ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ
ମାଟି ହାଣ୍ଡି ଭିତରେ ପୂଜା ପାଉଛନ୍ତି ମା ଉତ୍ତରାୟଣୀ – ସମୀକ୍ଷା ଖବର

ମାଟି ହାଣ୍ଡି ଭିତରେ ପୂଜା ପାଉଛନ୍ତି ମା ଉତ୍ତରାୟଣୀ

ବିଜୟ କୁମାର ମହାପାତ୍ର /ପିପିଲି /ସମୀକ୍ଷା ନ୍ୟୁଜ: ପିପିଲି,ତା୧୭।୧୦ ପିପିଲି ବ୍ଲକ ସାତସଙ୍ଖ ବଜାର ନିକଟସ୍ଥ ଉତ୍ତରାୟଣୀ ସାହିରେ ଥିବା ପ୍ରସିଦ୍ଧ ଶକ୍ତିପୀଠ ମା ଉତ୍ତରାୟଣୀଙ୍କ ମନ୍ଦିରରେ ପ୍ରତିବର୍ଷ ପରି ଚଳିତ ବର୍ଷ ଶାରଦୀୟ ଦୁର୍ଗାପୂଜା ଯଥା ବିଧିମୁତାବକ ମହାସମାରୋହରେ ଷୋଡଶ ଦିନାତ୍ମକ ପୂଜା ବା ଷୋଡଶ ଉପଚାର ପୂଜା ଅନୁଷ୍ଠିତ ହୋଇଛି । ମା ଉତ୍ତରାୟଣୀ ମାଟି ହାଣ୍ଡି ଭିତରେ କେଉଁ ଆବାହନ କାଳରୁ ପୂଜା ପାଇ ଆସୁଥିବା ବେଳେ ତାଙ୍କ ପାଖରେ ବନଦୃର୍ଗା, କନକଦୃର୍ଗା ଏବଂ…

Read More
ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ବେରବୋଇରେ ଛାୟା ବିଧାନସଭା କାର୍ଯ୍ୟକ୍ରମ ଅନୁଷ୍ଠିତ – ସମୀକ୍ଷା ଖବର

ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ବେରବୋଇରେ ଛାୟା ବିଧାନସଭା କାର୍ଯ୍ୟକ୍ରମ ଅନୁଷ୍ଠିତ

ବିଜୟ କୁମାର ମହାପାତ୍ର / ସାମ୍ବାଦିକ/ସମୀକ୍ଷା ନ୍ୟୁଜ / ପିପିଲି:ଡେଲାଙ୍ଗ,ତା୧୭।୧୦ ଡେଲାଙ୍ଗ ବେରବୋଇସ୍ଥିତ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ମୂଲ୍ୟବୋଧ, ନେତୃତ୍ୱ ଦକ୍ଷତା ଓ ସଂସଦୀୟ କାର୍ଯ୍ୟପ୍ରଣାଳୀ ସମ୍ପର୍କରେ ଜ୍ଞାନ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ମକ୍ ଆସେମ୍ବଲି (ଛାୟା ବିଧାନସଭା) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ବାଚସ୍ପତି, ମନ୍ତ୍ରୀ ଓ ବିଧାୟକ,ମୁଖ୍ୟମନ୍ତ୍ରୀ, ବିରୋଧୀଦଳ ନେତାଙ୍କ ଭୂମିକା ଗ୍ରହଣ କରି ବିଧାନସଭାର କାର୍ଯ୍ୟଧାରାକୁ ଅତି ସୁନ୍ଦର…

Read More
ପିପିଲିରେ ‘ରୋଟାରୀ କନେକ୍ଟ ୩୬୦’ କାର୍ଯ୍ୟକ୍ରମ,କୃତ୍ରିମ ବୁଦ୍ଧିମତ୍ତା ଓ ଡିଜିଟାଲ୍ ଶିକ୍ଷା ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନତା – ସମୀକ୍ଷା ଖବର

ପିପିଲିରେ ‘ରୋଟାରୀ କନେକ୍ଟ ୩୬୦’ କାର୍ଯ୍ୟକ୍ରମ,କୃତ୍ରିମ ବୁଦ୍ଧିମତ୍ତା ଓ ଡିଜିଟାଲ୍ ଶିକ୍ଷା ଉପରେ ଛାତ୍ରଛାତ୍ରୀଙ୍କୁ ସଚେତନତା

