Headlines

ବରଗଡ଼: ପ୍ରବଳ ବର୍ଷା ସତ୍ତେ ଏକତ୍ରିତ ହେଲେ ୩ ପଞ୍ଚାୟତବାସୀ

ସାନନ୍ଦ ମହାପାତ୍ର/ ସମୀକ୍ଷା ନିଉଜ/ ବରଗଡ଼:ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ପଞ୍ଚାୟତ ଆନ୍ଧ୍ର କେମ୍ପ ଛକଠାରେ ଖଣ୍ଡହତା ପଞ୍ଚାୟତ ଓ ଗାଇସୀମା ପଞ୍ଚାୟତ ର ଶତାଧିକ ମହିଳା ଓ ପୁରୁଷ ପ୍ରବଳ ବର୍ଷା ସତ୍ତ୍ବେ ଅଞ୍ଚଳରେ ସମ୍ପୂର୍ଣ ମଦ ବନ୍ଦ ପାଇଁ ଏକ ଜରୁରୀ ବୈଠକ ରେ ସାମିଲ ହୋଇଥିଲେ ବର୍ତ୍ତମାନ କେବଳ ନିଶା ପାଇଁ ଯୁବ ଗୋଷ୍ଟି ତଥା ଛାତ୍ର ସମାଜ ସମ୍ପୂର୍ଣ ପଥ ଭଷ୍ଟା ଅଞ୍ଚ୍ଚଲରେ ଅବାଧରେ ଦିନ ଦ୍ବିପହରରେ ଗଞ୍ଜେଇ,କୋରେକସ୍କ,ମଦ ଏପରିକି…

Read More

ବାଲିକୁଦା, ବର୍ଷା ଆସିଲେ ରାସ୍ତା ଅବସ୍ଥା ଆହୁରି ଦୟନୀୟ

ବିରୁପାକ୍ଷ ରାୟ/ ଜଗତସିଂହପୁର, ବାଲିକୁଦା/ସମୀକ୍ଷା ନିୟୁଜ: ବାଲିକୁଦା, ବର୍ଷା ଆସିଲେ ରାସ୍ତା ଅବସ୍ଥା ଆହୁରି ଦୟନୀୟ। ରାସ୍ତା ସାରା ଖାଲ, ଖାଲରେ ବର୍ଷା ପାଣି। କେଉଁଠି ପିଚୁ ଉଠିଯାଇଛି ତ ଆଉ କେଉଁଠି ବଡ଼ ବଡ଼ ଗର୍ତ୍ତ। ଏଭଳି ବିପଦପୂର୍ଣ୍ଣ ସ୍ଥିତିରେ ବାଲିକୁଦା ବ୍ଲକ ମାଛଗାଁ ପଞ୍ଚାୟତ ଦେବୀ ନଦୀବନ୍ଧଠାରୁ ଖାଲଗାଁ, ଅପଣ୍ଡରା, ବରମୁଣ୍ଡଳୀ, ନହରଣା ଓ ମରିଚପୁର ପଞ୍ଚାୟତ ଦେଇ ଯାଇଥିବା ପ୍ରାୟ ୧୦ କିଲୋମିଟର ରାସ୍ତାରେ ଲୋକଙ୍କ ଯାତାୟାତ ଏକପ୍ରକାର ଦୁର୍ବିଷହ ହୋଇପଡ଼ିଛି।ମାଛଗାଁଠାରୁ ବରମୁଣ୍ଡଳୀ…

Read More

ଓଡ଼ିଶାରେ ପ୍ରଯୁକ୍ତି ବିପ୍ଳବକୁ ନୂଆ ଦିଗ — AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଉଦ୍‌ଘାଟିତ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ NITKAL ଏଣ୍ଟରପ୍ରାଇଜ୍ ସର୍ଭିସେସ୍‌ର କ୍ୟାମ୍ପସରେ ଜାପାନୀଜ୍ SAP ସଫ୍ଟୱେର ଗ୍ଲୋବାଲ୍ କ୍ୟାପାବିଲିଟି ସେଣ୍ଟର (GCC) ସହିତ AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଉଦ୍‌ଘାଟନ ହୋଇଛି। ଏହି ଅବସର ଓଡ଼ିଶାରେ ଆଧୁନିକ ପ୍ରଯୁକ୍ତି, ନବସୃଜନ ଓ ଶିଳ୍ପଭିତ୍ତିକ ଦକ୍ଷତା ବିକାଶ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିଛି। ଏହି ନୂତନ ପଦକ୍ଷେପ ଓଡ଼ିଶାର ବଢ଼ୁଥିବା ପ୍ରଯୁକ୍ତିଗତ ସାମର୍ଥ୍ୟ ଓ ନିବେଶ ପାଇଁ…

