ନେପାଳ ପ୍ରଳୟଙ୍କାରୀ ବନ୍ୟା ମୟୂରଭଞ୍ଜ ବାରିପଦାର ଯୁବତୀ କୁଲସୁମ ନିଗାର ନିଖୋଜ
ଯଶୋବନ୍ତ ପରିଡା/ ମୟୁରଭଞ୍ଜ/ ୨୭.୦୮.୨୬/ (ସମୀକ୍ଷା ନ୍ୟୁଜ): ନେପାଳ ଏବଂ ତିବ୍ଦତ ସୀମାଞ୍ଚଳରେ ଘଟିଥିବା ଭୟଙ୍କର ପ୍ରାକୃତିକ ବିପର୍ଯ୍ୟୟ ତଥା ପ୍ରଳୟଙ୍କାରୀ ବନ୍ୟାରେ ଓଡ଼ିଶାର ଆଉ ଜଣେ ଯୁବତୀ ନିଖୋଜ ହୋଇଥିବା ନେଇ ସୂଚନା ମିଳିଛି। ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରର ୨୦ ବର୍ଷିୟା ଯୁବତୀ କୁଲସୁମ ନିଗାର ଏହି ବିପର୍ଯ୍ୟୟରେ ନିଖୋଜ ହୋଇଯାଇଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ନେପାଳର ଭୋଟେ କୋଷୀ ଏବଂ ତ୍ରିଶୂଳୀ ନଦୀ ଅଞ୍ଚଳରେ ହଠାତ୍ ଆସିଥିବା ବନ୍ୟା (Flash Floods) ଏବଂ…


Total Users : 6777