇକରୁ ଭାରସାମ୍ୟ ହରାଇ ପଡିଯାଇ ଆଘାତପ୍ରାପ୍ତ ହୋଇଥିଲେ । ତେବେ ପରିବାର ଲୋକ ତାଙ୍କୁ ଉନ୍ନତ ଚିକିତ୍ସା…

Read More
ଏମପିସି କଲେଜ ଛାତ୍ର ସଂସଦ ନିର୍ବାଚନ: ସ୍ୱାଧୀନ ପ୍ରାର୍ଥୀଙ୍କ ବାଜିମାତ ଓ ଶପଥ – ସମୀକ୍ଷା ଖବର

ଏମପିସି କଲେଜ ଛାତ୍ର ସଂସଦ ନିର୍ବାଚନ: ସ୍ୱାଧୀନ ପ୍ରାର୍ଥୀଙ୍କ ବାଜିମାତ ଓ ଶପଥ

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ: ବଡ଼ସାହି, ୧୬/୧୦/୨୬ – ମହାରାଜା ପୂର୍ଣ୍ଣଚନ୍ଦ୍ର ସ୍ୱୟଂଶାସିତ ମହାବିଦ୍ୟାଳୟ, (ଏମପିସି) ବାରିପଦାର ଛାତ୍ର ସଂସଦ ନିର୍ବାଚନ ଫଳାଫଳକୁ ନେଇ ମୟୂରଭଞ୍ଜ ଜିଲ୍ଲାରେ ଚର୍ଚ୍ଚା ଜୋର ରହିଛି । ବିସିଜେଡି ଓ ଏବିଭିପି ସମର୍ଥିତ ପ୍ରାର୍ଥୀମାନେ ଜୋରଦାର ପ୍ରଚାର କରିଥିବା ସତ୍ତ୍ୱେ ସ୍ୱାଧୀନ ପ୍ରାର୍ଥୀମାନେ ବିଭିନ୍ନ ପଦରେ ବିଜୟୀ ହେବା ନିର୍ବାଚନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । କଲେଜର ୧୫ଟି ପଦ ପାଇଁ ଅନୁଷ୍ଠିତ ପ୍ରତିଦ୍ୱନ୍ଦ୍ୱିତାର ଫଳାଫଳ ଘୋଷଣା…

Read More
ବିଜାତଳାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ – ସମୀକ୍ଷା ଖବର

ବିଜାତଳାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ: ବଡ଼ସାହି, ୧୬/୧୦/୨୬ – ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ବିଜାତଳା ବ୍ଲକର କୃଷି ବିଭାଗ ତରଫରୁ ଅନ୍ତର୍ଜାତୀୟ ମହିଳା କୃଷକ ଦିବସ ଗୁରୁବାର ଦିନ ୧୦ଘଟିକା ସମୟରେ କୃଷି କାର୍ଯାଳୟ ପରିସରରେ ପାଳନ କରାଯାଇଛି । ବିଜାତଳା ବ୍ଲକର ବିଭିନ୍ନ ପଂଚାୟତରୁ ୫୦ ରୁ ଅଧିକ ମହିଳା କୃଷକ ତଥା ଏସ ଏଚ ଜି ର ସଦସ୍ୟାମାନେ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ମୁଖ୍ୟ ଅତିଥି ଭାବେ ରାଇରଙ୍ଗପୁର କୃଷି…

Read More
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର, ରାଇରଙ୍ଗପୁର – ସମୀକ୍ଷା ଖବର

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର, ରାଇରଙ୍ଗପୁର

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ: ବଡ଼ସାହି, ୧୬/୧୦/୨୬ – ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ରାଇରଙ୍ଗପୁର ପଂଚାୟତ ସମିତି ତରଫରୁ ରାଇରଙ୍ଗପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଏକ ଦିନିକିଆ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ରାଇରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ଶ୍ରୀମତୀ ନାରାୟଣୀ ପ୍ରିୟଦର୍ଶିନୀ ପଣ୍ଡାଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଲୋକସଭା ସାଂସଦ ଶ୍ରୀ ନବ…

Read More
ମା ବଗଳାମୁଖୀଙ୍କ ପୀଠରେ ଶାରଦୀୟ ପୂଜା – ସମୀକ୍ଷା ଖବର

ମା ବଗଳାମୁଖୀଙ୍କ ପୀଠରେ ଶାରଦୀୟ ପୂଜା

ବିଜୟ କୁମାର ମହାପାତ୍ର /ପିପିଲି /ସମୀକ୍ଷା ନ୍ୟୁଜ: ପିପିଲି,୧୬ା୧୦:ପିପିଲି ନିକଟବର୍ତ୍ତୀ ଦାଣ୍ଡମୁକୁନ୍ଦପୁର ଗ୍ରାମ ସ୍ଥିତ ମା’ ବଗଳାମୁଖୀଙ୍କ ପୀଠରେ ଚାଲିଛି ନବଦିନାତ୍ମକ ଶାରଦୀୟ ପାର୍ବଣ ଉତ୍ସବ । ଦାଣ୍ଡମୁକୁନ୍ଦପୁର ଓ ଏହାର ଆଖପାଖ ଅଞ୍ଚଳର ଅନନ୍ୟ ଶକ୍ତିପୀଠ ଭାବେ ପରିଚିତ ଏହି ଦେବୀପୀଠ ଏବେ ଚଣ୍ଡିପାଠରେ ମୁଖରିତ ହେଉଥିବା ବେଳେ ମନୋସ୍କାମନା ପୁରଣ ପାଇଁ ପ୍ରତ୍ୟହ ସଂନ୍ଧ୍ୟାରେ ମାନସୀକଧାରୀ ଭକ୍ତ ଓ ଶ୍ରଦ୍ଧାଳୁଙ୍କର ଏଠାରେ ବେଶ୍‍ ଭିଡ ପରିଲକ୍ଷିତ ହେଉଛି । ମା’ବଗଳାମୁଖୀଙ୍କ ନବଦିନାତ୍ମକ ପାର୍ବଣ ଉତ୍ସବ…

Read More
ଏନରିଚ ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ – ସମୀକ୍ଷା ଖବର

ଏନରିଚ ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ

ବିଜୟ କୁମାର ମହାପାତ୍ର /ପିପିଲି /ସମୀକ୍ଷା ନ୍ୟୁଜ: ପିପିଲି, ତା୧୬।୧୦ ପିପିଲି ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ନିକଟରେ ଥିବା ଏନରିଚ ପବ୍ଲିକ ସ୍କୁଲ ରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ବିଜ୍ଞାନ ଶିକ୍ଷୟତ୍ରୀ ସୁଶ୍ରୀ ସଂଗୀତା ମିଶ୍ର ଙ୍କ ତତ୍ୱାବଧାନ ରେ ଏହି ମେଳାରେ ମୋଟ ୭୬ ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ଏଥିରେ ମୁଖ୍ୟତଃ ସୌରଶକ୍ତିର ବ୍ୟବହାର, ଜଳ ବିଶୋଧନ ପ୍ରଣାଳୀ, ବର୍ଷାଜଳ ସଂରକ୍ଷଣ, ବର୍ଜ୍ୟବସ୍ତୁ ପୃଥକୀକରଣ ଓ ପୁନଃଚକ୍ରଣ, ପରିବେଶ ସୁରକ୍ଷା, ବୃକ୍ଷରୋପଣ,…

Read More