ଯୁବ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର- ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ, ୟୁନିଫର୍ମ ସର୍ଭିସରେ ସର୍ବୋଚ୍ଚ ଶୃଙ୍ଖଳା ବଜାୟ ରଖନ୍ତୁ ଏବଂ କ୍ଷମତାର ଅପବ୍ୟବହାର ନକରି ନିର୍ଦ୍ଦୋଷଙ୍କୁ ସୁରକ୍ଷା ଓ ଅପରାଧୀଙ୍କ ପ୍ରତି କଠୋର ହୁଅନ୍ତୁ
୨୦୨୯ ସୁଦ୍ଧା ଓଡ଼ିଶାକୁ ନିଶାମୁକ୍ତ କରିବା ପାଇଁ ସରକାର ସଂକଳ୍ପବଦ୍ଧ- ମୁଖ୍ୟମନ୍ତ୍ରୀ ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର ଭୁବନେଶ୍ୱର/ ୦୪ ସେପ୍ଟେମ୍ବର ୨୦୨୬ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ଠାରେ ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁଇ ବର୍ଷର କଠୋର ଇନ୍ଡୋର ଓ ଆଉଟ୍ଡୋର ପ୍ରଶିକ୍ଷଣ ସଫଳତାର ସହ…


Total Users : 6801