Headlines

ମାଲକାନଗିରି ଜିଲ୍ଲାରେ ଉଲ୍ଲାସ ସେମିନାର ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୫/୦୯/୨୬ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନ୍ତର୍ଗତ ଏବଂ ସାକ୍ଷରତା ପକ୍ଷ ପଞ୍ଚମ ଦିବସରେ ଉଲ୍ଲାସ ସେମିନାର ଆଜି ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ମାଲକାନଗିରି ତରଫରୁ ପିଏମ୍ ଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , ସିନ୍ଧରିମାଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲାର ସମସ୍ତ ବ୍ଲକର ଶିକ୍ଷକ ଓ ସ୍ୱେଚ୍ଛାସେବୀ ଶିକ୍ଷକ ମାନେ ଯୋଗ ଦେଇଥିଲେ। ମୁଖ୍ୟ ଆଲୋଚନା ବିଷୟରେ ୧୫ ବର୍ଷରୁ ଉର୍ଦ୍ଧ୍ୱ ନିରକ୍ଷରଙ୍କୁ…

Read More

୨୬ଟି ପିଏମ୍ ଶ୍ରୀ ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଓସେପା ଓ OUAT ମଧ୍ୟରେ ବୁଝାମଣା

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଭୁବନେଶ୍ୱର, ୧୨ ସେପ୍ଟେମ୍ବର, ୨୦୨୬: ଓଡ଼ିଶା ବିଦ୍ୟାଳୟ ଶିକ୍ଷା କର୍ଯ୍ୟକରଣ ପ୍ରାଧିକରଣ (OSEPA) ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (OUAT) ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରିବା ପାଇଁ ଆଜି ଆନୁଷ୍ଠାନିକ ଭାବେ ଏହାରଶୁଭାରମ୍ଭ କରାଯାଇଛି । ଓଡ଼ିଶାର ୨୦ଟି ଜିଲ୍ଲାର ୨୬ଟି ପିଏମ୍ ଶ୍ରୀ I…

Read More

ବର୍ଷା : ଲାଲ ସତର୍କତାରେ ମୟୂରଭଞ୍ଜ, ଆଜି ସମସ୍ତ ବିଦ୍ୟାଳୟ ଛୁଟି

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ସମୀକ୍ଷା ନ୍ୟୁଜ/ବଡ଼ସାହି : ୧୦/୯/୨୦୨୬- ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ବଳ ଗୋଟାଉଥ‌ିବା ବେଳେ ୧୦ ତାରିଖ ଏହା ଲଘୁଚାପର ରୂପ ନେବା ସମ୍ଭାବନା ନେଇ ମୟୂରଭଞ୍ଜ ଜିଲ୍ଲା ପ୍ରତି ବିଭାଗୀୟ ଲାଲ ସତର୍କତାରହିଛି । ଏହାର ପ୍ରଭାବରେ ଉପକୂଳ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି। ଗୁରୁବାର ମୟୂରଭଞ୍ଜ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥୂବାରୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍…

Read More

ମାଲକାନଗିରି:୨୦୩ କେଜି ଗଞ୍ଜେଇ ଜବତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୩୧/୦୮/୨୬ମାଲକାନଗିରି ଥାନା ଅଧୀନସ୍ଥ ଝାଟିଗୁଡ଼ା ଗ୍ରାମର ପଶ୍ଚିମ ପାର୍ଶ୍ୱ ଜଙ୍ଗଲ ଅଞ୍ଚଳରେ ମାଲକାନଗିରି ଅବକାରୀ ଥାନା ପକ୍ଷରୁ ଏକ ବିଶେଷ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ସମୟରେ ଏକ ବୁଦା ନିକଟରୁ ୮ଟି ଜରି ବ୍ୟାଗରେ ଥିବା ସମୁଦାୟ ୨୦୩ କେଜି (୨ କୁଇଣ୍ଟାଲ ୩ କେଜି) ଗଞ୍ଜେଇ ଜବତ କରାଯାଇଥିଲା। ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ୨୦ ଲକ୍ଷ ୩୦ ହଜାର ଟଙ୍କା ବୋଲି ଆକଳନ କରାଯାଇଛି।ଘଟଣାସ୍ଥଳରେ…

