ଗାଇସିଲେଟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଗଣେଶ ପୂଜା ସହ ପୂର୍ବ ଛାତ୍ର ସମ୍ମିଳନୀ
ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ:ବରଗଡ଼ ଜିଲ୍ଲା ଗାଇସିଲେଟ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଏକ ଧାର୍ମିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ଗଣେଶ ପୂଜା ଅବସରରେ ବ୍ୟାସ ଭାବେ ଲଳିତ କୁମାର ପଣ୍ଡା ଏବଂ କର୍ତ୍ତା ଭାବେ ଦଶମ ଶ୍ରେଣୀର ଛାତ୍ରୀ ଜ୍ୟୋତିଶିଖା ପୁରୋହିତ ଦାୟିତ୍ୱ ତୁଲାଇଥିଲେ।କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟ ପରିସରରେ ପୂର୍ବ ଛାତ୍ର ସମ୍ମିଳନୀ ମଧ୍ୟ ଅନୁଷ୍ଠିତ ହୋଇଥିଲା। ପୂର୍ବତନ…