Read More

ଭୁବନେଶ୍ୱର:ଭାସ୍କର୍ଯ୍ୟ ଶିଳ୍ପୀ ବିପ୍ରଚରଣ ମହାନ୍ତିଙ୍କ ୧୭ ତମ ଶ୍ରାଦ୍ଧ ଦିବସ ପାଳିତ

ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର,୨୫/୦୮/୨୬: ପ୍ରଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ବିପ୍ରଚରଣ ମହାନ୍ତି ଓଡ଼ିଶାରେ ବ୍ରୋଞ୍ଜ ପ୍ରତିମୂର୍ତ୍ତି ନିର୍ମାଣର ଜଣକ ଭାବେ ପରିଚିତ।ତାଙ୍କ ଦ୍ୱାରା ନିର୍ମିତ ଶୈଳବାଳା ମହାବିଦ୍ୟାଳୟରେ ୧୯୫୭ ମସିହାରେ ସ୍ଥାପିତ ମଧୁବାବୁଙ୍କ ପ୍ରତିମୂର୍ତ୍ତି ଓଡ଼ିଶାର ପ୍ରଥମ ପୂର୍ଣ୍ଣବୟବ ପ୍ରତିମୂର୍ତ୍ତି।ଭାରତର ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ପୂର୍ଣ୍ଣବୟବ ବ୍ରୋଞ୍ ପ୍ରତିମୂର୍ତ୍ତି ମଧ୍ୟ ସେ ନିର୍ମାଣ କରିଥିଲେ।ପୁରାତନ ସାଂସଦ ଭବନରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସମୟରେ ରାଷ୍ଟ୍ରପତି ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।ବିପ୍ରଚରଣ ମହାନ୍ତି ଫାଉଣ୍ଡେସନ ଟ୍ରଷ୍ଟ ଓ ଓଡ଼ିଆ ଭାଷା,ସାହିତ୍ୟ…

Read More

ମାଲକାନଗିରି କେନ୍ଦ୍ରୀୟ ବିଦ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ :ଶିକ୍ଷାର ଗୁଣାତ୍ମକ ମାନ ଓ ଭିତ୍ତିଭୂମି ବିକାଶ ଉପରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ସମୀକ୍ଷା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ମାଲକାନଗିରି ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମାଲକାନଗିରି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ମୁଖ୍ୟ ଅଧ୍ୟକ୍ଷତା କରି ଶିକ୍ଷାର ଉନ୍ନତି ଏବଂ ସ୍କୁଲର ଭିତ୍ତିଭୂମି ବିକାଶ ପାଇଁ ଦୀର୍ଘମିଆଦୀ ରଣନୀତି ଉପରେ ଆଲୋଚନା କରିଛନ୍ତି।ବୈଠକରେ ଛାତ୍ରଛାତ୍ରୀମାନଙ୍କର ଶୈକ୍ଷିକ ଉତ୍କର୍ଷତା ବୃଦ୍ଧି କରିବା ସହ ବିଦ୍ୟାଳୟର ସାମଗ୍ରିକ ବିକାଶ ଉପରେ ସ୍ୱତନ୍ତ୍ର…

Read More

କେନ୍ଦୁଝରରେ ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରଶମନ ବଳ ପକ୍ଷରୁ ବ୍ୟାପକ ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ଜୀବନରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବିଜୟ ରତ୍ନ ପତି /ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନିୟୁଜ୍ /କେନ୍ଦୁଝର: କେନ୍ଦୁଝର, ୮ ସେପ୍ଟେମ୍ବର ୨୦୨୬: ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ଼ କରିବା ଏବଂ ଜରୁରୀକାଳୀନ ପରିସ୍ଥିତିର ସଫଳ ମୁକାବିଲା ପାଇଁ ସ୍ଥାନୀୟ ଲୋକଙ୍କ କ୍ଷମତା ବୃଦ୍ଧି କରିବା ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମଙ୍ଗଳବାର ଦିନ ହାଟଡିହି ବ୍ଲକର ହାବଳେଶ୍ୱର ବନ୍ୟା ଆଶ୍ରୟସ୍ଥଳୀଠାରେ ଏକ ବିପର୍ଯ୍ୟୟ ସୁରକ୍ଷା ଓ ଜନସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରଶମନ ବଳ (NDRF) ର ୩ୟ ବାହିନୀ ଏବଂ…

Read More

ଗାଇସିଲେଟ ଥାନାର ନୂତନ ଥାନାଧିକାରୀ ଭାବେ ସୁଶିଲ କୁମାର ନାୟକଙ୍କ ଯୋଗଦାନ : କହିଲେ ଶାନ୍ତି, ଶୃଙ୍ଖଳା ଓ ନାଗରିକଙ୍କ ସୁରକ୍ଷାକୁ ଦିଆଯିବ ପ୍ରାଥମିକତା

