ବରିଷ୍ଠ ମହିଳା ବିଜେଡି ନେତ୍ରୀ ରାଧା ଅପାଙ୍କ ଅକାଳ ବିୟୋଗ
ବିଜୟ କୁମାର ମହାପାତ୍ର / ସମୀକ୍ଷା ନିୟୁଜ/ ପିପିଲି:ପିପିଲି,ତା୧୮।୯ ପିପିଲି ବ୍ଲକ ର ଲୋକପ୍ରିୟ ବିଜେଡି ମହିଳା ନେତ୍ରୀ ପୂର୍ବତନ ଜିଲ୍ଲା ପରିଷଦ, ସରପଞ୍ଚ, ବ୍ଲକ ଉପାଧ୍ୟକ୍ଷା ରାଧାମଣୀ ପ୍ରଧାନ(୭୦) ଙ୍କ ଅକାଳ ବିୟୋଗ ଘଟିଛି। ତାଙ୍କ ଘର ପିପିଲି ବ୍ଲକ ଅନ୍ତର୍ଗତ ରଥପୁରୁଷତ୍ତମପୁର ପଂଚାୟତର ବାଲିଗାଁ ରେ ଅଟେ। ଶୁକ୍ରବାର ସକାଳ ସମୟରେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକ ମଙ୍ଗଳପୁରସ୍ଥିତ ଘରୋଇ ମେଡିକାଲ କୁ ପ୍ରଥମେ ଚିକିତ୍ସା ପାଇଁ ନେଇଥିଲେ। ଡାକ୍ତର…