ରାୟଗଡ଼ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ଓ ଲାଲ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ
ସୁଶାନ୍ତ ମହାରଣା /ସ୍ୱତନ୍ତ୍ର ପ୍ରତିନିଧି / ରାୟଗଡା /ସମୀକ୍ଷା ନ୍ୟୁଜ: ରାୟଗଡ଼, ୨ ଅକ୍ଟୋବର ୨୦୨୬: ରାୟଗଡ଼ ଜିଲ୍ଲାରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଏବଂ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ, ପୌରପରିଷଦ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା…