Headlines

ମାଲକାନଗିରିରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ ଅନୁଷ୍ଠିତ: ୧ ଲକ୍ଷ ୪୦ ହଜାରରୁ ଊର୍ଦ୍ଧ୍ୱ ମହିଳା ଉପକୃତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୨୯/୦୮/୨୬ପବିତ୍ର ରକ୍ଷାବନ୍ଧନ ଅବସରରେ ମାଲକାନଗିରି ଜିଲ୍ଲା ସଂସ୍କୃତି ଭବନଠାରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମାରୋହ ଉତ୍ସାହର ସହିତ ଆୟୋଜିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ସୁଭଦ୍ରା ଯୋଜନା ଓଡ଼ିଶାର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ, ସ୍ୱାବଲମ୍ବୀ ଓ ସମ୍ମାନଜନକ ଜୀବନଯାପନ ପାଇଁ ସୁଯୋଗ ପ୍ରଦାନ କରୁଥିବା ଏକ ଐତିହାସିକ ପଦକ୍ଷେପ। ଏହି ସହାୟତା…

Read More

ତୁରୁମୁଙ୍ଗା ଶ୍ରୀ ବିଦ୍ୟା ବାଟିକାରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା ପାଳିତ

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର କେନ୍ଦୁଝର/ତୁରୁମୁଙ୍ଗା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗାସ୍ଥିତ ଶ୍ରୀ ବିଦ୍ୟା ବାଟିକା ପରିସରରେ ପାରମ୍ପରିକ ରୀତିନୀତି ଓ ଭକ୍ତିମୟ ପରିବେଶରେ ଗଣେଶ ପୂଜା ଉତ୍ସାହର ସହ ପାଳିତ ହୋଇଛି। ଜ୍ଞାନ, ଶିକ୍ଷାରେ ସଫଳତା ଏବଂ ସମସ୍ତଙ୍କ ମଙ୍ଗଳ କାମନା କରି ଏହି ପୂଜା ଆୟୋଜନ କରାଯାଇଥିଲା।ବିଦ୍ୟାଳୟର ଏକ ସୁସଜ୍ଜିତ ଶ୍ରେଣୀଗୃହରେ ଭଗବାନ ଶ୍ରୀଗଣେଶଙ୍କ ପ୍ରତିମା ସ୍ଥାପନ କରାଯାଇ ପୂଜାର ଶୁଭାରମ୍ଭ ହୋଇଥିଲା। ଏହି ଅବସରରେ ବିଦ୍ୟାଳୟର କର୍ମଚାରୀ, ଶିକ୍ଷକ, ଛାତ୍ରଛାତ୍ରୀ ଓ ଅଭିଭାବକମାନେ…

Read More

ସାଲେପୁର:ବିକଳାନନ୍ଦ କରଙ୍କ ୫୫ ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ହେମନ୍ତ ନନ୍ଦ/ସାଲେପୁର ରିପୋର୍ଟର /ସମୀକ୍ଷା ନ୍ୟୁଜ: ସାଲେପୁର (୩/୯) ସାଲେପୁର ରସଗୋଲାର ଜନକ, ବିଶିଷ୍ଟ ସମାଜସେବୀ ତଥା ସାଲେପୁର ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ପ୍ରତିଷ୍ଠାତା ସଭ୍ୟ ମହାନୁଭବ ବିକଳାନନ୍ଦ କରଙ୍କ ୫୫ ତମ ଶ୍ରାଦ୍ଧବାର୍ଷିକ ପାଳିତ ହୋଇ ଯାଇଛି l ଗୁରୁବାର ସକାଳୁ ସ୍ବର୍ଗତ ବିକଳାନନ୍ଦ କରଙ୍କ ସାଲେପୁର ବ୍ଲକ ଚନ୍ଦ୍ରାଦେଇପୁର ଗ୍ରାମର ପୈତୃକ ଘର ନିକଟରେ ଥିବା ସମାଧିସ୍ଥଳୀରେ ପରିବାର ପରିଜନ ଓ ବହୁ ବିଶିଷ୍ଟ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଦେବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ…

Read More

ଖୋରଧା:ସବୁଜିମା ପାଇଁ ଜିଲ୍ଲା ପ୍ରେସ କ୍ଳବର ବୃକ୍ଷ ରୋପଣଅଁଳା, ଲିମ୍ବ, ଅର୍ଜୁନ, କରଞ୍ଜ, ବେଲ, କଦମ୍ବ, ପିସ୍ତା ବାଦାମ, ଶିଶୁ , ସାଗୁଆନ ସମେତ ଅନେକ ଔଷଧୀୟ ବୃକ୍ଷ ଚାରା ରୋପଣ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ୮ା୯: ପରିବେଶ ସୁରକ୍ଷା ଓ ସବୁଜିମା ବୃଦ୍ଧିର ବାର୍ତ୍ତା ନେଇ ଖୋରଧା ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ମଙ୍ଗଳବାର ପ୍ରେସ କ୍ଲବ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କ୍ଲବ ସଭାପତି ତପନ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମ୍ବାଦିକମାନେ ସାମାଜିକ ସମସ୍ୟାକୁ ଲୋକଲୋଚନକୁ ଆଣିବା ସହ ପରିବେଶ ସୁରକ୍ଷା ଭଳି ସାମାଜିକ ଦାୟିତ୍ୱରେ ମଧ୍ୟ ସକ୍ରିୟ ଭୂମିକା ନେବାର…

Read More

ଗୋବିନ୍ଦପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଜନ୍ମାଷ୍ଟମୀ ପାଳିତ

କେନ୍ଦୁଝର ରୁ ଜିଲ୍ଲା ପ୍ରତିନିଧି ନିରଞ୍ଜନ ପାଣିଙ୍କ ରିପୋର୍ଟ/ 04/09: କେନ୍ଦୁଝର ସହର ନିକଟରେ ଥିବା ଗୋବିନ୍ଦପୁର ଉଚ୍ଚ ପ୍ରାଥମିକ ପରିସରରେ ଶ୍ରୀକୃଷ୍ଣ ଙ୍କ ଜନ୍ମ ଉତ୍ସବ ମହାସମାରୋହରେ ପାଳିତ ହୋଇଛି l ବିଦ୍ୟାଳୟ ର କୁନିକୁନି ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରକାର ରଙ୍ଗବେରଙ୍ଗ ପୋଷାକ ରେ ରାଧା -କୃଷ୍ଣ ବେଶ ହୋଇ ନୃତ୍ୟ ଓ ସଂଗୀତ ପରିବେଷଣ କରି ସମସ୍ତଙ୍କର ମନ ମୋହିଥିଲେ l ଶିକ୍ଷକ ବିଜୟ କୁମାର ମିଶ୍ରଙ୍କ ପ୍ରତ୍ୟେକ ତତ୍ଵାବଧାନରେ ଶ୍ରୀକୃଷ୍ଣ ଙ୍କ…

Read More

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ବଣାଇ ଉପଖଣ୍ଡ ଗସ୍ତ ଓ ଏସ୍ ଆଇ ଆର୍ କାର୍ଯ୍ୟର ତଦାରଖ

ଲିପିକା ଦାସ / ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ / ରାଉରକେଲା : ସୁନ୍ଦରଗଡ଼, ୦୩/୦୯/୨୬: ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ବଣାଇ ଉପଖଣ୍ଡ ଗସ୍ତ କରି ଜିଲ୍ଲା ରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ ଆଇ ଆର୍ କାର୍ଯ୍ୟର ତଦାରଖ କରିଛନ୍ତି। ଏହି ଅବସରରେ ଆୟୁକ୍ତ ଶ୍ରୀ ମହାପାତ୍ର ବିଭାଗୀୟ ଅଧିକାରୀ ମାନଙ୍କ ସହ ଏସ୍ ଆଇ ଆର୍ ସମ୍ପର୍କିତ ଆପତ୍ତି ଅଭିଯୋଗ ଶୁଣାଣି ଉପରେ ଆଲୋଚନା…

Read More

ଡେଲାଙ୍ଗ:ଲଗାଣ ବର୍ଷାରେ ବିଦ୍ୟାଳୟ ର ପ୍ରାଚୀର ଭୁଶୁଡିଲା

ବିଜୟ କୁମାର ମହାପାତ୍ର / ସମୀକ୍ଷା ନିୟୁଜ/ ପିପିଲି: ଡେଲାଙ୍ଗ, ତା୧୫।୯(ପିଏନଏସ)ଲଘୁଚାପ ଜନିତ ଲଗାଣ ବର୍ଷାରେ ଡେଲାଙ୍ଗ ବ୍ଲକ ଜେନାପୁର ପଂଚାୟତ ଅର୍ନ୍ତଗତ ପାଇକସାହି ଠାରେ ଥିବା ସରକାରୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରାଚୀର ଭୁସୁଡି ପଡିଛି । ଛୁଟି ଦିନ ହୋଇଥିବାରୁ ବଡ ଅଘଟଣରୁ ଛତ୍ରଛାତ୍ରୀ ବର୍ତି ଯାଇଥିବା ଗ୍ରାମବାସୀ କହିଛନ୍ତି । ତେବେ ମିଳିଥିବା ସୁଚନାନୁଯାଇ ଲଗାଣ ବର୍ଷା ପାଇଁ ବିଦ୍ୟାଳୟ ପରିସରରେ ବର୍ଷା ଲହଡା ମାରି ଜମି ରହିଛି । ବିଦ୍ୟାଳୟର ଉତର…

Read More

ବରଗଡ଼ ଜିଲ୍ଲାରେ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ବ୍ୟାପକ ସମୀକ୍ଷା ଓ କ୍ଷେତ୍ର ପରିଦର୍ଶନ

