Headlines

ଭୁବନେଶ୍ୱର:ଭାସ୍କର୍ଯ୍ୟ ଶିଳ୍ପୀ ବିପ୍ରଚରଣ ମହାନ୍ତିଙ୍କ ୧୭ ତମ ଶ୍ରାଦ୍ଧ ଦିବସ ପାଳିତ

ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର,୨୫/୦୮/୨୬: ପ୍ରଖ୍ୟାତ ଭାସ୍କର୍ଯ୍ୟ ଶିଳ୍ପୀ ବିପ୍ରଚରଣ ମହାନ୍ତି ଓଡ଼ିଶାରେ ବ୍ରୋଞ୍ଜ ପ୍ରତିମୂର୍ତ୍ତି ନିର୍ମାଣର ଜଣକ ଭାବେ ପରିଚିତ।ତାଙ୍କ ଦ୍ୱାରା ନିର୍ମିତ ଶୈଳବାଳା ମହାବିଦ୍ୟାଳୟରେ ୧୯୫୭ ମସିହାରେ ସ୍ଥାପିତ ମଧୁବାବୁଙ୍କ ପ୍ରତିମୂର୍ତ୍ତି ଓଡ଼ିଶାର ପ୍ରଥମ ପୂର୍ଣ୍ଣବୟବ ପ୍ରତିମୂର୍ତ୍ତି।ଭାରତର ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ପୂର୍ଣ୍ଣବୟବ ବ୍ରୋଞ୍ ପ୍ରତିମୂର୍ତ୍ତି ମଧ୍ୟ ସେ ନିର୍ମାଣ କରିଥିଲେ।ପୁରାତନ ସାଂସଦ ଭବନରେ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସମୟରେ ରାଷ୍ଟ୍ରପତି ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।ବିପ୍ରଚରଣ ମହାନ୍ତି ଫାଉଣ୍ଡେସନ ଟ୍ରଷ୍ଟ ଓ ଓଡ଼ିଆ ଭାଷା,ସାହିତ୍ୟ…

Read More

କେନ୍ଦ୍ରାଞ୍ଚଳ ରେଞ୍ଜର ଆଇନ-ଶୃଙ୍ଖଳା ଓ ଅପରାଧ ସ୍ଥିତି ସମୀକ୍ଷା:ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଆଗୁଆ ସୁରକ୍ଷା ପ୍ରସ୍ତୁତି ଉପରେ ଡିଜିପିଙ୍କ ଗୁରୁତ୍ୱାରୋପ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: କଟକ, ୦୮.୦୯.୨୦୨୬: ଆଜି ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନସ୍ଥ ଜିଲ୍ଲାଗୁଡ଼ିକର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।ବୈଠକରେ ଜିଲ୍ଲାଗୁଡ଼ିକର ସାମଗ୍ରିକ ଆଇନ-ଶୃଙ୍ଖଳା ସ୍ଥିତି ସହ ହତ୍ୟା, ଚୋରି, ଡକାୟତି ଓ ଲୁଣ୍ଠନ ଭଳି ଗୁରୁତର ଅପରାଧର ନିୟନ୍ତ୍ରଣ, ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ, ଅବକାରୀ…

Read More

ନବରଙ୍ଗପୁର : ନବରଙ୍ଗପୁର ନିର୍ବାଚନ ମଣ୍ଡଳି ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ବିଭୁତି ପ୍ରସାଦ ପଣ୍ଡା / ସମୀକ୍ଷା ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର, ତା. ୧୯.୦୮.୨୦୨୬: ଜିଲ୍ଲାର ନବରଙ୍ଗପୁର ନିର୍ବାଚନ ମଣ୍ଡଳୀର ସାମଗ୍ରିକ ବିକାଶକୁ ଗତିଶୀଳ କରିବା ପାଇଁ ଗତକାଲି ତା ୧୮.୮.୨୦୨୬ ରିଖ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ନବରଙ୍ଗପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଗୌରୀ ଶଙ୍କର ମାଝୀ ଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ମଣ୍ଡଳି ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ରେ ଜିଲ୍ଲାପାଳ ଡ଼ ମହେଶ୍ଵର ସ୍ୱାଇଁ, ଅତିରିକ୍ତ…

Read More

ପଶ୍ଚିମ ଓଡ଼ିଶା କ୍ରସର୍ ମାଲିକ ସଂଘ ବୈଠକ

ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ସମୀକ୍ଷା ନ୍ୟୁଜ: ବରଗଡ ସ୍ଥିତ ସ୍ଵଂୟସିଦ୍ଧା ଭବନଠାରେ ବରଗଡ ଜିଲ୍ଲା କ୍ରସର ମାଲିକ ସଂଘ ଆନୁକୂଲ୍ୟରେ ପଶ୍ଚିମ ଓଡ଼ିଶା କ୍ରସର୍ ମାଲିକ ସଂଘ ରଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା ବରଗଡ ଜିଲ୍ଲା କ୍ରାସର୍ ମାଲିକ ସଂଘ ର ଅଧ୍ୟକ୍ଷ ମୁକୁନ୍ଦ ରଥ, ଉପଦେଷ୍ଟା ସୁଧାଂଶ ଗଡତିଆ, ସଭାପତି ତୋସୋବନ୍ତ ସାହୁ ସମ୍ପାଦକ ଅଶ୍ଵିନୀ ତ୍ରିପାଠୀ ମଞ୍ଚାସିନ ଥିଲେ ସଭାପତି ଶ୍ରୀ ସାହୁ ଙ୍କ ସଭାପତିତ୍ବରେ ଇଷ୍ଟ ଦେବୀ ମା ସମଲେଶ୍ଵରୀ ଙ୍କୁ…

