ଝାରସୁଗୁଡା : ଏଲ୍ଏନ୍ କଲେଜରେ ସଭାପତି ପଦବୀରେ ଜଣେ ପ୍ରାର୍ଥୀ ସାଧାରଣ ସମ୍ପାଦକ ଓ ସାଂସ୍କୃତିକ ସମ୍ପାଦକ ପଦ ପାଇଁ ଲଢ଼େଇ
ବିଜୟ ଶଙ୍କର ଦାଶ/ ସ୍ଵତନ୍ତ୍ର ପ୍ରତିନିଧି/ଝାରସୁଗୁଡ଼ା/ସମୀକ୍ଷା ନ୍ୟୁଜ: ଝାରସୁଗୁଡ଼ା, ୧୧ା୧୦ : ଛାତ୍ର ସଂସଦ ନିର୍ବାଚନକୁ ନେଇ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି l ଶନିବାର ନାମାଙ୍କନ ପ୍ରତ୍ୟାହାର ଅବଧି ଶେଷ ହେବା ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି l ଝାରସୁଗୁଡ଼ା ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟ (ଏଲ୍ଏନ୍ କଲେଜ)ରେ ସଭାପତି ପଦବୀ ପାଇଁ ଜଣେ ମାତ୍ର ପ୍ରାର୍ଥୀ ରହିଥିବା ବେଳେ ସାଧାରଣ ସମ୍ପାଦକ ଓ ସାଂସ୍କୃତିକ ସମ୍ପାଦକ ପଦବୀ ପାଇଁ ଦ୍ୱିମୁଖୀ…