ବିଜୟ କୁମାର ମହାପାତ୍ର /ପିପିଲି /ସମୀକ୍ଷା ନ୍ୟୁଜ: ପିପିଲି : ଆଧୁନିକ ଯୁଗରେ ଶିକ୍ଷା କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତ୍ତା (AI) ଓ ଡିଜିଟାଲ୍ ପ୍ରଯୁକ୍ତିବିଦ୍ୟାର ଉପଯୋଗିତା ବଢ଼ୁଥିବାବେଳେ ଛାତ୍ରଛାତ୍ରୀଙ୍କୁ ଏହା ସମ୍ପର୍କରେ ସଚେତନ କରିବା ଲକ୍ଷ୍ୟରେ ପିପିଲିରେ ଆୟୋଜିତ ହୋଇଯାଇଛି ‘ରୋଟାରୀ କନେକ୍ଟ ୩୬୦’ କାର୍ଯ୍ୟକ୍ରମ। ଭୁବନେଶ୍ୱର ରୋଟାରୀ କ୍ଲବ୍ ଅଫ୍ ମେଡୋଜ୍, ରୋଟାରୀ ଇଣ୍ଟରନ୍ୟାସନାଲ୍ ଡିଷ୍ଟ୍ରିକ୍ଟ ୩୨୬୨ ଏବଂ ଓଡ଼ିଶା ନଲେଜ୍ କର୍ପୋରେସନ୍ ଲିମିଟେଡ୍‌ର ମିଳିତ ସହଯୋଗରେ ପିପିଲି ଜବାହର ବିଦ୍ୟାପୀଠ ଓ ପିପିଲି ହାଇସ୍କୁଲ ପରିସରରେ…

Read More
ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ – ସମୀକ୍ଷା ଖବର

ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ

ବିଜୟ କୁମାର ମହାପାତ୍ର /ପିପିଲି /ସମୀକ୍ଷା ନ୍ୟୁଜ: ଡେଲାଙ୍ଗ,ତା୧୬।୧୦ ରାଜ୍ୟ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ବିଭିନ୍ନ ବିଦ୍ୟାଳୟରେ ଚଳିତ ଶିକ୍ଷା ବର୍ଷର ଦ୍ଵିତୀୟ ଅଭିଭାବକ ଶିକ୍ଷକ ସଂଘ ବୈଠକ ଅନୁଷ୍ଠିତ ହୋଇଛି। ଡେଲାଙ୍ଗ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିତା ମାତାଙ୍କ ସହଯୋଗରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଭୟ ଚରଣ ସାହୁ ପ୍ରଥମେ ଅଭିଭାବକମାନଙ୍କୁ ଅଭିଭାଷଣ ମାଧ୍ୟମର ପ୍ରଥମେ ସ୍ଵାଗତ କରି ସଭାର ଆଭିମୁଖ୍ୟ ସମ୍ପର୍କେ ସାମୟିକ ସୂଚନା…

Read More
ମା ବଗଳାମୁଖୀଙ୍କ ପୀଠରେ ଶାରଦୀୟ ପୂଜା – ସମୀକ୍ଷା ଖବର

ମା ବଗଳାମୁଖୀଙ୍କ ପୀଠରେ ଶାରଦୀୟ ପୂଜା

ବିଜୟ କୁମାର ମହାପାତ୍ର /ପିପିଲି /ସମୀକ୍ଷା ନ୍ୟୁଜ: ପିପିଲି,୧୬ା୧୦:ପିପିଲି ନିକଟବର୍ତ୍ତୀ ଦାଣ୍ଡମୁକୁନ୍ଦପୁର ଗ୍ରାମ ସ୍ଥିତ ମା’ ବଗଳାମୁଖୀଙ୍କ ପୀଠରେ ଚାଲିଛି ନବଦିନାତ୍ମକ ଶାରଦୀୟ ପାର୍ବଣ ଉତ୍ସବ । ଦାଣ୍ଡମୁକୁନ୍ଦପୁର ଓ ଏହାର ଆଖପାଖ ଅଞ୍ଚଳର ଅନନ୍ୟ ଶକ୍ତିପୀଠ ଭାବେ ପରିଚିତ ଏହି ଦେବୀପୀଠ ଏବେ ଚଣ୍ଡିପାଠରେ ମୁଖରିତ ହେଉଥିବା ବେଳେ ମନୋସ୍କାମନା ପୁରଣ ପାଇଁ ପ୍ରତ୍ୟହ ସଂନ୍ଧ୍ୟାରେ ମାନସୀକଧାରୀ ଭକ୍ତ ଓ ଶ୍ରଦ୍ଧାଳୁଙ୍କର ଏଠାରେ ବେଶ୍‍ ଭିଡ ପରିଲକ୍ଷିତ ହେଉଛି । ମା’ବଗଳାମୁଖୀଙ୍କ ନବଦିନାତ୍ମକ ପାର୍ବଣ ଉତ୍ସବ…

Read More
ଏନରିଚ ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ – ସମୀକ୍ଷା ଖବର

