ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟଙ୍କୁ ଭେଟିଲେ ରଶ୍ମିକା ମନ୍ଦନା ଓ ବିଜୟ ଦେବରକୋଣ୍ଡା
ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର: ଦକ୍ଷିଣ ଭାରତୀୟ ସିନେମା ଜଗତର ଚର୍ଚ୍ଚିତ ଅଭିନେତ୍ରୀ ରଶ୍ମିକା ମନ୍ଦନା ଏବଂ ଅଭିନେତା ବିଜୟ ଦେବରକୋଣ୍ଡା ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ସାକ୍ଷାତ କରିଛନ୍ତି। ୨୦୨୬ ଅକ୍ଟୋବର ୧୨ ତାରିଖରେ ଚେନ୍ନାଇରେ ହୋଇଥିବା ଏହି ସାକ୍ଷାତକାରକୁ ନେଇ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚା ଆରମ୍ଭ ହୋଇଛି। ଉଭୟ ଅଭିନେତା ଏହି ସାକ୍ଷାତର ଫଟୋ ସାମାଜିକ ଗଣମାଧ୍ୟମରେ ସେୟାର କରିବା ପରେ ଏହା ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରିଛି। ଚଳଚ୍ଚିତ୍ର ‘ରଣବାଲି’ର…