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ: ଗାଇସିଲେଟ: ବରଗଡ଼ ଜିଲ୍ଲା ଅନ୍ତର୍ଗତ ଗାଇସିଲେଟ ଥାନାର ନୂତନ ଥାନାଧିକାରୀ (ଆଇଆଇସି) ଭାବେ ଶ୍ରୀଯୁକ୍ତ ସୁଶିଲ କୁମାର ନାୟକ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ନାୟକ ଗାଇସିଲେଟ ଥାନାରେ ପହଞ୍ଚିବା ପରେ ଥାନାରେ କାର୍ଯ୍ୟରତ ସମସ୍ତ ପୁଲିସ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇବା ସହ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଇଥିଲେ। ଥାନାରେ ପହଞ୍ଚିବା ପରେ ଶ୍ରୀ ନାୟକ…

Read More

ପାଇକମାଳ:ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ନେଇ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ।

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ:ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ସହିତ ପାରମ୍ପରିକ ବିହନ ଓ କୃଷି ପରମ୍ପରାର ସୁରକ୍ଷା ଉଦ୍ଦେଶ୍ୟରେ ଆଜି ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର ଉଚ୍ଚ ବିଦ୍ୟାଳୟ ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଓଡ଼ିଶାରେ ଭୁଲିଯାଇଥିବା ଖାଦ୍ୟ ଓ ଅବହେଳିତ ଫସଲର ପୁନରୁଦ୍ଧାର ପ୍ରକଳ୍ପ ଅଧୀନରେ ଦେବଦତ୍ତ କ୍ଲବ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ-ତଥା-ପ୍ରକଳ୍ପ ନିର୍ଦ୍ଦେଶକ, ଆତ୍ମା…

Read More

ବାଲିଗୁଡା ଭକ୍ତି ଓ ଉତ୍ସାହର ସହ ପାଳିତ ହେଲା ବାହୁଡା଼ ଯାତ୍ରା

ମହେଶ୍ୱର /ସବ ଡିଭିଜନାଲ ରିପୋର୍ଟର ସମୀକ୍ଷା ନିୟୁଜ. ବାଲିଗୁଡା ସହରରେ ପବିତ୍ର ବାହୁଡା଼ ଯାତ୍ରା ଅବସରରେ ଭକ୍ତି ଓ ଉତ୍ସାହର ପରିବେଶ ସୃଷ୍ଟି ହୋଇଥିଲା. ସକାଳୁ ବଡଭାଇ ଜଗନ୍ନାଥ, ବଳଭଦ୍ର ଏବଂ ଭଉଣୀ ଶୁଭଦ୍ରାଙ୍କ ନୀତିକାନ୍ତି ସମ୍ପନ ହେବା ପରେ ମହାପ୍ରଭୁମାନଙ୍କୁ ରଥରେ ବିରାଜମାନ କରାଯାଇଥିଲା. ରଥଟାଣି ଆରମ୍ଭ ହେବା ସହିତ ହଜାର ହଜାର ଭକ୍ତ ଜୟ ଜଗନ୍ନାଥ ଧୂନିରେ ପରିବେଶକୁ ମୁଖରିତ କରିଥିଲା. ରଥଟାଣିବା ପାଇଁ ମହିଳା, ପୁରୁଷ, ଯୁବକ ଓ ବୃଦ୍ଧମାନଙ୍କ ମଧ୍ୟରେ ଉତ୍ସାହ…

Read More

ସାଲେପୁର:ବିକଳାନନ୍ଦ କରଙ୍କ ୫୫ ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ହେମନ୍ତ ନନ୍ଦ/ସାଲେପୁର ରିପୋର୍ଟର /ସମୀକ୍ଷା ନ୍ୟୁଜ: ସାଲେପୁର (୩/୯) ସାଲେପୁର ରସଗୋଲାର ଜନକ, ବିଶିଷ୍ଟ ସମାଜସେବୀ ତଥା ସାଲେପୁର ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ପ୍ରତିଷ୍ଠାତା ସଭ୍ୟ ମହାନୁଭବ ବିକଳାନନ୍ଦ କରଙ୍କ ୫୫ ତମ ଶ୍ରାଦ୍ଧବାର୍ଷିକ ପାଳିତ ହୋଇ ଯାଇଛି l ଗୁରୁବାର ସକାଳୁ ସ୍ବର୍ଗତ ବିକଳାନନ୍ଦ କରଙ୍କ ସାଲେପୁର ବ୍ଲକ ଚନ୍ଦ୍ରାଦେଇପୁର ଗ୍ରାମର ପୈତୃକ ଘର ନିକଟରେ ଥିବା ସମାଧିସ୍ଥଳୀରେ ପରିବାର ପରିଜନ ଓ ବହୁ ବିଶିଷ୍ଟ ବ୍ୟକ୍ତିମାନେ ପୁଷ୍ପମାଲ୍ୟ ଦେବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ…

Read More