ଏନରିଚ ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା ଅନୁଷ୍ଠିତ

ବିଜୟ କୁମାର ମହାପାତ୍ର /ପିପିଲି /ସମୀକ୍ଷା ନ୍ୟୁଜ: ପିପିଲି, ତା୧୬।୧୦ ପିପିଲି ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ନିକଟରେ ଥିବା ଏନରିଚ ପବ୍ଲିକ ସ୍କୁଲ ରେ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ବିଜ୍ଞାନ ଶିକ୍ଷୟତ୍ରୀ ସୁଶ୍ରୀ ସଂଗୀତା ମିଶ୍ର ଙ୍କ ତତ୍ୱାବଧାନ ରେ ଏହି ମେଳାରେ ମୋଟ ୭୬ ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ଏଥିରେ ମୁଖ୍ୟତଃ ସୌରଶକ୍ତିର ବ୍ୟବହାର, ଜଳ ବିଶୋଧନ ପ୍ରଣାଳୀ, ବର୍ଷାଜଳ ସଂରକ୍ଷଣ, ବର୍ଜ୍ୟବସ୍ତୁ ପୃଥକୀକରଣ ଓ ପୁନଃଚକ୍ରଣ, ପରିବେଶ ସୁରକ୍ଷା, ବୃକ୍ଷରୋପଣ,…

Read More
ପିପିଲି ମହାବିଦ୍ୟାଳୟ ରେ ଏ ବି ଭି ପି ର ବାଜିମାତ ପ୍ରିୟଙ୍କା ପ୍ରିୟଦର୍ଶିନୀ ପ୍ରଧାନ ହେଲେ ସଭାପତି  – ସମୀକ୍ଷା ଖବର

ପିପିଲି ମହାବିଦ୍ୟାଳୟ ରେ ଏ ବି ଭି ପି ର ବାଜିମାତ ପ୍ରିୟଙ୍କା ପ୍ରିୟଦର୍ଶିନୀ ପ୍ରଧାନ ହେଲେ ସଭାପତି 

ବିଜୟ କୁମାର ମହାପାତ୍ର /ପିପିଲି /ସମୀକ୍ଷା ନିୟୁଜ: ପିପିଲି :ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ, ପିପିଲି ମହାବିଦ୍ୟାଳୟ ରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବାଜିମାତ କରିଛି l ସମସ୍ତ ନଅ ଜଣ ପ୍ରାଥୀ ବିଜୟୀ ହୋଇଛନ୍ତି ପରିଷଦର ତିନିଜଣ ପୂର୍ବରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇ ଥିବା ବେଳେ,ସଭାପତି ଙ୍କ ସମେତ ଅନ୍ୟ ସମସ୍ତ ଛଅ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରି ବିପୁଳ ବିଜୟ ଲାଭ କରିଛନ୍ତି l ପ୍ରିୟଙ୍କା ପ୍ରିୟଦର୍ଶିନୀ ପ୍ରଧାନ ୪୭୩ଖଣ୍ଡ ଭୋଟ ପାଇଥିବାବେଳେ ତାଙ୍କ ପ୍ରତିଦ୍ବନ୍ଦୀ ପ୍ରାଥୀ ରୁଦ୍ର ପ୍ରସାଦ ନାୟକ ୨୫୪ଖଣ୍ଡ ଭୋଟ ପାଇଛନ୍ତି |ପ୍ରିୟଙ୍କା ପ୍ରିୟଦର୍ଶିନୀ ୨୧୯ଖଣ୍ଡ ଅଧିକ ଭୋଟ ପାଇ ସଭାପତି ଭାବେ ବିଜୟୀ ହୋଇଛନ୍ତି | ଚିକୁନୁ ଖଟୋଇ ୪୭୫ ଖଣ୍ଡ ଭୋଟ ପାଇଥିବାବେଳେ ତାଙ୍କ ପ୍ରତିଦ୍ବନ୍ଦୀ ଶୁଭଲକ୍ଷ୍ମୀ ମହାରଣା ୨୫୩ଖଣ୍ଡ ଭୋଟ ପାଇ ଥିଲେ | ଚିକୁନୁ ୨୨୨ଖଣ୍ଡ ଅଧିକ ଭୋଟ ପାଇ…

Read More
ଓଷ୍ଟା ପକ୍ଷରୁ ଅକ୍ଷୟ କୁମାର ମହାନ୍ତି ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା – ସମୀକ୍ଷା ଖବର

