ପଞ୍ଚାୟତ ନିର୍ବାଚନ ପୂର୍ବରୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ
ଗୌରୀ ଶଙ୍କର ପଟ୍ଟନାୟକ / ବରିଷ୍ଠ ସାମ୍ବାଦିକ/ ରାୟଗଡା/ ସମୀକ୍ଷା ନ୍ୟୁଜ: ରାୟଗଡ ,ତା ୧୪.୧୦.୨୦୨୬ ବ୍ଲକ ସଦଭାବନା ଗୃହରେ ଦୁଇଦିନ ଧରି ବୁଥ ସ୍ତରୀୟ ଅଧିକାରୀ, ଗ୍ରାମ ପଞ୍ଚାୟତ ସ୍ତରୀୟ ସୂପରଭାଇଜର ଏବଂ ସର୍ଭେ ଦଳଙ୍କ ତାଲିମ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ତ୍ରି ସ୍ତରୀୟ ପଞ୍ଚାୟତ ନିମନ୍ତେ ରାଜ୍ୟ ନିର୍ବାଚନ କମିଶନ ୱାର୍ଡ ୱାରି ଭୋଟର ତାଲିକା ପ୍ରସ୍ତୁତି ଆରମ୍ଭ କରିଛନ୍ତି । ରାୟଗଡ ଜିଲ୍ଲାରେ ଏହି ପ୍ରକ୍ରିୟା ଅକ୍ଟୋବର ଛବିଶି ତାରିଖରୁ ଆରମ୍ଭ…