Read More

ସାନଖେମୁଣ୍ଡିରେ ୩ ଦିନିଆ ‘ଲକ୍ଷପତି ଦିଦି’ ଓ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଉଦ୍‌ଯାପନ; ସ୍ୱାବଲମ୍ବୀ ହେବାକୁ ମହିଳାଙ୍କୁ ଆହ୍ୱାନ

ସଞ୍ଜୀବ କୁମାର ବିଷୋୟୀ/ସାନଖେମୁଣ୍ଡି/ସମୀକ୍ଷା ନ୍ୟୁଜ/ ଗଞ୍ଜାମ: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସାନଖେମୁଣ୍ଡି ବ୍ଲକରେ ଆୟୋଜିତ ବ୍ଲକସ୍ତରୀୟ ୩ ଦିନିଆ ‘ଲକ୍ଷପତି ଦିଦି’ କର୍ମଶାଳା ଓ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଉତ୍ସାହ ଓ ଉଦ୍ଦୀପନାର ସହ ଉଦ୍‌ଯାପିତ ହୋଇଯାଇଛି। ସାନଖେମୁଣ୍ଡି ଶିଶୁ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଗାନ୍ଧୀ ଛକଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୩୦ରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ (SHG) ଯୋଗଦେଇ ନିଜସ୍ୱ ଉତ୍ପାଦ ଓ ପାରମ୍ପରିକ ଖାଦ୍ୟର ପ୍ରଦର୍ଶନ ସହ ବିଭିନ୍ନ ଜୀବିକାମୂଳକ କାର୍ଯ୍ୟକଳାପରେ ଅଂଶଗ୍ରହଣ…

Read More

ମାଲକାନଗିରି ଜିଲ୍ଲା ଶିଶୁସୁରକ୍ଷା ୟୁନିଟ ପକ୍ଷରୁ ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ ନେଇ ସଚେତନତା କର୍ମଶାଳା।

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି/୩୦/୦୬/୨୬:ଜିଲ୍ଲା ଶିଶୁସୁରକ୍ଷା ୟୁନିଟ ପକ୍ଷରୁ ଜିଲ୍ଲା କୁ ବାଲ୍ୟବିବାହ ମୁକ୍ତ ନେଇ ସଚେତନତା କର୍ମଶାଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନାରାୟଣ ଦାସ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟତିଥି ଭାବେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ଯୋଗ ଦେଇ କର୍ମଶାଳା କୁ ଉଦଘାଟନ କରିଥିଲେ। ଜିଲ୍ଲାକୁ ବାଲ୍ୟବିବାହ ମୁକ୍ତ, ଶିଶୁ ଶ୍ରମିକ ମୁକ୍ତ ଓ ଶିଶୁ…

Read More

ରାଜ୍ୟ ଷ୍ଟାମ୍ପ ଭେଣ୍ଡର ବ୍ୟବସ୍ଥାର ସଂସ୍କାର କିମ୍ଵା ଉଛେଦ ପାଇଁ ଜନମତ

ମହେଶ୍ବର ଦିଗାଳ/ ବାଲିଗୁଡା ସବଡ଼ିଭିଜନାଲ ସାମ୍ବାଦିକ/ ସମୀକ୍ଷା ନିଯୁଜ : ରାଜ୍ୟ ଜମି ରେଜିଷ୍ଟେସନ ପ୍ରକ୍ରିୟାକୁ ଅଧୂକ ସ୍ବଛ,ସରଳ ଓ ଦୁର୍ନୀତିମୁକ୍ତ କରିବା ପାଇଁ ଅନେକ ସଚେତନ ନାଗରିକ, ସାମାଜିକ କର୍ମୀ ଷ୍ଟାମ୍ଫ ଭେଣ୍ଡର ବ୍ୟବସ୍ଥାର ର ସଂସ୍କାର କିମ୍ବା ପ୍ରୟୋଜନ ହେଲେ ଉଛେଦ ପାଇଁ ମତ ପ୍ରକାଶ କରିଛନ୍ତି,ସେମାନଙ୍କ ମତରେ ଯଦି ସମସ୍ତ ଷ୍ଟାମ୍ଫ ବିକ୍ରି ଓ ରେଜିଷ୍ଟେସନ ଶୁକ୍ଳ ଷ୍ଟାମ୍ଫ ଭେଣ୍ଡର ମାଧ୍ୟମ ନ ହୋଇ ଅନଲାଇନ ମାଧ୍ୟମରେ ଆଦାୟ କରାଯାଏ ତେବେ ମଧ୍ଯସ୍ଥତା…

