ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର: ଅକ୍ଟୋବର ୨୭ ଓ ୨୮ରେ ମୟୂରଭଞ୍ଜ ଗସ୍ତ, ରାଇରଙ୍ଗପୁରରେ ବିଶାଳ ଚକ୍ଷୁ ଚିକିତ୍ସା ଶିବିର ଉପରେ ଗୁରୁତ୍ୱ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣିଥରେ ନିଜ ଜନ୍ମମାଟି ଓଡ଼ିଶା ଗସ୍ତରେ ଆସିବାକୁ ଯାଉଛନ୍ତି। ଅକ୍ଟୋବର ୨୭ ଓ ୨୮ ତାରିଖରେ ତାଙ୍କର ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଏହି ଗସ୍ତରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରଠାରେ ଆୟୋଜିତ ହେବାକୁ ଥିବା…