ଓଷ୍ଟା ପକ୍ଷରୁ ଅକ୍ଷୟ କୁମାର ମହାନ୍ତି ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବିଜୟ କୁମାର ମହାପାତ୍ର / ସମୀକ୍ଷା ନ୍ୟୁଜ/ ପିପିଲି : ପିପିଲି ତା ୧୪।୧୦: ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଙ୍ଘ, ଓଷ୍ଟା ତରଫରୁ ଏକ ସମ୍ବର୍ଦ୍ଧନା ସଭା ନହଳାପଡା ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅମୀୟ ରଞ୍ଜନ ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ। ଏହି ସଭାରେ ପୁରୀ ଜିଲ୍ଲା ଓଷ୍ଟା ର ସମ୍ପାଦକ ବିଭୁଦତ୍ତ ନାୟକ, ଜିଲ୍ଲା କାର୍ଯ୍ୟକାରିଣୀ ର ବରିଷ୍ଠ ସଦସ୍ୟ ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ…

Read More
ନୂଆ ଶାସନ ପଞ୍ଚାୟତ ର ୮ ଗୋଟି ପ୍ରକଳ୍ପର ଲୋକାର୍ପଣ କଲେ ସାଂସଦ ଓ ବିଧାୟକ – ସମୀକ୍ଷା ଖବର

ନୂଆ ଶାସନ ପଞ୍ଚାୟତ ର ୮ ଗୋଟି ପ୍ରକଳ୍ପର ଲୋକାର୍ପଣ କଲେ ସାଂସଦ ଓ ବିଧାୟକ

ବିଜୟ କୁମାର ମହାପାତ୍ର / ସମୀକ୍ଷା ନିୟୁଜ/ ପିପିଲି:ପିପିଲି, ତା୧୪।୧୦ ପିପିଲି ବ୍ଲକ ଅନ୍ତର୍ଗତ ନୂଆଶାସନ ପଞ୍ଚାୟତ ରେ ବୁଧବାର ୮ଗୋଟି ବିଭିନ୍ନ ପ୍ରକଳ୍ପ ପୁରୀ ଲୋକ ସଭା ସାଂସଦ ଡା ସମ୍ବିତ ପାତ୍ର ଓ ସ୍ଥାନୀୟ ବିଧାୟକ ଆଶ୍ରିତ ପଟ୍ଟନାୟକ ଙ୍କ ଦ୍ୱାରା ଲୋକାର୍ପଣ ହୋଇଛି।ରାସ୍ତାଘାଟ ଓ ଗମନାଗମନ ର ବିକାଶ ପାଇଁ ୩୧୬ ନମ୍ବର ଜାତୀୟ ରାଜପଥ ଠାରୁ ନୂଆଶାସନ ପର୍ଯ୍ୟନ୍ତ ପ୍ରଶସ୍ତିକରଣ ପ୍ରକଳ୍ପ ର ଶିଳାନ୍ୟାସ, ଶ୍ରୀକଣ୍ଠପୁର ରୁ ବନ୍ଧମୂଳ ସେତୁ ଏବଂ…

Read More
ପିପିଲି ଜାଭିଅର ସ୍କୁଲ ଅଧକ୍ଷା ଙ୍କୁ ସମ୍ମାନ ସୂଚକ ଡ଼କ୍ଟରେଟ ଉପାଧି ପ୍ରଦାନ – ସମୀକ୍ଷା ଖବର

ପିପିଲି ଜାଭିଅର ସ୍କୁଲ ଅଧକ୍ଷା ଙ୍କୁ ସମ୍ମାନ ସୂଚକ ଡ଼କ୍ଟରେଟ ଉପାଧି ପ୍ରଦାନ

ବିଜୟ କୁମାର ମହାପାତ୍ର / ସମୀକ୍ଷା ନ୍ୟୁଜ/ ପିପିଲି : ପିପିଲି ତା୧୪।୧୦: ରାଜ୍ୟ ହ୍ୟୁମାନ ରାଇଟ୍ସ ପ୍ରୋଟେକ୍ସନ କାଉନସିଲ ପକ୍ଷରୁ ଭୁବନେଶ୍ୱରସ୍ଥିତ “ମେ ଫେୟାର” ହୋଟେଲର ସଭା ଗୃହରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ବର୍ଦ୍ଧନା ସଭାରେ ରାଜ୍ୟର ବିଭିନ୍ନ ଅଂଚଳ ରୁ ଆସିଥିବା ବ୍ୟକ୍ତି ବିଶେଷ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପିପିଲି ସେଣ୍ଟ ଜାଭିଅର ହାଇସ୍କୁଲ ର ଅଧକ୍ଷା ଶ୍ରୀମତୀ ସିମିତା ତ୍ରିପାଠୀ ଙ୍କୁ ଅତିଥି ମାନଙ୍କ କରକମଳରୁ “ସମ୍ମାନସୂଚକ ଡ଼କ୍ଟରେଟ”…

Read More