Headlines

ରାଜ୍ୟସ୍ତରୀୟ ଯୋଗାସନ ପ୍ରତିଯୋଗିତାରେ କେନ୍ଦ୍ରାପଡ଼ାର ପ୍ରତିଯୋଗୀଙ୍କ ସଫଳତା.

ନମିତା ନାୟକ /କେନ୍ଦ୍ରାପଡ଼ା ଜିଲ୍ଲା ପ୍ରତିନିଧି /ସମୀକ୍ଷା ନିୟୁଜ/ କେନ୍ଦ୍ରାପଡ଼ା, ତା. ୨୦.୦୭.୨୦୨୬ : କଟକସ୍ଥିତ ଚୌଧୁରୀ ବଜାରର କଳିଙ୍ଗ ଜିମନାସିୟମ୍‌ଠାରେ ଚଳିତ ମାସ ୧୮ ଓ ୧୯ ତାରିଖରେ ଦୁଇଦିନିଆ ୩୨ତମ ରାଜ୍ୟସ୍ତରୀୟ ଯୋଗାସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ ଜଣ ବାଳକ ଓ ବାଳିକା ଅଂଶଗ୍ରହଣ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।୧୪ରୁ ୧୬ ବର୍ଷ ବାଳିକା ବିଭାଗରେ କୁମାରୀ ଅରପନା ମହନ୍ତ ପ୍ରଥମ ସ୍ଥାନ ଅଧିକାର କରିଥିବା…

Read More

ମାଲକାନଗିରି ଜିଲ୍ଲାରେ ଉଲ୍ଲାସ ସେମିନାର ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୫/୦୯/୨୬ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନ୍ତର୍ଗତ ଏବଂ ସାକ୍ଷରତା ପକ୍ଷ ପଞ୍ଚମ ଦିବସରେ ଉଲ୍ଲାସ ସେମିନାର ଆଜି ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ମାଲକାନଗିରି ତରଫରୁ ପିଏମ୍ ଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , ସିନ୍ଧରିମାଲ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲାର ସମସ୍ତ ବ୍ଲକର ଶିକ୍ଷକ ଓ ସ୍ୱେଚ୍ଛାସେବୀ ଶିକ୍ଷକ ମାନେ ଯୋଗ ଦେଇଥିଲେ। ମୁଖ୍ୟ ଆଲୋଚନା ବିଷୟରେ ୧୫ ବର୍ଷରୁ ଉର୍ଦ୍ଧ୍ୱ ନିରକ୍ଷରଙ୍କୁ…

Read More

ହର୍ ଘର୍ ତ୍ରିରଙ୍ଗା : ଜନସାଧାରଣଙ୍କୁ ବାଲିଗୁଡ଼ା NAC ର ଆହ୍ବାନ

ମହେଶ୍ୱର ଦିଗାଳ / ଡିଭିଜନାଲ ସାମ୍ବାଦିକ / ସମୀକ୍ଷା ନିୟୁଜ /ବାଲିଗୁଡ଼ା ତା – ୧୩/୦୮/୨୦୨୬ : ଯଶସ୍ୱୀ ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ଵାନ ଶ୍ରମ ଦେଶରେ ୮୦ ତମ ସ୍ଵାଧୀନତା ଦିବସର ଅବ୍ୟବହିତ ପୂର୍ବରୁ – ରାଷ୍ଟ୍ରୀୟ ସଙ୍ଗୀତ ବନ୍ଦେ ମାତାରାମର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସାରାଦେଶ ବ୍ୟାପି ହର୍ ଘର୍ ତ୍ରିରଙ୍ଗା ତ୍ରିରଙ୍ଗା ସଭା ଯାତ୍ରା ବାଲିଗୁଡ଼ା NAC ଠାରୁ କଲେଜ ରୋଡ୍ ଶେଷ ମୁଣ୍ଡ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା…

Read More

ମାଲକାନଗିରିରେ ପୁଣି ମାଓବାଦୀଙ୍କ ଗଡ଼ରୁ ସଂଗ୍ରହ ହେଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୨୮/୦୬/୨୬: ମାଲକାନଗିରି ଜିଲ୍ଲାରେ ମାଓବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀକୁ ପୁଣି ମିଳିଛି ଏକ ବଡ଼ ସଫଳତା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କଠାରୁ ମିଳିଥିବା ସୂଚନାକୁ ଆଧାର କରି ରବିବାର ସକାଳେ ଡିଭିଏଫ୍ (DVF) ଯବାନଙ୍କ ପକ୍ଷରୁ କାଲିମେଳା ଥାନା ଅଧୀନ ଗୁଣ୍ଠାବଡ଼ା ଓ କଦମଗୁଡ଼ା ଜଙ୍ଗଲରେ ତଲାସୀ ଅଭିଯାନ ବେଳେ ଏକ ବଡ଼ ମାଓବାଦୀଙ୍କ ଡମ୍ପ ଠାବ କରାଯାଇଛି। ଏହି ଅଞ୍ଚଳ ଆନ୍ଧ୍ରପ୍ରଦେଶର ଅଲୁରି ସୀତାରାମ ରାଜୁ ଜିଲ୍ଲାର ମୋଟୁଗୁଡେମ…

Read More

କଳାହାଣ୍ଡି ଜିଲ୍ଲାର ମ.ରାମପୁରଠାରେ ଜନଶୁଣାଣିରେ ୪୪ ଅଭିଯୋଗ, ୭ଟିର ତତ୍କାଳ ସମାଧାନ

ସୁନୀଲ କୁମାର ବିଶି /ସମୀକ୍ଷା ନ୍ୟୁଜ/ଜିଲ୍ଲା ପ୍ରତିନିଧି/କଳାହାଣ୍ଡି/ ୧୦/୦୮: କଳାହାଣ୍ଡି ଜିଲ୍ଲାର ମ.ରାମପୁରଠାରେ ସୋମବାର ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଲୋକେ ଯୋଗଦେଇ ନିଜର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ସମ୍ପର୍କରେ ଅଭିଯୋଗ ଦାଖଲ କରିଥିଲେ।ଜିଲ୍ଲା ପ୍ରଶାସନର ରିପୋର୍ଟ ଅନୁସାରେ, ଜନଶୁଣାଣିରେ ମୋଟ ୪୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିରୁ ୨୬ଟି ବ୍ୟକ୍ତିଗତ ସମସ୍ୟା ଏବଂ ୧୭ଟି ଗ୍ରାମ ସମ୍ପର୍କିତ ସମସ୍ୟା ଥିଲା। ଏହାଛଡ଼ା ରେଡ୍‌କ୍ରସ୍ ସହାୟତା ପାଇଁ ୧ଟି ଆବେଦନ…

Read More

ବଡ଼ସାହି, ବ୍ଲକ ସ୍ତରୀୟ ମୁଣ୍ଡାରୀ ଭାଷା ଆନ୍ଦୋଳନର ସଫଳତା ପାଇଁ ସଚେତନତା ବୈଠକ

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ସମୀକ୍ଷା ନ୍ୟୁଜ/ବଡ଼ସାହି: ମୁଣ୍ଡାରୀ ଭାଷା ସମନ୍ୱୟ କମିଟି, କେନ୍ଦ୍ରୀୟ କମିଟିର ନିଷ୍ପତ୍ତି କ୍ରମେ ମୁଣ୍ଡାରୀ ଭାଷାର ସାମ୍ବିଧାନିକ ସ୍ବୀକୃତି ଦାବି ନେଇ ପ୍ରତ୍ୟେକ ବ୍ଲକ ସ୍ତରୀୟ ସମାବେଶ ଆୟୋଜନ କରି ଦାବିପତ୍ର ପ୍ରଦାନ କରାଯିବ ବୋଲି ଜଣାପଡିଛି । ଏହି କ୍ରମରେ ଆସନ୍ତା ୨୮ ତାରିଖ ବଡ଼ସାହି ବ୍ଲକ ସ୍ତରୀୟ ସମାବେଶ ଆୟୋଜନ କରାଯିବାର ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ସମାବେଶରେ ଦଶ ହଜାରରୁ ଉର୍ଦ୍ଧ୍ବ ଜନସମାଗମ ହେବ ।…

