ଧଉଳି ଚାରୁକଳା ମହାବିଦ୍ୟାଳୟରେ ସ୍ୱତନ୍ତ୍ର ଏନ୍ ଏସ ଏସ ଶିବିର
ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର: ଭୁବନେଶ୍ୱର, ତା ୧୫/୧୦/୨୦୨୬ ରିଖ – ଧଉଳି ଶାନ୍ତିସ୍ତୂପ ପାଦଦେଶରେ ଥିବା ଧଉଳି ଚାରୁକଳା ମହାବିଦ୍ୟାଳୟ ପରିସରରେ ଏକ ୭ ଦିନିଆ ସ୍ବତନ୍ତ୍ର ଏନ ଏସ ଏସ ଶିବିର ଆୟୋଜିତ ହୋଇଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଚିତ୍ରଶିଳ୍ପୀ ଡ. ପଞ୍ଚାନନ ସାମଲ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଶିବିରକୁ ଉଦ୍ଘାଟନ କରିଥିଲେ।ମହାବିଦ୍ୟାଳୟର ଏନ୍ ଏସ ଏସ ପ୍ରଗ୍ରାମ ଅଫିସର ଚନ୍ଦନ କୁମାର ସାମଲଙ୍କ ତତ୍ୱାବଧାନରେ ମହାବିଦ୍ୟାଳୟର ଏନ ଏସ ଏସ ସ୍ୱେଚ୍ଛାସେବୀ ମାନଙ୍କ…