ସାନନ୍ଦ ମହାପାତ୍ର /ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ ସମୀକ୍ଷା ନିୟୁଜ୍: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (OSCPCR) ର ମାନ୍ୟବର ଅଧ୍ୟକ୍ଷା ଶ୍ରୀମତୀ ବବିତା ପାତ୍ର, ମାନ୍ୟବର ସଦସ୍ୟା ଶ୍ରୀମତୀ କଳ୍ପନା ଲେଙ୍କା ଏବଂ ଶ୍ରୀମତୀ କସ୍ତୁରୀ ମିଶ୍ର ଦୁଇଦିନିଆ ବରଗଡ଼ ଜିଲ୍ଲା ଗସ୍ତ କରି ଶିଶୁ କଲ୍ୟାଣ, ସୁରକ୍ଷା ଓ ଅଧିକାର ସମ୍ପର୍କିତ ଭିତ୍ତିଭୂମିର ସମୀକ୍ଷା କରିଛନ୍ତି। ଆୟୋଗଙ୍କ ଏହି ଉଚ୍ଚସ୍ତରୀୟ ଟିମ୍ ଗୋବିନ୍ଦପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସୂର୍ଯ୍ୟମୁଖୀ ସ୍ୱୟଂ ସହାୟକ ଗୋଷ୍ଠୀ…

Read More

ଚୋରା ମଦ ଧରିବାକୁ ଆବକାରୀ ବିଭାଗ ଓ ପ୍ରଶାସନ ତତ୍ପର। ରାୟଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଅବକାରୀ ବିଭାଗର ବ୍ୟାପକ ଚଢ଼ାଉ — ବିପୁଳ ପରିମାଣର ଦେଶୀ ମଦ ଓ ଅବୈଧ ମଦ ପ୍ରସ୍ତୁତି ସାମଗ୍ରୀ ନଷ୍ଟ

କୀର୍ତ୍ତି ଚନ୍ଦ୍ର ସାହୁ/ ଦକ୍ଷିଣ ଓଡିଶା ମୁଖ୍ୟ /ସମୀକ୍ଷା ନ୍ୟୁଜ: ରାୟଗଡ଼ା ଜିଲ୍ଲା ରେ ଚୋରା ମଦ ବିକ୍ରୟକୁ ରୋକିବା ସକାଶେ ପ୍ରଶାସନ ସକ୍ରିୟ ହୋଇଛି।ରାୟଗଡା ଉପଜିଲ୍ଲାପାଳ, ନେତୃତ୍ୱରେ ରାୟଗଡା ସବଡ଼ିଭିଜନର ବିଭିନ୍ନ ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଚୋରା ଓ ଅବୈଧ ମଦ ବିରୋଧୀ ଅଭିଯାନ ଆରମ୍ଭ କରାଯାଇଛି।ସମ୍ପୂର୍ଣ୍ଣ ବନ୍ଦ କରିବା ପର୍ଯ୍ୟନ୍ତ ଅଭିଯାନ ଜାରି ରହିବ ବୋଲି ଉପଜିଲ୍ଲାପାଳ ରମେଶ ଜେନା ସୂଚନା ଦେଇଛନ୍ତି। ବ୍ୟାପକ ଭାବେ ଚୋରା କାରବାର ହେଉଥୁବା ଜେ.କେ.ପୁର, କାଶୀପୁର,…

Read More

ବାଲିଗୁଡ଼ା: ଖଡ଼ଗ ନଦୀରେ ଡଙ୍ଗାବୁଡି ଶଶୁର ବୋହୁ ନିଖୋଜ ଚିନ୍ତାରେ ପରିବାର

ମହେଶ୍ଵର ଦିଗାଲ/ସବ୍ ଡିଭିଜନାଲ/ ସାମ୍ବାଦିକ/ସମୀକ୍ଷା ନିୟୁଜ: କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଥାନା ଅନ୍ତର୍ଗତ ସଲାଗୁଡ଼ା ପଞ୍ଚାୟତର ଢାକ ଗାଁ ନିକଟସ୍ଥ ଯାଇଥିବା ଖଡ଼ଗ ନଦୀରେ ଡଙ୍ଗା ବୁଡି ଶଶୁରବୋହୁ ନିଖୋଜ ଅଛନ୍ତି । ସ୍ୱଚନା ଅନୁଯାୟୀ ନଦୀ ଆରପଟେ ଶୁଦ୍ଧକ୍ରିୟାରେ ଯୋଗ ଦେବା ପାଇଁ ଯାଇଥିଲେ। ଶୁଦ୍ଧ କାମ ସରିବାପରେ ୮ଜଣ ଲୋକ ଢାକା ଗାଁକୁ ଫେରୁଥିଲେ। ଅପରାହ୍ନରେ ଖଡ଼ଗ ନଦୀରେ କାଠ ନିର୍ମିତ ଡଙ୍ଗା ଯୋଗେ ଫେରୁଥିବା ସମୟରେ ନଦୀର ପ୍ରଖର ସ୍ରୋତରେ ଡଙ୍ଗାଟି ଭାରସାମ୍ୟ…

Read More