ଜେକେପୁରରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ପାଳିତ
ଗୌରୀ ଶଙ୍କର ପଟ୍ଟନାୟକ / ବରିଷ୍ଠ ସାମ୍ବାଦିକ/ ରାୟଗଡା/ ସମୀକ୍ଷା ନ୍ୟୁଜ: ଜେକେପୁର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଜେକେପୁରଠାରେ ଶ୍ରଦ୍ଧା ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳିତ ହୋଇଯାଇଛି। ଏହି ଅବସରରେ ଉପସ୍ଥିତ ଅତିଥି, ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଜେକେ ପେପର ମିଲ୍ସର ଲୋକସମ୍ପର୍କ ବିଭାଗର ଅଧିକାରୀମାନେ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମହାନ ଜନନାୟକଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଜୟନ୍ତୀ ସମାରୋହରେ ଜେକେପୁର ବଣିକ ସଂଘର ସଭାପତି…