Read More

ଶିଶୁମାନେ ନିଆରା ଢଙ୍ଗରେ ପାଳିଲେ ଜନ୍ମାଷ୍ଟମୀ

ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି /ସମୀକ୍ଷା ନିୟୁଜ/ଖୋର୍ଦ୍ଧା : ଟାଙ୍ଗୀ ୪/୯/୨୬: ସାରା ଦେଶରେ ଆଜି ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି ପ୍ରଭୂ ଶ୍ରୀକୃଷ୍ଣଙ୍କ ଜନ୍ମ ଦିବସ। ଏହି ଅବସରରେ ଆଜି ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ବୃନ୍ଦାବନ ବିହାରୀପୁର ଗ୍ରାମରେ ନିଆରା ଢଙ୍ଗରେ ପାଳିତ ହୋଇଛି ପ୍ରଭୂ ଶ୍ରୀକୃଷ୍ଣଙ୍କର ଜନ୍ମ ଦିବସ। ଚାନ୍ଦପୁର ସ୍ଥିତ ସରସ୍ବତୀ ବିଦ୍ୟାମନ୍ଦିରର କୁନି କୁନି ପିଲାମାନେ ଶ୍ରୀ କୃଷ୍ଣଙ୍କ ବିଭିନ୍ନ ଲୀଳାଖେଳା ସମ୍ପର୍କିତ ବେଶରେ ସଜ୍ଜିତ ହୋଇ ଗ୍ରାମ…

Read More

ବରଗଡ଼: ପ୍ରବଳ ବର୍ଷା ସତ୍ତେ ଏକତ୍ରିତ ହେଲେ ୩ ପଞ୍ଚାୟତବାସୀ

ସାନନ୍ଦ ମହାପାତ୍ର/ ସମୀକ୍ଷା ନିଉଜ/ ବରଗଡ଼:ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ପଞ୍ଚାୟତ ଆନ୍ଧ୍ର କେମ୍ପ ଛକଠାରେ ଖଣ୍ଡହତା ପଞ୍ଚାୟତ ଓ ଗାଇସୀମା ପଞ୍ଚାୟତ ର ଶତାଧିକ ମହିଳା ଓ ପୁରୁଷ ପ୍ରବଳ ବର୍ଷା ସତ୍ତ୍ବେ ଅଞ୍ଚଳରେ ସମ୍ପୂର୍ଣ ମଦ ବନ୍ଦ ପାଇଁ ଏକ ଜରୁରୀ ବୈଠକ ରେ ସାମିଲ ହୋଇଥିଲେ ବର୍ତ୍ତମାନ କେବଳ ନିଶା ପାଇଁ ଯୁବ ଗୋଷ୍ଟି ତଥା ଛାତ୍ର ସମାଜ ସମ୍ପୂର୍ଣ ପଥ ଭଷ୍ଟା ଅଞ୍ଚ୍ଚଲରେ ଅବାଧରେ ଦିନ ଦ୍ବିପହରରେ ଗଞ୍ଜେଇ,କୋରେକସ୍କ,ମଦ ଏପରିକି…

Read More

ମାଲକାନଗିରି ଜିଲ୍ଲା ଚିଠା ଭୋଟର ତାଲିକା ୨୦୨୬ ପ୍ରକାଶିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୫/୦୭/୨୬ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଏସଆଇଆର୍ ଚିଠା ଭୋଟର ତାଲିକା ୨୦୨୬ ପ୍ରକାଶନ କରାଯାଇ ବିଭିନ୍ନ ରାଜନୈତିକ ଦଳ କୁ ହସ୍ତାନ୍ତର କରାଯାଇଛି। ଜିଲ୍ଲାରେ ଚାଲୁ ରହିଥିବା ଏସଆଇଆର ପ୍ରକ୍ରିୟା ସହ ଗତ ୩୦.୦୫.୨୦୨୬ ରୁ ୨୮.୦୬.୨୦୨୬ ପର୍ଯ୍ୟନ୍ତ ଚାଲିଥିବା ଘରକୁ ଘର ବୁଲି ଗଣନା ପର୍ଯ୍ୟାୟର ସଂଗୃହିତ ତଥ୍ୟ ସମ୍ପର୍କରେ ଜିଲ୍ଲାପାଳ ସୂଚନା ପ୍ରଦାନ କରିଛନ୍ତି।…

