ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: ମାଲକାନଗିରି ଜିଲ୍ଲାବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନକୁ ସାକାର କରି ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଜି ମାଲକାନଗିରି ଏୟାରଷ୍ଟ୍ରିପ୍ଠାରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ବା ଟ୍ରାଏଲ୍ ରନ୍ ସଫଳତାର ସହ ସମ୍ପନ୍ନ ହୋଇଛି। ମେସର୍ସ ଇଣ୍ଡିଆଓନ୍ ଏୟାର୍ର ସ୍ୱତନ୍ତ୍ରସେସନା ଗ୍ରାଣ୍ଡ କାରାଭାନ ୨୦୮ବି ଇଏକ୍ସ ବିମାନଟି ନିର୍ଦ୍ଧାରିତ ସମୟସୂଚୀ ଅନୁଯାୟୀ ଜୟପୁରରୁ ବାହାରି ଦିନ ୨:୨୦ ରେ ମାଲକାନଗିରି…


Total Users : 6852