ରାଜ୍ୟର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ
ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର: ଭୁବନେଶ୍ୱର,୧୮/୧୦; ରାଜ୍ୟର ନୂଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ବ୍ରଜମୋହନ ରାମ । ରାଜଭବନରେ ବିରାଟ ଆୟୋଜନ ହୋଇଛି । ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଲୋକଭବନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି । ହରିବାବୁଙ୍କ ସ୍ଥାନରେ ଓଡ଼ିଶାର ନୂଆ ରାଜ୍ୟପାଳ…