Read More

କୋକସରା: ଶିକ୍ଷାବିତ୍ ଓ ସମାଜସେବୀ ପ୍ରେମଲାଲ ସାହୁଙ୍କ ପରଲୋକ

ସଞ୍ଜୟ ଗୋୟଲ/ବ୍ଲକ୍ ନ୍ୟୁଜ୍ ରିପୋର୍ଟର/ କୋକସରା, ୯ ଅଗଷ୍ଟ: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ଏଇଲି ଗ୍ରାମର ବିଶିଷ୍ଟ ଶିକ୍ଷାବିତ୍ ଓ ସମାଜସେବୀ ଶ୍ରୀ ପ୍ରେମଲାଲ ସାହୁଙ୍କ ପରଲୋକ ଘଟିଛି। ତାଙ୍କ ବିୟୋଗରେ ଏଇଲି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ଶ୍ରୀ ସାହୁ ଜଣେ ଶିକ୍ଷାବିତ୍ ଭାବେ ଶିକ୍ଷାର ପ୍ରସାର ଓ ସମାଜର ଉନ୍ନତି ପାଇଁ ନିଜକୁ ଉତ୍ସର୍ଗ କରିଥିଲେ। ଏଥିସହ ସେ ଜଣେ ସମାଜସେବୀ ଭାବେ ଅସହାୟ, ଗରିବ ଓ ଆବଶ୍ୟକତାରେ…

Read More

ଗୋବିନ୍ଦପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଜନ୍ମାଷ୍ଟମୀ ପାଳିତ

କେନ୍ଦୁଝର ରୁ ଜିଲ୍ଲା ପ୍ରତିନିଧି ନିରଞ୍ଜନ ପାଣିଙ୍କ ରିପୋର୍ଟ/ 04/09: କେନ୍ଦୁଝର ସହର ନିକଟରେ ଥିବା ଗୋବିନ୍ଦପୁର ଉଚ୍ଚ ପ୍ରାଥମିକ ପରିସରରେ ଶ୍ରୀକୃଷ୍ଣ ଙ୍କ ଜନ୍ମ ଉତ୍ସବ ମହାସମାରୋହରେ ପାଳିତ ହୋଇଛି l ବିଦ୍ୟାଳୟ ର କୁନିକୁନି ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରକାର ରଙ୍ଗବେରଙ୍ଗ ପୋଷାକ ରେ ରାଧା -କୃଷ୍ଣ ବେଶ ହୋଇ ନୃତ୍ୟ ଓ ସଂଗୀତ ପରିବେଷଣ କରି ସମସ୍ତଙ୍କର ମନ ମୋହିଥିଲେ l ଶିକ୍ଷକ ବିଜୟ କୁମାର ମିଶ୍ରଙ୍କ ପ୍ରତ୍ୟେକ ତତ୍ଵାବଧାନରେ ଶ୍ରୀକୃଷ୍ଣ ଙ୍କ…

Read More

ନନ୍ଦାହାଣ୍ଡି ବ୍ଲକରେ ନବରଙ୍ଗପୁର ଜିଲ୍ଲାପାଳଙ୍କ କ୍ଷେତ୍ର ପରିଦର୍ଶନ : ପ୍ରଶାସନିକ କାର୍ଯ୍ୟ, ଉନ୍ନୟନମୂଳକ ଯୋଜନା ଓ ଜନସେବା ପ୍ରଦାନର ସମୀକ୍ଷା

ବିଭୁତି ପ୍ରସାଦ ପଣ୍ଡା /ଜିଲ୍ଲା ପ୍ରତିନିଧି /ସମୀକ୍ଷା ନିୟୁଜ/ ନବରଙ୍ଗପୁର (୦୮.୦୭.୨୦୨୬): ନବରଙ୍ଗପୁର ଜିଲ୍ଲାପାଳ ଡଃ ମହେଶ୍ୱର ସ୍ୱାଇଁ ଆଜି ନନ୍ଦାହାଣ୍ଡି ବ୍ଲକରେ କ୍ଷେତ୍ର ପରିଦର୍ଶନ କରି ବ୍ଲକସ୍ତରରେ ଚାଲିଥିବା ପ୍ରଶାସନିକ କାର୍ଯ୍ୟ, ବିଭିନ୍ନ ଉନ୍ନୟନମୂଳକ ଯୋଜନାର କାର୍ଯ୍ୟାନ୍ୱୟନ ଏବଂ ସାଧାରଣ ଲୋକଙ୍କୁ ପ୍ରଦାନ କରାଯାଉଥିବା ସେବାର ସ୍ଥିତିର ସମୀକ୍ଷା କରିଥିଲେ। ପରିଦର୍ଶନ ସମୟରେ ଜିଲ୍ଲାପାଳ ବ୍ଲକ କାର୍ଯ୍ୟାଳୟ ଏବଂ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିଦର୍ଶନ କରି ବିଭିନ୍ନ ଶାଖାର କାର୍ଯ୍ୟଧାରା, ରେକର୍ଡ ସଂରକ୍ଷଣ, ଫାଇଲ୍ ନିଷ୍ପତ୍ତି,…

Read More