Read More

ଘାଟବାସୁଳୀ ଗ୍ରାମରେ ବର୍ଷାଜନିତ ପରିସ୍ଥିତିର ସ୍ଥିତି ସମୀକ୍ଷା କଲେ ନବରଙ୍ଗପୁର ଜିଲ୍ଲାପାଳ: ଗ୍ରାମବାସୀଙ୍କ ସମସ୍ୟା ଶୁଣି ତ୍ୱରିତ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର, ତା. ୨୫.୦୮.୨୦୨୬: ନବରଙ୍ଗପୁର ଜିଲ୍ଲାରେ ଗତ କିଛି ଦିନ ଧରି ହେଉଥିବା ପ୍ରବଳ ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତି ଓ ଜନସାଧାରଣଙ୍କ ସୁରକ୍ଷା ବ୍ୟବସ୍ଥାର ସ୍ଥିତି ସମୀକ୍ଷା କରିବା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ଡ. ମହେଶ୍ୱର ସ୍ୱାଇଁ ଆଜି କୋଷାଗୁମୁଡ଼ା ବ୍ଲକ୍ ଅନ୍ତର୍ଗତ ଉକିଆପାଲ୍ଲୀ ଗ୍ରାମପଞ୍ଚାୟତର ଘାଟବାସୁଳୀ ଗ୍ରାମ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରବଳ ବର୍ଷା ଯୋଗୁଁ ଗତକାଲି…

Read More

ପିପିଲି: ସିଉଳା ଆରଆଇ,ଏଆରଆଇ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ

ବିଜୟ କୁମାର ମହାପାତ୍ର / ସମୀକ୍ଷା ନିୟୁଜ ପିପିଲି ତା୭।୯- ପିପିଲି ତହସିଲ ଅଧିନସ୍ଥ ସିଉଳା ଆରଆଇ କଲ୍ୟାଣୀ ଜେନା ଓ ଏଆରଆଇ ପୂର୍ଣ୍ଣ ଚନ୍ଦ୍ର ବେହେରା ଜମି କିସମ ପରିବର୍ତନ କରିବା ପାଇଁ ଆଜି୩୫ହଜାର ଟଙ୍କା ଲାଂଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଛନ୍ତି । ଏହି ଦୁଇ ରାଜସ୍ୱ ବିଭାଗ ଅଧିକାରୀଙ୍କୁ ଓଡ଼ିଶା ଭିଜିଲାନ୍ସ ଭୁବନେଶ୍ୱର ଗିରଫ କରିଥିବା ସୂଚନା ମିଳିଛି। ତେବେ ମିଳିଥିବା ସୂଚନା ଅନୁସାରେ, ସିଉଳା ମୌଜାର ଜଣେ…

Read More

ଚାଉଳଧୁଆ ଜଳପ୍ରପାତ ପରିଦର୍ଶନ କଲେ ନୂଆପଡା ବିଧାୟକ ଜୟ ଢୋଲକିଆ

ତେଜୁରାମ ନାଏକ /ସ୍ୱତନ୍ତ୍ର ପ୍ରତିନିଧି/ ନୂଆପଡା/ ସମୀକ୍ଷା ନ୍ୟୁଜ: ନୂଆପଡ଼ା ବିଧାୟକ ଶ୍ରୀଯୁକ୍ତ ଜୟ ଢୋଲକିଆ କୋମନା ବ୍ଳକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଚାଉଳଧୁଆ ଜଳପ୍ରପାତ ପରିଦର୍ଶନ କରିଛନ୍ତି। ଶ୍ରୀ ଢୋଲକିଆ ସୁନାବେଡ଼ା ଅଭୟାରଣ୍ୟ ଗସ୍ତ ବେଳେ ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ସମୀର ସାହୁ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭକ୍ତବନ୍ଧୁ ବୁଡ଼େକ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାଢୀ ସାମିଲ ଥିଲେ। ପ୍ରଥମେ ସୁନାଦେଈ ମନ୍ଦିରରେ ଦର୍ଶନ କରିଥିଲେ। ଏହାର ଉନ୍ନତି ସହ ଅଭୟାରଣ୍ୟ…

Read More