Read More

ମାଲକାନଗିରି ଜିଲ୍ଲାପାଳଙ୍କ ଦ୍ୱାରା ଚେଡେଙ୍ଗା ଜିପିରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୨୯/୦୬/୨୬:ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ପାଇଁ ଆଜି ଚେଡେଙ୍ଗା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସିର୍କେ ଜନସାଧାରଣଙ୍କ ଆପତ୍ତି ଓ ଅଭିଯୋଗ ଶୁଣିଥିଲେ। ଆବେଦନ ପ୍ରକ୍ରିୟାକୁ ସହଜ ଏବଂ ଶୃଙ୍ଖଳିତ କରିବା ପାଇଁ ଶିବିରରେ ବିଭିନ୍ନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଶିବିରମାନ ବ୍ୟବସ୍ଥା କରାଯାଇଥିଲା।ଏହି ଶିବିରରେ ମୋଟ…

Read More

ଓଡ଼ିଶାରେ ପ୍ରଯୁକ୍ତି ବିପ୍ଳବକୁ ନୂଆ ଦିଗ — AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଉଦ୍‌ଘାଟିତ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ NITKAL ଏଣ୍ଟରପ୍ରାଇଜ୍ ସର୍ଭିସେସ୍‌ର କ୍ୟାମ୍ପସରେ ଜାପାନୀଜ୍ SAP ସଫ୍ଟୱେର ଗ୍ଲୋବାଲ୍ କ୍ୟାପାବିଲିଟି ସେଣ୍ଟର (GCC) ସହିତ AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଉଦ୍‌ଘାଟନ ହୋଇଛି। ଏହି ଅବସର ଓଡ଼ିଶାରେ ଆଧୁନିକ ପ୍ରଯୁକ୍ତି, ନବସୃଜନ ଓ ଶିଳ୍ପଭିତ୍ତିକ ଦକ୍ଷତା ବିକାଶ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିଛି। ଏହି ନୂତନ ପଦକ୍ଷେପ ଓଡ଼ିଶାର ବଢ଼ୁଥିବା ପ୍ରଯୁକ୍ତିଗତ ସାମର୍ଥ୍ୟ ଓ ନିବେଶ ପାଇଁ…

Read More

ମାଲକାନଗିରି: ବିଚାରାଧୀନ କଏଦୀଙ୍କ ମୃତ୍ୟୁ,ମେଡିକାଲ ସମ୍ମୁଖରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୯/୦୯/୨୬ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଗିରଫ ହୋଇ ଜେଲ୍‌ରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମୃତ କଏଦୀଙ୍କ ପରିବାର ଲୋକେ ଚିକିତ୍ସାରେ ଅବହେଳାର ଅଭିଯୋଗ ଆଣି ମୃତଦେହ ସହ ମେଡିକାଲ ସମ୍ମୁଖରେ ଧାରଣା ଦେଇଛନ୍ତି। ସୂଚନା ମୁତାବକ, ଗଞ୍ଜାମ ଜିଲ୍ଲା…

Read More

ସୁବର୍ଣ୍ଣପୁର ରେ ଉଦଘାଟନ ହେଲା ଉଦ୍ୟମୀ ଓଡ଼ିଶା ଏମଏସଏମଇ କାର୍ଯ୍ୟକ୍ରମ

ରଞ୍ଜନ ହୋତା /ସ୍ୱତନ୍ତ୍ର ପ୍ରତିନିଧି /ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ନୂଆ ଟାଉନ ହଲରେ “ଉଦ୍ୟମୀ ଓଡ଼ିଶା ଏମଏସଏମଇ କାର୍ଯ୍ୟକ୍ରମ”ର ଉଦଘାଟନ କରିଥିଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଓ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା।ପ୍ରଦର୍ଶନୀରେ ମୋଟ ୨୨ଟି ଷ୍ଟଲ୍ ରହିଛି ଏବଂ ସେଥିମଧ୍ୟରୁ ୬ଟି ଷ୍ଟଲ୍ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ପାଇଁ ସଂରକ୍ଷିତ ରହିଛି। ଆଜିଠାରୁ ପ୍ରଦର୍ଶନୀ କାର୍ଯ୍ୟକ୍ରମ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ସକାଳ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ…

Read More